-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ଡେଙ୍ଗ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

05-Feb-2025



ବଲାଙ୍ଗୀର, ତା ୦୫/୦୨ (ପ୍ରେରଣା ଖବର ) : ବଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଲକ ଅନ୍ତର୍ଗତ ଡେଙ୍ଗ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ପ୍ରଧାନ ଶିକ୍ଷକ ଚଣ୍ଡାଳ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ପଞ୍ଚାୟତ ହାଇସ୍କୁଲ ଶିଶକେଲାର ପ୍ରଧାନଶିକ୍ଷକ ମନୋଜ କୁମାର ବେହେରା  ଓ ସମ୍ମାନିତ ଅତିଥି ରୂପେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ମହେନ୍ଦ୍ର ରଣା, ସଭ୍ୟ ବିଘ୍ନରାଜ ରଣା ଯୋଗ ଦେଇଥିଲେ।  ଶିକ୍ଷକ ସୁଦର୍ଶନ ଦାଶ ଅତିଥିମାନଙ୍କ ପରିଚୟ ପ୍ରଦାନ ଓ ଶିକ୍ଷକ ଲିଙ୍ଗରାଜ ନନ୍ଦଙ୍କ ଦ୍ଵାରା ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ। ସମସ୍ତ ଅତିଥି ତଥା ସଭାପତି ନିଜର ବହୁମୂଲ୍ୟ ଅଭିବ୍ୟକ୍ତି କରି ଛାତ୍ରଛାତ୍ରୀ ମାନକୁ ସୃଜନଶୀଳ ବିକାଶ  ଦିଗରେ କାର୍ଯ୍ୟକ୍ରମ କରିବା  ପାଇଁ ମତ ପ୍ରକାଶ କରିଥିଲେ।

ବାର୍ଷିକ କ୍ରୀଡ଼ାରେ ସର୍ବୋତ୍ତମ ପ୍ରଦର୍ଶନ କରିଥିବା ସମସ୍ତ କୃତି ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ପ୍ରଦାନ ସହ ମେଡାଲ ପ୍ରଦାନ କରାଯାଇଥିଲା।  ଚଳିତ ଶିକ୍ଷାବର୍ଷର ଶ୍ରେଷ୍ଠ ଛାତ୍ରୀ ଶ୍ରୀୟା ରଣା,  ସର୍ବାଧିକ ଉପସ୍ଥାନ ଛାତ୍ର ଚୁଡାମଣି ସାହୁ, , ଶ୍ରେଷ୍ଠ ପରିଷ୍କାର ପରିଚ୍ଛନ୍ନ ଛାତ୍ର ଶ୍ରୀୟାଂଶ କୁମାର ଦଳାଇ ଏବଂ ଛାତ୍ରୀ  ଇସ୍କିକା ରଣା, ଶ୍ରେଷ୍ଠ ସ୍ୱେଚ୍ଛାସେବୀ ଭାବରେ ଜୟନ୍ତ ରଣା, ଶ୍ରେଷ୍ଠ ଖେଳାଳୀ ଭାବରେ ସିନିୟର ଗ୍ରୁପରେ  ବାଳକ ବିଭାଗରେ ଆଲୋକ ବଗର୍ତ୍ତି,  ବାଳିକା ବିଭାଗରେ ଲିଜା ବାରିକ, ଜୁନିୟର ଗ୍ରୁପରେ ବାଳକ ବିଭାଗରେ ଗୋବିନ୍ଦ ସାହୁ, ବାଳିକା ନିଳିମା ଭୋଇ, ବାଳିକା ବିଭାଗର  ସାରିକା ରଣା ସ୍ବତନ୍ତ୍ର ଭାବରେ  ଅତିଥିମାନଙ୍କ ଦ୍ଵାରା ସମ୍ମର୍ଦ୍ଧିତ ହୋଇଥଲେ  ।

କାର୍ଯ୍ୟକ୍ରମରେ ମଞ୍ଚ ପରିଚାଳନାର ଦାୟିତ୍ଵ ଶିକ୍ଷିକା ରେଣୁକା ସାହୁ ନିର୍ବାହ କରିଥିବା ବେଳେ ଧନ୍ୟବାଦ ଅର୍ପଣର କାର୍ଯ୍ୟ ଶିକ୍ଷକ ମନରଞ୍ଜନ ପରିଡ଼ା ସମ୍ପାଦନ କରିଥିଲେ। କାର୍ଯ୍ୟକ୍ରମରେ ଶିକ୍ଷକ ରାମ ନାରାୟଣ ଦାଶ, କୃପାସିନ୍ଧୁ ମିଶ୍ର, ସମୀର ସେଠି, ଦୀପକ ସେନ ଧରୁଆ , ଦେବେଶ ହୋତା, ହିମାଂଶୁ ବିଶ୍ଵାଳ, ଅବିନାଶ ଭୋଇ, ଶିକ୍ଷୟିତ୍ରୀ ଗାୟତ୍ରୀ ବାରିକ, ତପସ୍ଵିନୀ ପଟେଲ,  ଶିବାନୀ ମଲ୍ଲିକ, କାନ୍ତି ଭୋଇ,  ଦ୍ରୌପଦୀ ଭୋଇ,  ପ୍ରମୁଖ ସକ୍ରିୟ ଭାବେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like