-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||     

HOME   ଜିଲ୍ଲା

ବଡ଼ ଦର୍ଲିପାଲି ସେବାଶ୍ରମ ସହିତ ତିନୋଟି ସ୍କୁଲ ରେ ଅଟଳ ପରିବାରର ପ୍ରସାଦ ବଣ୍ଟନ

04-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ବଡ଼ଦର୍ଲିପାଲି  ସେବାଶ୍ରମ ବିଦ୍ୟାଳୟରେ  ବାଗଦେବୀ ମାଁ ସରସ୍ବତୀଙ୍କ ପୂଜା ଉତ୍ସବ ମହା ଧୁମଧାମରେ ପାଳିତ ହୋଇଯାଇଛି।ବିଦ୍ୟାଳୟ ଶିକ୍ଷା ପରିବାର ତଥା ଅଟଳ ଚେରିଟେବୁଲ ଟ୍ରଷ୍ଟର ମିଳିତ ସହଯୋଗରେ ଏହି ପୂଜା ଉତ୍ସବରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟ ସଭ୍ୟା, ମୋ ସ୍କୁଲ ଅଭିଯାନ କମିଟି ସଭ୍ୟ ସଭ୍ୟା, ଗ୍ରାମର ସମସ୍ତ ଅଙ୍ଗନବାଡି, ଯୁବକ ସଂଘ, ଗ୍ରାମବାସୀ ତଥା ଅଟଳ ଚେରିଟେବୁଲ ଟ୍ରଷ୍ଟ ସଭ୍ୟ ନିତ୍ୟାନନ୍ଦ ବେହେରା, ପ୍ରଫୁଲ୍ଲ ପ୍ରଧାନ ଆଦି ଯୋଗଦାନ କରିଥିଲେ।ଏହି ଅବସରରେ ବିଦ୍ୟାଳୟ ପ୍ରାଙ୍ଗଣରେ କଲା ମୁଗୁନି ପଥରରେ ନିର୍ମିତ ଏକ ଚାରି ଫୁଟ ଉଚ୍ଚତା ବିଶିଷ୍ଟ ସରସ୍ବତୀ ମୂର୍ତ୍ତି ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପୂଜାରେ ସହଯୋଗ କରିଥିବା ବେଳେ ପ୍ରସାଦ ବଣ୍ଟନ କାମରେ ଗ୍ରାମର ଯୁବକ ମାନେ ସହଯୋଗ କରିଥିଲେ।ଅଟଳ ଚେରିଟେବୁଲ ଟ୍ରଷ୍ଟ ତରଫରୁ ପ୍ରସାଦର ବ୍ୟବସ୍ଥା କରାଯାଇଥିଲା  ବେଳେ ଅନ୍ୟାନ୍ୟ ବଦାନ୍ୟ ବ୍ୟକ୍ତି ମାନଙ୍କ ତରଫରୁ ମଧ୍ୟ ପିଲାଙ୍କ ପ୍ରସାଦ ପାଇଁ ବିଭିନ୍ନ ଜିନିଷ ଯୋଗେଇ ଥିଲେ । ସମସ୍ତଙ୍କ ସହଯୋଗ ହେତୁ ଅତି ଶାନ୍ତିଶୃଙ୍ଖଳା ତଥା ସୁରୁଖୁରୁରେ ପୂଜା ଟି ସମାପିତ ହୋଇ ଥିଲା ।ଏହା ସହିତ ପିକ୍ରିଝରଣ ପ୍ରାଥମିକ ବିଦ୍ୟାଳୟରେ ଉକ୍ତ ଟ୍ରଷ୍ଟ ର ସମ୍ପାଦକ ଶଙ୍କର ପଟେଲ ପ୍ରସାଦ ବଣ୍ଟନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026

You Might Also Like