-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||     

HOME   ଜିଲ୍ଲା

ଡାବୁଗାଁ ଠାରେ ବିକଶିତ ଗାଁ ବିକଶିତ ଓଡିଶା ଯୋଜନାର ଶୁଭାରମ୍ଭ ସିଧା ପ୍ରସାରଣ ଲାଇଭ ଟିଭି ଚ୍ୟାନାଲ ମାଧ୍ୟମରେ ଅନୁଷ୍ଠିତ

05-Feb-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର) ବିକଶିତ ଗାଁ ବିକଶିତ ଓଡ଼ିଶାର  ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ କର କମଳରେ ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ଠାରେ ୧୨ ଘଣ୍ଟା ସମୟରେ ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ଡାବୁଗାଁ ଠାରେ ବିକଶିତ ଗାଁ ବିକଶିତ ଓଡିଶା ଯୋଜନାର ଶୁଭାରମ୍ଭ ସିଧା ପ୍ରସାରଣ ଲାଇଭ ଟିଭି ଚ୍ୟାନାଲ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି।ଏହି ଯୋଜନାରେ ଗ୍ରାମୀଣ ଭିତ୍ତିଭୂମି ଏବଂ ଅର୍ଥନୀତି ସୁଦୃଢ ହେବାସହ ଗ୍ରାମୀଣ ଜୀବନ ସୁଗମ ହୋଇପାରିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଏହି ଅଭିନଭ ଯୋଜନାର ଲକ୍ଷ୍ୟ ରଖା ଯାଇଛି।ଏହା ଦ୍ୱାରା ନୂତନ ସରକାରଙ୍କର ଉତ୍କର୍ଷ ଓଡିଶା - ୨୦୩୬ ର ରୂପାନ୍ତରଣରେ ଏହା ସହଯୋଗ କରିଵା ସହ ନୂତନ ଦିଗଦର୍ଶନର ବାର୍ତ୍ତା ଦବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି।ଏହି ଯୋଜନାରେ ୫ ବର୍ଷ ପାଇଁ ୫ କୋଟି ଖର୍ଚ କରାଯିବାପାଇଁ ଲକ୍ଷ୍ୟ ରଖା ଯାଇଛି। ପ୍ରତି ବର୍ଷ ୧ କୋଟି ଟଙ୍କା ଗ୍ରାମର ଉନ୍ନତିକାରଣ ପାଇଁ ଖର୍ଚ୍ଚ କରାଯିବା ପାଇଁ ଲକ୍ଷ ରଖା ଯାଇଛି।ଏହାର ସିଧା ପ୍ରସାରଣ ୱେବ୍ସାଇଟ ଜରିଆରେ ପ୍ରଦର୍ଶନର ଏଵଂ ଲାଇଭ ଟିଭି ଚ୍ୟାନେଲ ମାଧ୍ୟମରେ ପ୍ରଚାର ପ୍ରସାର କରାଗଲା।ଏହି ଅବସରରେ ଡାବୁଗାଁ ବ୍ଲକର ଏବିଡ଼ିଓ ପଦ୍ମନାବ ତ୍ରିପାଠୀ ସହ ସମସ୍ତ କର୍ମଚାରୀ, ଜନପ୍ରତିନିଧି, ଏକ ଜାରରୁ ଉର୍ଦ୍ଧ ମିଶାନଶକ୍ତି ର ମିହିଳା ମାନେ ଉପସ୍ଥିତି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026

You Might Also Like