-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜାତୀୟ ହୁଇଲ ଚେୟାର କ୍ରିକେଟ ଚାମ୍ପିଅନସିପରେ ବରଗଡ଼ ର ଶ୍ରୀ ତରଣୀ ସୁନା (ଦିବ୍ୟାଙ୍ଗ)ଙ୍କ ଗୁଆଲିୟର ଗସ୍ତ

05-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆସନ୍ତା ତା.୦୫.୦୨.୨୦୨୫ ରୁ ତା. ୧୫.୦୨.୨୦୨୫ ପର୍ଯ୍ୟନ୍ତ ମଧ୍ୟ ପ୍ରଦେଶ ର ଗୁଆଲିୟର ଠାରେ ହୁଇଲ ଚେୟାର କ୍ରିକେଟ ଚାମ୍ପିଅନସିପ ଅନୁଷ୍ଠିତ ହେବ I   ଏଥିରେ ୧୮ ଟି ରାଜ୍ୟର ହୁଇଲ ଚେୟାର କ୍ରିକେଟ ଦଳ ଅଂଶ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି I କେନ୍ଦୁଝର ର ଦିବ୍ୟାଙ୍ଗ ଯୁବ ଖେଳାଳି ଅଭୟ କୁମାର ଜେନାଙ୍କ ନେତୃତ୍ବ ର୧୪ ଜଣିଆ ଓଡ଼ିଶା ହୁଇଲ ଚେୟାର କ୍ରିକେଟ ଦଳ ଆଜି ଟ୍ରେନ ଯୋଗେ ଗୁଆଲିୟର ଅଭିମୁଖେ ଯାତ୍ରା କରିଛନ୍ତି  I ଓଡ଼ିଶା ଦଳରେ ବରଗଡ଼ ଜିଲ୍ଲାର ଏକ ମାତ୍ର ଖେଳାଳି ଭାବେ ଅଡ଼ଗାଁ ସହରାପାଲି ଗ୍ରାମ ଆମ୍ବେଦକର ନଗର ପଡାର ୪୧ ବର୍ଷୀୟ ତରଣୀ ସୁନା ଭାଗ ନେଇ ଆମ ଅଂଚଳ ପାଇଁ ସୁନାମ ଆଣିଛନ୍ତି  I ପୂର୍ବରୁ ସେ ହୁଇଲ ଚେୟାର କ୍ରିକେଟ ଆସୋସିଏସନ, ଭୁବନେଶ୍ୱର ପକ୍ଷରୁ ଭଦ୍ରକ ଠାରେ ଜାତୀୟ ଉତ୍କଳ ଟ୍ରଫି ହୁଇଲ ଚେୟାର କ୍ରିକେଟ ରେ ଅଂଶ ଗ୍ରହଣ କରିଥିଲେ I ଆଜି ତା.୦୪.୦୨.୨୦୧୫ ସକାଳ ୭ ଟା ସମୟରେ ବରଗଡ଼ ରେଳ ଷ୍ଟେସନରେ ଏଚିଭର୍ସ ହେଲପିଙ୍ଗ ଫାଉଣ୍ଡେସନ,ବରଗଡ଼ ର ସଭାପତି  ସମାଜସେବୀ ଶ୍ରୀ ଦିବାକର ମାଝୀ, ଓଡ଼ିଶା ଜନତା ସଂଘର୍ଷ ସମିତି ସ୍ୱେଚ୍ଛାସେବୀ ଜନକଲ୍ୟାଣ ସଂଗଠନ ର ସଭାପତି ତଥା ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ଅନ୍ତର୍ଗତ ବଧିର ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ କିଶୋର ଚନ୍ଦ୍ର ସାହୁ, ଝାରସୁଗୁଡା ଜ଼ିଲ୍ଲା କ୍ରୀଡା ଅଧିକାରୀ ତୁଷାର କାନ୍ତି ମିଶ୍ର ଓ ପୂର୍ବତନ ବ୍ଲକ ଚେୟାରମେନ ଶ୍ରୀବତ୍ସ ଛତର ତାଙ୍କୁ ଉତ୍ତକର୍ଷିତ ସମ୍ବର୍ଦ୍ଧନା ପ୍ରଦାନ ପୂର୍ବକ ଶୁଭ ଆଶୀର୍ବାଦ ପ୍ରଦାନ କରିଥିଲେ I ଶ୍ରୀ ସୁନା ଆମ ଜ଼ିଲ୍ଲା ତଥା ରାଜ୍ୟ ପାଇଁ ସୁନାମ ଆଣିବା ସହ ସଫଳତା ପାଆନ୍ତୁ ବୋଲି ବୁଦ୍ଧିଜୀବୀ ଗଣ ମା ସମଲେଶ୍ୱରୀ ଙ୍କ ଠାରେ କାମନା କରିଛନ୍ତି I ପ୍ରକାଶ ଥାଉ କି, ଶ୍ରୀ ତରଣୀ ସୁନା ଜଣେ ଶାରୀରିକ ଦିବ୍ୟାଙ୍ଗ ବର୍ଗର ଶିକ୍ଷିତ ଯୁବକ ସେ ଏକା ଧାରରେ ଜଣେ ସୁଫଳ କ୍ରୀଡାବିତ, ପାରା ସୂଇମର ଓ ହୁଇଲ ଚେୟାର କ୍ରିକେଟ ଖେଳାଳି I


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like