-+91-9937148622 |

prerana_bgr@rediffmail.com |

  Thursday 11th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||      *ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      *କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   (10-Jun-2026)       ||      ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା    (10-Jun-2026)       ||      ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି    (10-Jun-2026)       ||      *ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   (10-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   (10-Jun-2026)       ||      ଦୁର୍ଘଟଣାରେ ମାଁ ଝିଅ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରଙ୍କୁ ଭେଟିଲେ ନରସିଂହ♦️ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସାହାଯ୍ୟ ପାଇଁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅନୁରୋଧ   (10-Jun-2026)       ||      ସମାଜସେବୀ ଶ୍ରୀଧର ସାହୁ ଙ୍କୁ ନର୍ଲା ପ୍ରେସ ଆଶ୍ସୋସିଏସନ ଦ୍ୱାରା ସମ୍ମାନିତ   (10-Jun-2026)       ||      ବଲାଙ୍ଗୀର ସହରରେ କ୍ରମବର୍ଦ୍ଧିଷ୍ଣୁ ରାସ୍ତା ଦୁର୍ଘଟଣା ଜନିତ ସମସ୍ୟାକୁ ନେଇ,   ଏନ୍‌ଏଚ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ସାକ୍ଷାତ କଲା ବଲାଙ୍ଗୀର ଜିଲା ସିଭିଲ ସୋସାଇଟି   (10-Jun-2026)       ||      *ନୂଆପଡ଼ା ଜିଲ୍ଲାରେ ରବି ଧାନ ଅଧିଗ୍ରହଣ ଜୋରଦାର: ଗୋଟିଏ ଦିନରେ ୨୧ ହଜାର କ୍ୱିଣ୍ଟାଲରୁ ଅଧିକ ଧାନ କ୍ରୟ, ବିଭିନ୍ନ ମଣ୍ଡିରେ ଧାନ ନ ଉଠିବା ଅଭିଯୋଗ*   (10-Jun-2026)       ||      *ନୂଆପଡ଼ା ଜିଲ୍ଲାର ମନିଜର ଆର୍ଯ୍ୟଙ୍କୁ ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ର ସଦସ୍ୟ ଭାବେ ମନୋନୀତ*   (10-Jun-2026)       ||     

HOME   ଜିଲ୍ଲା

ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତ ସିଂହାରଙ୍କ ୨୬୫ ତମ ଜୟନ୍ତୀ ପାଳନ

05-Feb-2025



ବରୀ (ରଞ୍ଜିତ ମହାନ୍ତି): ମହାପୁରୁଷ  ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତ ସିଂହାରଙ୍କ ୨୬୫ ତମ ଜୟନ୍ତୀ ମଙ୍ଗଳ ବାର ପବିତ୍ର ମାଘ ସପ୍ତମୀରେ ବରୀ ମାଉଣ୍ଡସ୍ଥିତ ମୁଖ୍ୟ ବଜାରରେ ସ୍ଥାପିତ ଅଭିମନ୍ୟୁ ପ୍ରତିମୂର୍ତ୍ତି ସ୍ଥଳରେ ଆୟୋଜକ ବରୀ ସାହିତ୍ୟ ସମନ୍ୱୟ ପରିଷଦ ପକ୍ଷରୁ ପାଳିତ ହୋଇଯାଇଛି। ବରୀ ସାହିତ୍ୟ ସଂସଦର ସଭାପତି ଆଶୁତୋଷ ପରିଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଅଧକ୍ଷ ଦେବ ପ୍ରସାଦ ସାମଲ,ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ କୁଞ୍ଜ ବିହାରୀ ଦାଶ, ସମ୍ମାନିତ ଅତିଥି ଗୁନ ଚରଣ ନାୟକ ପ୍ରମୁଖ ଯୋଗ ଦେଇ ଅଭିମନ୍ୟୁ ସାମନ୍ତ ସିଂହାରଙ୍କ ଜୀବନୀ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ।  ଅତିଥି ପରିଚୟ ବରୀ ସାହିତ୍ୟ ସମନ୍ୱୟ ପରିଷଦ ର ଆବାହକ ନିମାଇଁ ଚରଣ ରାୟ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ କବୟିତ୍ରୀ ସବିତା ନାୟକ, ସାହିତ୍ୟିକ ପୂର୍ଣ୍ଣ ଚନ୍ଦ୍ର ନାୟକ, ଚାଳଘର ସାହିତ୍ୟ ସଂସଦର ସମ୍ପାଦକ ପ୍ରତାପ କୁମାର ଦାସ,ଗୋମତୀ ପଣ୍ଡା,ବନ୍ଦନା ସାମଲ ଅଭୟ କୁମାର ଶତପଥୀ,ଆଇନଜୀବୀ ନନ୍ଦକିଶୋର ସାମଲ,କବି ଡ଼ଃ ଅମୁଲ୍ୟ କୁମାର ପଣ୍ଡା, ପ୍ରଭାସ ଦାସ ସମେତ ବୃଦ୍ଧିଜୀବୀ,ମହିଳା ଛାତ୍ର ଯୋଗ ଦେଇଥିଲେ। ଅଭିମନ୍ୟୁ ଜୟନ୍ତୀ ଅବସରରେ ଏହି ଅଂଚଳର ସାହିତ୍ୟ ସଂସ୍କୃତି ଅନୁଷ୍ଠାନ ସହମତିରେ ତଥା ସମ ସମୋଭାବାପନ୍ନ ବ୍ୟକ୍ତି ମାନଙ୍କ ଉପସ୍ଥିତିରେ ଏହି ଅଂଚଳର ଆଉ ଜଣେ ସଂଗ୍ରାମୀ ତଥା ଜାତୀୟତା ବୋଧକ ଓ ଚେତନା ମୂଳକ କବି ରୂପେ ସୁପରିଚିତ ବାଞ୍ଛା ନିଧି ଦାଶଙ୍କୁ 'ସ୍ୱରାଜ' କବି ଭାବେ ସ୍ଥିରିକୃତ କରାଯାଇ ଓଡିଶା ସାହିତ୍ୟ ଏକାଡେମୀଙ୍କୁ  ଏକ ପ୍ରସ୍ତାବ ପ୍ରେରଣା କରାଗଲା ବୋଲି ବରୀ ସାହିତ୍ୟ ସମନ୍ୱୟ  ପରିଷଦର ଆବାହକ ନିମାଇଁ ଚରଣ ରାୟ ଘୋଷଣା କରିଥିଲେ।କାର୍ଯ୍ୟକ୍ରମ ଶେଷରେ ଡ଼ଃ ସୁମନ୍ତ କୁମାର ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି କବିଙ୍କ ଜନ୍ମ ଓ ଲୀଳା ସ୍ଥଳୀ ବାଲିଆ ତଥା ଗୋଳକୁଣ୍ଡ ଠାରେ ମଧ୍ୟ ଜୟନ୍ତୀ ପାଳନ କରା ଯାଇଥିବା ଜଣା ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   11-Jun-2026
  ରାଜ୍ୟ  
ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   11-Jun-2026
  ଜିଲ୍ଲା  
ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   11-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ   10-Jun-2026
  ଜିଲ୍ଲା  
*ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
*କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   10-Jun-2026
  ଜିଲ୍ଲା  
ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା   10-Jun-2026

You Might Also Like