-+91-9937148622 |

prerana_bgr@rediffmail.com |

  Wednesday 10th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   (10-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   (10-Jun-2026)       ||      ଦୁର୍ଘଟଣାରେ ମାଁ ଝିଅ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରଙ୍କୁ ଭେଟିଲେ ନରସିଂହ♦️ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସାହାଯ୍ୟ ପାଇଁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅନୁରୋଧ   (10-Jun-2026)       ||      ସମାଜସେବୀ ଶ୍ରୀଧର ସାହୁ ଙ୍କୁ ନର୍ଲା ପ୍ରେସ ଆଶ୍ସୋସିଏସନ ଦ୍ୱାରା ସମ୍ମାନିତ   (10-Jun-2026)       ||      ବଲାଙ୍ଗୀର ସହରରେ କ୍ରମବର୍ଦ୍ଧିଷ୍ଣୁ ରାସ୍ତା ଦୁର୍ଘଟଣା ଜନିତ ସମସ୍ୟାକୁ ନେଇ,   ଏନ୍‌ଏଚ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ସାକ୍ଷାତ କଲା ବଲାଙ୍ଗୀର ଜିଲା ସିଭିଲ ସୋସାଇଟି   (10-Jun-2026)       ||      *ନୂଆପଡ଼ା ଜିଲ୍ଲାରେ ରବି ଧାନ ଅଧିଗ୍ରହଣ ଜୋରଦାର: ଗୋଟିଏ ଦିନରେ ୨୧ ହଜାର କ୍ୱିଣ୍ଟାଲରୁ ଅଧିକ ଧାନ କ୍ରୟ, ବିଭିନ୍ନ ମଣ୍ଡିରେ ଧାନ ନ ଉଠିବା ଅଭିଯୋଗ*   (10-Jun-2026)       ||      *ନୂଆପଡ଼ା ଜିଲ୍ଲାର ମନିଜର ଆର୍ଯ୍ୟଙ୍କୁ ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ର ସଦସ୍ୟ ଭାବେ ମନୋନୀତ*   (10-Jun-2026)       ||      ସମାଜସେବୀଙ୍କ ସ୍ମୃତିଚାରଣ ସଭା   (10-Jun-2026)       ||      *ଆଧାର କାର୍ଡ ନଥିବା ଓ ବିଦ୍ୟାଳୟରେ ଆଦୌ ନାମ ଲେଖା ନଥିବା ଅନାଥ ପିଲାଙ୍କୁ ବୟସ ଆଧାରରେ ଶିଶୁଙ୍କ ନାମ ଲେଖା ନିଶ୍ଚିତ କରିଛନ୍ତି ସିଆରସିସି*   (10-Jun-2026)       ||      ବାରିଯୋର ରେ ଚେକଡେମ ପାଇଁ ଦାବି କଲେ ଲୋକେ ♦️ବିଜୁଳି ସମସ୍ୟା ସମାଧାନ ପାଇଁ କାମ ହେଲା ଆରମ୍ଭ   (10-Jun-2026)       ||      ଏଡ଼ଭୋକେଟ୍ ଙ୍କ ସ୍କୁଟିକୁ ଧକ୍କା ଦେଲା ମହିନ୍ଦ୍ରା ପିକ୍ ଅଫ୍ ଭେନ୍ ♦️ଅଳ୍ପକେ ବର୍ତିଲେ ଏଡ଼ଭୋକେଟ୍    (10-Jun-2026)       ||      ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   (10-Jun-2026)       ||      ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   (10-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ    (09-Jun-2026)       ||      ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ    (09-Jun-2026)       ||      *ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   (09-Jun-2026)       ||      OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   (09-Jun-2026)       ||      ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   (09-Jun-2026)       ||      ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   (09-Jun-2026)       ||      ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   (09-Jun-2026)       ||     

HOME   ଅପରାଧ

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ନାଁନେଇ ଚାକିରିଦେବାକୁ କହି ଠକେଇ କରୁଥିବା ଯୁବକ ଗିରଫ

05-Feb-2025



ବଲାଙ୍ଗୀର, ବଲାଙ୍ଗୀର ଜିଲ୍ଲା ଲୋଇସିଂହା ଥାନା ଅଞ୍ଚଳରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କ ଖାସଲୋକ କହି ସ୍ୱାସ୍ଥ୍ୟବିଭାଗରେ ଚାକିରି କରାଇଦେବାକୁ କହି ଲୋକଙ୍କୁ ଠକେଇ କରୁଥିବା ଜଣେ ଯୁବକକୁ ଲୋଇସିଂହା ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ଦାସପାଲିର ଜିତେନ୍ଦ୍ର ଦାସ ବୋଲି ଜଣାପଡିଛି । ସେ ଗତ କିଛିମାସ ହେଲା ସ୍ଥାନୀୟ ଅଞ୍ଚଳରେ ଯୁବକମାନଙ୍କୁ ଚାକିରି କରାଇଦେବ କହି ଅର୍ଥ ଆଦାୟ କରୁôଥିଲା । ଏପରିକି ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହିତ ଫଟୋ

ଗୁଡିକୁ ସୋସିଆଲ ମିଡିଆରେ ଛାଡି ମନ୍ତ୍ରୀଙ୍କ ପାଖଲୋକ ବୋଲି କହିବୁଲୁଥିଲା । ତାର ଫଟୋ ଦେଖି କିଛି ଯୁବକ ଚାକିରି କରିବାକୁ ଜିତେନ୍ଦ୍ରକୁ କିଛି ଅର୍ଥ ମଧ୍ୟ ଠକେଇର ଶୀକାର ହୋଇଥିଲେ । ମନ୍ତ୍ରୀଙ୍କ ନାମରେ ନିଜେ ଜାଲ ଚିଠି କରି କିଛି ଲୋକଙ୍କ ବଦଳି କରାଇବାକୁ ଅଧିକାରୀମାନଙ୍କୁ ମଧ୍ୟ ଦେଇଥିଲା । ଫଲରେ ଏହି କଥା ଗଣମାଧ୍ୟମରେ ଖବର ପ୍ରସାରିତ ହେଲାପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା । ଲୋଇସିଂହା ଆଇଆଇସି ଏହି ଘଟଣାର ତଦନ୍ତ କରି ଶେଷରେ ଠକ ଜିତେନ୍ଦ୍ର ଦାସକୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି । ଲୋଇସିଂହା ପୋଲିସ ତାକୁ ବରଗଡରୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅଭିଯୁକ୍ତର ଜାମିନ ନାମଞ୍ଜୁର ହେବାରୁ ତାକୁ ବଲାଙ୍ଗୀର ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   10-Jun-2026
  ଜିଲ୍ଲା  
ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   10-Jun-2026
  ଜିଲ୍ଲା  
ଦୁର୍ଘଟଣାରେ ମାଁ ଝିଅ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରଙ୍କୁ ଭେଟିଲେ ନରସିଂହ♦️ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସାହାଯ୍ୟ ପାଇଁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅନୁରୋଧ   10-Jun-2026
  ଜିଲ୍ଲା  
ସମାଜସେବୀ ଶ୍ରୀଧର ସାହୁ ଙ୍କୁ ନର୍ଲା ପ୍ରେସ ଆଶ୍ସୋସିଏସନ ଦ୍ୱାରା ସମ୍ମାନିତ   10-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରରେ କ୍ରମବର୍ଦ୍ଧିଷ୍ଣୁ ରାସ୍ତା ଦୁର୍ଘଟଣା ଜନିତ ସମସ୍ୟାକୁ ନେଇ,   ଏନ୍‌ଏଚ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ସାକ୍ଷାତ କଲା ବଲାଙ୍ଗୀର ଜିଲା ସିଭିଲ ସୋସାଇଟି   10-Jun-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲାରେ ରବି ଧାନ ଅଧିଗ୍ରହଣ ଜୋରଦାର: ଗୋଟିଏ ଦିନରେ ୨୧ ହଜାର କ୍ୱିଣ୍ଟାଲରୁ ଅଧିକ ଧାନ କ୍ରୟ, ବିଭିନ୍ନ ମଣ୍ଡିରେ ଧାନ ନ ଉଠିବା ଅଭିଯୋଗ*   10-Jun-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲାର ମନିଜର ଆର୍ଯ୍ୟଙ୍କୁ ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ର ସଦସ୍ୟ ଭାବେ ମନୋନୀତ*   10-Jun-2026
  ଜିଲ୍ଲା  
ସମାଜସେବୀଙ୍କ ସ୍ମୃତିଚାରଣ ସଭା   10-Jun-2026
  ଜିଲ୍ଲା  
*ଆଧାର କାର୍ଡ ନଥିବା ଓ ବିଦ୍ୟାଳୟରେ ଆଦୌ ନାମ ଲେଖା ନଥିବା ଅନାଥ ପିଲାଙ୍କୁ ବୟସ ଆଧାରରେ ଶିଶୁଙ୍କ ନାମ ଲେଖା ନିଶ୍ଚିତ କରିଛନ୍ତି ସିଆରସିସି*   10-Jun-2026
  ଜିଲ୍ଲା  
ବାରିଯୋର ରେ ଚେକଡେମ ପାଇଁ ଦାବି କଲେ ଲୋକେ ♦️ବିଜୁଳି ସମସ୍ୟା ସମାଧାନ ପାଇଁ କାମ ହେଲା ଆରମ୍ଭ   10-Jun-2026
  ଜିଲ୍ଲା  
ଏଡ଼ଭୋକେଟ୍ ଙ୍କ ସ୍କୁଟିକୁ ଧକ୍କା ଦେଲା ମହିନ୍ଦ୍ରା ପିକ୍ ଅଫ୍ ଭେନ୍ ♦️ଅଳ୍ପକେ ବର୍ତିଲେ ଏଡ଼ଭୋକେଟ୍   10-Jun-2026
  ଜିଲ୍ଲା  
ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   10-Jun-2026

You Might Also Like