-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||     

HOME   ଜିଲ୍ଲା

କାଶିପାଲି ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ପାଳିତ

05-Feb-2025



ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ, କାଶିପାଲିରେ ବାର୍ଷିକ କ୍ରୀଡା ଉତ୍ସବ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପବିତ୍ର ମହାପାତ୍ର ଫିତା କାଟି ଉଦଘାଟନ କରିଥିଲେ। କ୍ରୀଡା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନେ ଗ୍ରାମସ୍ତରରୁ ଆରମ୍ଭ କରି ଜିଲ୍ଲା, ରାଜ୍ୟ ତଥା ଜାତୀୟସ୍ତରରେ କିପରି ନିଜର ପାରଦର୍ଶିତା ହାସଲ କରି ସୁନାମ ଅର୍ଜନ କରିବେ, ସେଥିପ୍ରତି ସର୍ବଦା ଧ୍ୟାନ ଦେବାକୁ କହିଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷକ  ସୁଦାମ ସେଟ ତାଙ୍କ ଅଭିଭାଷଣରେ ଶାରୀରିକ ସୁସ୍ଥତା, ଶୃଙ୍ଖଳା ବିକାଶରେ କ୍ରୀଡାର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ। "କ୍ରୀଡା ଆମକୁ ଦୃଢ଼ତା, ଦଳଗତ କାର୍ଯ୍ୟ ଏବଂ ସ୍ଥିରତାର ମୂଲ୍ୟ ଶିଖାଏ,"  ବୋଲି ସେ କହିଥିଲେ । ଛାତ୍ରଛାତ୍ରୀ ମାନଙ୍କୁ ସର୍ବଦା କ୍ରୀଡ଼ା କ୍ଷେତ୍ର ଭିତରେ ଏବଂ ବାହାରେ ଉତ୍କର୍ଷତା ପାଇଁ ଚେଷ୍ଟା କରିବାକୁ ଉତ୍ସାହିତ କରିଥିଲେ। ଗ୍ରାମର ଶିକ୍ଷାପ୍ରେମୀ ସରୋଜ ମହାପାତ୍ର ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ଖେଳ ପଡିଆର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ l

ଅଭିଭାବକ ସଦାନନ୍ଦ ମହାପାତ୍ର ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ ଏବଂ ଏ ଅବସର ରେ ସମ୍ମାନିତ ଅତିଥି  ରାମକୃଷ୍ଣ ଦାଶଙ୍କୁ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା।
 ସୀମାନ୍ତ ଉଚ୍ଚ  ବିଦ୍ୟାଳୟର ଖେଳ ଶିକ୍ଷକ ସରୋଜ କୁମାର ପଧାନ ବିଭିନ୍ନ ପ୍ରତିଯୋଗିତା ପରିଚାଳନା କରିଥିଲେ। ଶିକ୍ଷକ ନେହେରୁ ପାଇକ, ଗୋବିନ୍ଦ ବାଗ, ଦେବ ପ୍ରସାଦ ବାଗ, ଦୟାନିଧି ମହାପାତ୍ର, ଶିକ୍ଷୟିତ୍ରୀ ସୁନୀତା ମହାପାତ୍ର ସହଯୋଗ କରିଥିଲେ। ପରିଶେଷରେ ସହକାରୀ ଶିକ୍ଷକ ପ୍ରଦୀପ କୁମାର ପଧାନ ଧନ୍ୟବାଦ୍ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026

You Might Also Like