-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ଜନ ଜୀବନ ସୁରକ୍ଷା ଦୃଷ୍ଟିରୁ ବେଆଇନ ଗାଡିଚାଳନା ଚେକିଂକୁ କଡାକଡ଼ିକରାଯିବ : ଅତିରିକ୍ତ ଜିଲ୍ଲାପାଳ ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା ସମିତି ବୈଠକ :-

05-Feb-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ଜିଲ୍ଲାରେ ଜନ ଜୀବନର ସୁରକ୍ଷା ଦୃଷ୍ଟିରୁ ବେଆଇନ ଗାଡିଚାଳନାକୁ କଡାକଡି କରାଯିବ। ଆଜି ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଅଧ୍ୟକ୍ଷତା କରି ଜିଲ୍ଲାରେ ସଡ଼କ ଦୁର୍ଘଟଣା କୁ ରୋକିବା ନିମନ୍ତେ ରାସ୍ତାରେ ବେଆଇନ ଗାଡିଚାଳନାକୁ ଉଭୟ ପରିବହନ ବିଭାଗ ଓ ପୋଲିସ ପ୍ରଶାସନ ମିଳିତ ଭାବେ ଚେକିଂକୁ କଡାକଡ଼ି କରିବାକୁ ନିର୍ଦେଶ ଦେଇଛନ୍ତି । ଜିଲ୍ଲାର ଦୁର୍ଘଟଣା ଜନିତ ମୃତ୍ୟୁହାରକୁ ହ୍ରାସ କରିବା ନିମନ୍ତେ ସମସ୍ତେ ସୁସମନ୍ୱୟ ପୂର୍ବକ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଛନ୍ତି।ସୋନପୁର ସହର ସହ ଜିଲ୍ଲାର ଅନ୍ୟ ସହର ଗୁଡିକର ଜନଗହଳି ରାସ୍ତାରେ ଅବୈଧ ଦୋକାନ, ଠେଲା ଦୋକାନ, ପନିପରିବା ଦୋକାନ ପ୍ରଭୁତିକୁ ଵିଧି ମୁତାବକ ସ୍ଥାନାନ୍ତରଣ, କରି ରାସ୍ତା ଗୁଡିକୁ ଜନସାଧାରଣ ଙ୍କ ନିମନ୍ତେ ବ୍ୟବସ୍ଥିତ ଚଳପ୍ରଚଳ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଛନ୍ତି। ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଜେନା ବୈଠକରେ ଗତ ବୈଠକ ନିଷ୍ପତ୍ତିର ତଥ୍ୟ ଉପସ୍ଥାପନ କରିଥିଲେ । ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ ସ୍କୁଲ ସୁରକ୍ଷା କମିଟି ଗଠନ ଉପରେ ଆଲୋଚନା ହୋଇଥିଲା। ଆର ଟି ଓ ଏବଂ ବିଦ୍ୟାଳୟ କତୃପକ୍ଷ ମିଳିତ ଭାବେ ସଡ଼କ ସୁରକ୍ଷା ଉପରେ ଛାତ୍ର ଛାତ୍ରୀ ତଥା ଅଭିଭାବକ ଙ୍କ ମଧ୍ୟରେ ଯଥେଷ୍ଟ ସଚେତନତା ସୃଷ୍ଟି କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ଯେପରିକି ସ୍କୁଲ ଯାଉଥିବା ଛାତ୍ରଛାତ୍ରୀ ଗାଡି ଚାଳନାରୁ ନିବୃତ ରହିବେ। ସହରର ବୁଢ଼ାରଜା ଛକ ଓ ବ୍ଲକ ଛକରେ ଟ୍ରାଫିକ ବ୍ୟବସ୍ଥା ସହ ଟ୍ରାଫିକ ଉନ୍ନତି କରଣର ପଦକ୍ଷେପ ନେବାକୁ ପି ଡବ୍ଲୁ ଡି ନିର୍ବାହୀ ଯନ୍ତ୍ରୀଙ୍କୁ ବୈଠକରେ ନିର୍ଦେଶ ଦିଆଯାଇଛି । ପରିଶେଷରେ ଜିଲ୍ଲାରେ  ସଡ଼କ ଦୁର୍ଘଟଣାରେ ଧନ ଜୀବନର ସୁରକ୍ଷା ନିମିତ୍ତ ହେଲମେଟ ପରିଧାନ ନକରି ଗାଡି ଚଲେଇବା, ନିଶାସକ୍ତ ଗାଡିଚାଳନା, ଗାଡି ଚାଳନା ସମୟରେ ମୋବାଇଲ ବ୍ୟବହାର, ନାବାଳକ ଗାଡି ଚାଳକ, ବିପଦପୂର୍ଣ ଗାଡିଚାଳନା ଇତ୍ୟାଦି ବେଆଇନ ଗାଡି ଚାଳନାକୁ ରୋକିବା ପାଇଁ ପରିବହନ ବିଭାଗ ଓ ପୋଲିସ ବିଭାଗର ଅଧିକାରୀ କଠୋର ପଦକ୍ଷେପ ଗ୍ରହଣ କରିବା ସହ କଡ଼ା କଡ଼ି ଚେକିଙ୍ଗ କରିବା ଉପରେ ବୈଠକରେ ଆଲୋଚନା କରାଯାଇଛି । ବୈଠକରେ କମିଟି ସଦସ୍ୟ ସଦସ୍ୟା ବିଭିନ୍ନ ବିଭାଗୀୟ ଅଧିକାରୀ, ପରିବହନ ବିଭାଗ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like