-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||     

HOME   ଜିଲ୍ଲା

ଅର୍ଡାରେ ନିପୁଣ ଓଡିଶା ମେଳା

05-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ବଡବାଉଁଶେନ କ୍ଲଷ୍ଟରର ଅର୍ଡାରେ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପରିଷଦ ସଭ୍ୟ ସୁଦାମ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ବରିଷ୍ଠ ଶିକ୍ଷକ ଲକ୍ଷ୍ମୀନାରାୟଣ ରଣାଙ୍କ ଅଧ୍ୟକ୍ଷତାରେ ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଥିଲା। ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ପାଣ୍ଡେ, ସ୍ଥାନୀୟ ସ୍କୁଲର ପ୍ରଧାନଶିକ୍ଷକ ଶୈଳେନ୍ଦ୍ର ନାରାୟଣ ମିଶ୍ର,,ସିଆରସିସି ସୀତାରାମ ଦୀପ,ରାଜେଶ୍ଵର ବେହେରା,  ପ୍ରଭାସପାଣ୍ଡେ,ପ୍ରେମରାଜ ପଧାନ ପ୍ରମୁଖ ସମ୍ମାନୀୟ ଅତିଥି ଭାବେ ମଞ୍ଚାସୀନ ଥିଲେ। କୁର୍କୁଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶୀତଳ ସେଠ ,ଦିଵ୍ୟା ରଣା,ରସ୍ମିତା ସାହୁ ପ୍ରମୁଖ ଛାତ୍ରୀଗଣ ନିପୁଣ ଓଡିଶା ସଙ୍ଗୀତ ପରିବେଷଣ କରିଥିଲେ। ଶିକ୍ଷକ ପ୍ରେମରାଜ ପଧାନ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ।ପରେ କ୍ଲଷ୍ଟରର ଦଶଟି ସ୍କୁଲର ଛାତ୍ରଛାତ୍ରୀ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ସଂପର୍କରେ ବିଭିନ୍ନ ପ୍ରକାରର ଶିକ୍ଷଣ ସାମଗ୍ରୀ ସହ ସର୍ଜନାତ୍ମକ ଲିଖନ ପ୍ରଦର୍ଶନ କରିଥିଲେ।ଦଶଟି ବିଦ୍ୟାଳୟର ଏଗାର ଜଣ ଏଫ୍ ଏଲ ଏନ୍ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ବଡବାଉଁଶେନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ରୋନାଵାଲା ମହାନ୍ତି ଶ୍ରେଷ୍ଠ ଏଫ୍ ଏଲ ଏନ୍ ଶିକ୍ଷୟିତ୍ରୀ ଭାବେ ଵ୍ଲକସ୍ତରକୁ ମନୋନୀତ ହୋଇଥିଲେ। ସ୍ଥାନୀୟ ସିଆରସିସି ଦୁର୍ବାଦଳ ବଡଗୋଛିଆ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ଵିଜୟ କୁମାର ସାହୁ ସଭାକୁ ପରିଚାଳନା କରିଥିଲେ। ହୃଦାନନ୍ଦ ଵାଗ ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ପଡା,ଲାଉମୁଣ୍ଡା,ପଥର୍ଲା, ଵଡବ୍ରାହ୍ମଣୀ,ଯୋଖିପାଲି,ତାଳପଦର, ଖରମୁଣ୍ଡା ଆଦି କ୍ଲଷ୍ଟରରେ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026

You Might Also Like