-+91-9937148622 |

prerana_bgr@rediffmail.com |

  Wednesday 10th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆପଡ଼ା ଜିଲ୍ଲାର ମନିଜର ଆର୍ଯ୍ୟଙ୍କୁ ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ର ସଦସ୍ୟ ଭାବେ ମନୋନୀତ*   (10-Jun-2026)       ||      ସମାଜସେବୀଙ୍କ ସ୍ମୃତିଚାରଣ ସଭା   (10-Jun-2026)       ||      *ଆଧାର କାର୍ଡ ନଥିବା ଓ ବିଦ୍ୟାଳୟରେ ଆଦୌ ନାମ ଲେଖା ନଥିବା ଅନାଥ ପିଲାଙ୍କୁ ବୟସ ଆଧାରରେ ଶିଶୁଙ୍କ ନାମ ଲେଖା ନିଶ୍ଚିତ କରିଛନ୍ତି ସିଆରସିସି*   (10-Jun-2026)       ||      ବାରିଯୋର ରେ ଚେକଡେମ ପାଇଁ ଦାବି କଲେ ଲୋକେ ♦️ବିଜୁଳି ସମସ୍ୟା ସମାଧାନ ପାଇଁ କାମ ହେଲା ଆରମ୍ଭ   (10-Jun-2026)       ||      ଏଡ଼ଭୋକେଟ୍ ଙ୍କ ସ୍କୁଟିକୁ ଧକ୍କା ଦେଲା ମହିନ୍ଦ୍ରା ପିକ୍ ଅଫ୍ ଭେନ୍ ♦️ଅଳ୍ପକେ ବର୍ତିଲେ ଏଡ଼ଭୋକେଟ୍    (10-Jun-2026)       ||      ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   (10-Jun-2026)       ||      ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   (10-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ    (09-Jun-2026)       ||      ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ    (09-Jun-2026)       ||      *ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   (09-Jun-2026)       ||      OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   (09-Jun-2026)       ||      ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   (09-Jun-2026)       ||      ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   (09-Jun-2026)       ||      ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   (09-Jun-2026)       ||      *ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   (09-Jun-2026)       ||      ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   (09-Jun-2026)       ||      ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   (09-Jun-2026)       ||      ଭେଡେନ ବ୍ଲକ ବରିଷ୍ଠ ନାଗରିକ ପୁନର୍ଗଠନ   (09-Jun-2026)       ||      ଟ୍ରକ ଚକା ତଳେ ଜୀବନ ଗଲା ♦️ସ୍କୁଟି ରେ ଯାଉଥିବା ମା ଝିଅ ଟ୍ରକ ଚକା ତଳେ ଚାପି ହୋଇ ମୃତ, ଘଟଣାସ୍ଥଳ ରେ ଶୋକାକୁଳ ପରିବେଶ    (09-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ବରଗଡ଼ ଏସ.ପିଙ୍କ ଅଧ୍ୟକ୍ଷତା ରେ ବୈଠକ ।   (09-Jun-2026)       ||     

HOME   ଜିଲ୍ଲା

ନୀଳଜି ଉପ୍ରା ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ

05-Feb-2025



ସିନାପାଲି  (ଚିନ୍ତାମଣି ନେତାମ )
ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ  ନୀଳଜି ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା  ବୁଧବାର ଦିନ  ନିଜସ୍ୱ ଖେଳପଡିଆ ଠାରେ  ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ।   ବିଦ୍ୟାଳୟର ପ୍ରଧାନ ଶିକ୍ଷକ  ଶ୍ରୀଯୁକ୍ତ ସତ୍ୟବ୍ରତଗହୀରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ  ସଭାରେ ମୁଖ୍ୟ ଅତିଥି ଭାବରେ  ନୀଳଜି ଗ୍ରାମ ପଂଚାୟତର ସରପଞ୍ଚ  ଶ୍ରୀଯୁକ୍ତ ଲକ୍ଷ୍ମଣ ପ୍ରଧାନ, ମୁଖ୍ୟ ବକ୍ତା ଭାବରେ  ନୀଳଜି ସି ଆର ସି ସି ଶ୍ରୀଯୁକ୍ତ ରାକେଶ କୁମାର ମିଶ୍ର  ଓ  ସମ୍ମାନୀତ ଅତିଥିଭାବରେ  ବିଦ୍ୟାଳୟ ପରିଚାଳନା କମିଟିର  ସଭାପତି ଶ୍ରୀଯୁକ୍ତ  ଶଙ୍କର ନିଆଲ  ଓ ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ  ସେବକରାମ ପାତ୍ର ଯୋଗଦେଇ କ୍ରୀଡା ଉତ୍ସବର ପତାକା ଉତ୍ତୋଳନ ଏବଂ ଦେବପୁଜନ ପୂର୍ବକ ପ୍ରତିଯୋଗୀତାର ଶୁଭ ଉଦଘାଟନ  କରିଥିଲେ । ସୁସ୍ଥ ସମାଜ  ଗଠନ ଓ ସୁନାଗରିକ ତିଆରି ପାଇଁ କ୍ରୀଡାର ନିତାନ୍ତ ଆବଶ୍ୟକତା ରହିଛି ବୋଲି ଅତିଥିଗଣ ସଭାରେ ମତପ୍ରକାଶ କରିଥିଲେ । ବିଜ୍ଞାନ ଶିକ୍ଷକ ଶ୍ରୀଯୁକ୍ତ ଧୀରେନ୍ଦ୍ର କୁମାର ସା  ସଭାକାର୍ଯ୍ୟ ସଂଯୋଜନା କରିଥିବା ବେଳେ ସଭା ଶେଷରେ  ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ଜଗନ୍ନାଥ ସୁନାନୀ ଅତିଥି ଗଣଙ୍କୁ  ଧନ୍ୟବାଦ ଦେଇ ଥିଲେ।ବିଦ୍ୟାଳୟରପ୍ରାୟ ୧୪୦ ଜଣ ଛାତ୍ରଛାତ୍ରୀ ବରିଷ୍ଠ ଓ କନିଷ୍ଠ ବର୍ଗ ରେ  ଦୌଡ଼, ଲମ୍ବଡିଆ, ଉଚ୍ଚ ଡିଆ, ସଟଫୁଟ ଓ ଡିଷ୍କସ ଥ୍ରୋ, ରଶି ଡିଆଁ, ଆଦିପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ। ଖେଳ ଶିକ୍ଷା  ଦାୟିତ୍ୱରେ ଥିବା ଶିକ୍ଷକ ଶ୍ରୀଯୁକ୍ତ ପରମାନନ୍ଦ ମାଝୀ  ପ୍ରତିଯୋଗୀତାର ଉତ୍ତମ  ପରିଚାଳନା କରିଥିଲେ। ସମସ୍ତ ଶିକ୍ଷକ ଓ ଛାତ୍ର ଛାତ୍ରୀ ସହଯୋଗ କରିଥିଲେ। ଆଗାମୀ ବାର୍ଷିକଉତ୍ସବରେ କୃତି ଛାତ୍ର ଛାତ୍ରୀ ମାନଂକୁ  ପୁରସ୍କୃତ କରାଯିବ ବୋଲି  ପ୍ରଧାନ ଶିଷକ ଉଜ୍ଜାପନୀ ସଭାରେ ଘୋଷଣା କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲାର ମନିଜର ଆର୍ଯ୍ୟଙ୍କୁ ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ର ସଦସ୍ୟ ଭାବେ ମନୋନୀତ*   10-Jun-2026
  ଜିଲ୍ଲା  
ସମାଜସେବୀଙ୍କ ସ୍ମୃତିଚାରଣ ସଭା   10-Jun-2026
  ଜିଲ୍ଲା  
*ଆଧାର କାର୍ଡ ନଥିବା ଓ ବିଦ୍ୟାଳୟରେ ଆଦୌ ନାମ ଲେଖା ନଥିବା ଅନାଥ ପିଲାଙ୍କୁ ବୟସ ଆଧାରରେ ଶିଶୁଙ୍କ ନାମ ଲେଖା ନିଶ୍ଚିତ କରିଛନ୍ତି ସିଆରସିସି*   10-Jun-2026
  ଜିଲ୍ଲା  
ବାରିଯୋର ରେ ଚେକଡେମ ପାଇଁ ଦାବି କଲେ ଲୋକେ ♦️ବିଜୁଳି ସମସ୍ୟା ସମାଧାନ ପାଇଁ କାମ ହେଲା ଆରମ୍ଭ   10-Jun-2026
  ଜିଲ୍ଲା  
ଏଡ଼ଭୋକେଟ୍ ଙ୍କ ସ୍କୁଟିକୁ ଧକ୍କା ଦେଲା ମହିନ୍ଦ୍ରା ପିକ୍ ଅଫ୍ ଭେନ୍ ♦️ଅଳ୍ପକେ ବର୍ତିଲେ ଏଡ଼ଭୋକେଟ୍   10-Jun-2026
  ଜିଲ୍ଲା  
ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   10-Jun-2026
  ଜିଲ୍ଲା  
ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   10-Jun-2026
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ   09-Jun-2026
  ରାଜ୍ୟ  
ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ   09-Jun-2026
  ଜିଲ୍ଲା  
*ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   09-Jun-2026
  ଜିଲ୍ଲା  
OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   09-Jun-2026
  ଜିଲ୍ଲା  
ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   09-Jun-2026

You Might Also Like