-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସଡ଼କ ସୁରକ୍ଷା ମାସ ଅବସରରେ ଜିଲ୍ଲାପାଳଙ୍କ ଦ୍ୱାରା ପୁରସ୍କୃତ

05-Feb-2025



ରାଉରଙ୍ଗପୁର(ମୟୂରଭଞ୍ଜ): ଚଳିତ ବର୍ଷ ସଡ଼କ ସୁରକ୍ଷା ମାସ ଯାହାକି ସାରା ଓଡିଶାରେ ଜାନୁଆରୀ ୧ ରୁ ୩୧ ତାରିଖ ପର୍ଯ୍ୟନ୍ତ ସଡ଼କ ସୁରକ୍ଷା ପାଳନ ଅବସରରେ ବିଭିନ୍ନ ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଜରିଆରେ ସମାଜର ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷ,ଅନୁଷ୍ଠାନ ଓ ଛାତ୍ରଛାତ୍ରୀ ମାନଙ୍କୁ ସାମିଲ କରି ଲୋକମାନଙ୍କୁ ବିଶେଷକରି ଗାଡ଼ି ଚାଳନା କରିବା ସମୟରେ ଟ୍ରାଫିକ ନିୟମ ମାନିବା ସହିତ ସତର୍କତା ମୂଳକ ପଦକ୍ଷେପ ନେବା ସମ୍ଭନ୍ଧରେ ସଚେତନ କରାଯାଇଥିଲା।ଏହି ଅବସରରେ ମଙ୍ଗଳବାର

 

ମୟୁରଭଞ୍ଜ ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଏକ ପୁରସ୍କାର ବିତରଣ କାର୍ଯ୍ୟକ୍ରମ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସଡ଼କ ସୁରକ୍ଷା ଜୀବନ ରକ୍ଷା ଅଭିଯାନ ରେ ସାମିଲ ହୋଇଥିବା କୃତି ଛାତ୍ରଛାତ୍ରୀ, ସାମ୍ବାଦିକ,ଡ୍ରାଇଭର ସଂଘ, ସମାଜ ସେବୀ ବ୍ୟକ୍ତିବିଶେଷ ଙ୍କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ହେମାକାନ୍ତ ସାଏ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପଲ୍ଲୀ ଏବଂ ବାରିପଦା ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ବିଶ୍ଵରାଜ ବେହେରାଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଏହି ଅବସରରେ ବିଶୋଇ ଥାନା ଅଞ୍ଚଳରେ ବିଭିନ୍ନ ସଡ଼କ ଦୁର୍ଘଟଣା ରେ ଦେବଦୂତ ସାଜିଥିବା ୧୦ ଜଣ ସମାଜସେବୀ ତଥା ଜୀବନ ରକ୍ଷା କାରୀ ବ୍ୟକ୍ତିବିଶେଷ ଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ଓ ଜିଲା ପରିବହନ ଅଧିକାରୀ ମାନପତ୍ର ଓ ପ୍ରୋତ୍ସାହନ ସ୍ଵରୂପ ପ୍ରତ୍ୟେକଙ୍କୁ ଟ.୨୦୦୦/-ଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରିବା ସହ ଏହି

ମହତ କାର୍ଯ୍ୟ ପାଇଁ ସାଧୁବାଦ୍ ଜଣାଇଥିଲେ। ବିଶୋଇ ବ୍ଲକ ରୁ ସମ୍ମାନିତ ହୋଇଥିବା ୧୦ ଜଣଙ୍କ ମଧ୍ୟରେ ସାମ୍ବାଦିକ ଆନୁୱାର ହୁସେନ,ଅମିତ୍ ଦାସ,ଶ୍ଵାଶତ ଶର୍ମା,ସମାଜସେବୀ ସୁଶାନ୍ତ ମହାନ୍ତି,ରାମେଶ୍ୱର ସୋରେନ,ଦୟାନିଧି ଗିରି, ଗିରିଶ ପାଣିଗ୍ରାହୀ, ବିଶୋଇ ବ୍ଲକ ଡ୍ରାଇଭର ମହାସଂଘର ସଦସ୍ୟ ଦୁର୍ଗେଶ ପାତ୍ର,ଆଦିତ୍ୟ ବେହେରା ଓ ଜଗେନ୍ଦ୍ର ନାଏକ ରହିଥିଲେ।         

(ମୟୂରଭଞ୍ଜ ରାଇରଙ୍ଗପୁରରୁ ଶ୍ଯାମଳେନ୍ଦୁ ପରିଡାଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like