-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ନୁତନ ଜିଲ୍ଲା ଶିକ୍ଷଧିକାରୀ ଙ୍କ ଯୋଗଦାନ*-

05-Feb-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷାଧିକାରୀ ଭାବେ ମୀନାରାଣୀ ମଙ୍ଗଲ ଯୋଗ ଦେଇଥିବା ବେଳେ ଶିକ୍ଷା ବିଭାଗ ଚଳଚଞ୍ଚଳ ହୋଇ ଉଠିଛି। ଶ୍ରୀମତୀ ମଙ୍ଗଳ ପହଞ୍ଚିବା ପରେ  ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ,  ସମସ୍ତ ବ୍ଲକ ଗୋଷ୍ଠି ଅଧିକାରୀ, ସମଗ୍ର ଶିକ୍ଷା କର୍ମଚାରୀ ଓ ଶିକ୍ଷକ ସଂଘର ବିଭିନ୍ନ ଶାଖା ପକ୍ଷରୁ ତାଙ୍କୁ ସ୍ଵାଗତ କରଯାଇଛି। ଜିଲ୍ଲାର ସମସ୍ତ ହାଇସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ପ୍ରଥମ ଦିନର ସାକ୍ଷାତରେ ଶ୍ରୀମତୀ ମଙ୍ଗଲ କହିଥିଲେ ଯେ କେବଳ ଦଶମ କ୍ଲାସରେ ଉଦ୍ୟମ କଲେ ହେବନି, ମେଧା ଛାତ୍ରଛାତ୍ରୀ ତିଆରି ପାଇଁ ଓ ବିଦ୍ୟାଳୟର ଏ ୱାନ ଫଳାଫଳ ହାର ବୃଦ୍ଧି କରିବାକୁ ହେଲେ ମୂଳଦୁଆରୁ ପ୍ରଥମ କ୍ଲାସ ଠାରୁ ଛାତ୍ରଛାତ୍ରୀଙ୍କୁ ସେଇ ଢାଞ୍ଚାରେ ଗଢ଼ିବାକୁ ହେବ ଓ ଅଭିଭାବକଙ୍କ ସହିତ ନିରନ୍ତର ଭାବେ ସଂପର୍କ ଯୋଡ଼ିବାକୁ ପରାମର୍ଶ କରିଥିଲେ। ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା କର୍ମକର୍ତ୍ତା ପକ୍ଷରୁ ସାକ୍ଷାତ ଆଲୋଚନା ଓ ନୂତନ ଜାତୀୟ ଶିକ୍ଷା ଯୋଜନାର ଆଭିମୁଖ୍ୟ ଓ ଏହାର ସଫଳତା ଉପରେ ପ୍ରଶ୍ନର ଉତ୍ତରରେ ଶ୍ରୀମତୀ ମଙ୍ଗଲ କହିଥିଲେ ଯେ ଜିଲ୍ଲା ର ସମସ୍ତ ହାଇସ୍କୁଲକୁ ଅଚାନକ ପରିଦର୍ଶନ କରି ବିଦ୍ୟାଳୟର ଭିତ୍ତିଭୂମି ପରିବେଶ ଉପରେ ଓ ଶିକ୍ଷାର ସଂସ୍କାର ଦିଗରେ ଗୁରୁତ୍ଵ ଦେବି ବୋଲି କହିବା ସହ ଜାତୀୟ ଶିକ୍ଷା ଯୋଜନା ସୁ-ସଫଳ ପାଇଁ ଉଦ୍ୟମ ଜାରି ରଖିବୁ ବୋଲି କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   20-Apr-2026
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
  ଜିଲ୍ଲା  
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026

You Might Also Like