-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||     

HOME   ଜିଲ୍ଲା

ମହଦା ୟୁଜିୟୁପି ସ୍କୁଲର ବାର୍ଷିକୋତ୍ସବ ଅନୁଷ୍ଠିତ

04-Feb-2025



ବରପାଲି (ସୁଦାମ ଦୀପ) 
ବରପାଲି ବ୍ଲକ ମହଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ବାର୍ଷିକୋତ୍ସବ ପାଳିତ ହୋଇଯାଇଛି।  ପ୍ରଧାନ ଶିକ୍ଷକ ସତ୍ୟପ୍ରିୟ ମାହାଣାଙ୍କ ସଭାପତିତ୍ୱରେ କାର୍ଯ୍ଯକ୍ରମ ପରିଚାଳିତ ହୋଇଥିଲା। ଆୟୋଜିତ ସଭା କାର୍ଯ୍ଯକୁ ମୁଖ୍ୟଅତିଥି ଭାବରେ ଗୌନ୍ତିଆ ଅନନ୍ତରାମ ଠାକୁର ଯୋଗଦେଇ ଉତ୍ସବକୁ ଉଦ୍‌ଘାଟନ କରିଥିଲେ।  ସମ୍ମାନିତ ଅତିଥି ଭାବରେ ପରିଚାଳନା କମିଟି ଅଧ୍ୟକ୍ଷ ଅମର ସାହୁ ଯୋଗ ଦେଇଥିବା ବେଳେ ବରପାଲି ମହାବିଦ୍ୟାଳୟ ଓଡ଼ିଆ ଅଧ୍ୟାପକ ଡ଼ଃ ବିଶ୍ଵନାଥ ସାହୁ ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ। ମୂଖ୍ଯବକ୍ତା ଅଧ୍ୟାପକ ସାହୁ ବିଦ୍ୟାର୍ଥୀ ମାନଙ୍କୁ ଜୀବନରେ ଶିକ୍ଷାର ମହତ୍ତ୍ୱ ଓ ଭବିଷ୍ୟତ କର୍ତ୍ତବ୍ୟ ସାଧନ ଉପରେ ଆଲୋକପାତ କରିଥିଲେ । ଅନ୍ୟତମ ଅତିଥି ଭାବରେ ସିଆରସିସି  ଅନୀଳ କୁମାର ଦାଶ, ଶିକ୍ଷାପ୍ରେମୀ କେନାଲୁ ବାରିକ, ଶିକ୍ଷୟତ୍ରୀ ସତ୍ୟଭାମା ବୁଡ଼େକ ଏବଂ ଓଡିଶା ରାଜ୍ୟ କୋଅପେରେଟିଭ ସଙ୍ଘ ଉପ ସଭାପତି ବୀରସେନ ସାହୁ ଯୋଗ ଦେଇଥିଲେ । ଶିକ୍ଷୟତ୍ରୀ ପ୍ରତିମା ସାହୁ ଅତିଥି ପରିଚୟ ଓ ମଞ୍ଚ ପରିଚାଳନା କରିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ମାହାଣା ବାର୍ଷିକ ବିବରଣୀ ଉପସ୍ଥାପନ କରିଥିଲେ । ଶିକ୍ଷକ ସୁଦର୍ଶନ ସା ପୁରସ୍କାର ବିତରଣରେ ସହଯୋଗ କରିଥିଲେ । ଶେଷରେ କମଳା କାନ୍ତ ସିଂ ଧନ୍ୟବାଦ ଅର୍ପଣ କରିଥିଲେ l ଏହି ଅବସରରେ ବିଦ୍ୟାଳୟକୁ ଭୂମିଦାନ କରିଥିବା ସ୍ବର୍ଗତ ଦୈତାରି ଠାକୁରଙ୍କ ପ୍ରତିମୂର୍ତ୍ତି ଅତିଥିମାନଙ୍କ ଗହଣରେ ଉନ୍ମୋଚନ କରାଯାଇଥିଲା । ଦ୍ଵିତୀୟ ପର୍ଯ୍ୟାୟରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସୃତିକ କlଯ୍ୟକ୍ରମ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026

You Might Also Like