-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

Talent Hunt କାର୍ଯ୍ୟକ୍ରମ ରେ ଭାଗ ନେଲେ ବହୁ କିଶୋରୀ

05-Feb-2025



କନ୍ଧମାଳ:କନ୍ଧମାଳ ଜିଲ୍ଲାର ଖଜୁରୀପଡ଼ା ବ୍ଲକ୍ ଅନ୍ତର୍ଗତ ସମନ୍ୱିତ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ ଠାରେ ଟାଲେଣ୍ଟ ହଣ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।  ଏଥିରେ ମୁଖ୍ୟ ଅତିଥି ଭାବେ ଖଜୁରୀ ପଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଶ୍ରୀ ଅନିମା କହଁର ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ରୂପେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶୁଭ ଦତ୍ତାତ୍ରେୟ ବାହିନୀପତି, ଏ ଏସ୍ ଆଇ ପ୍ରଦୀପ ନିମାଲି , ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ  କିଶୋରୀ ବାଳିକା ମାନଙ୍କର ସମଗ୍ର ବିକାଶ ତଥା ଶାରୀରିକ , ମାନସିକ, ବୌଦ୍ଧିକ ଓ ଶିକ୍ଷା କ୍ଷେତ୍ରରେ ବିକାଶ ସମ୍ବନ୍ଧରେ ଆଲୋଚନା କରାଯାଇଥିଲା । ଶେଷରେ କିଶୋରୀ ବାଳିକା ମାନଙ୍କ ମଧ୍ୟରେ ପ୍ରତିଯୋଗିତା କରାଯାଇଥିଲା  । ତା'ପରେ ଅତିଥି ମାନଙ୍କ ହସ୍ତରେ କିଶୋରୀ ମାନଙ୍କୁ ପୁରସ୍କାର ଦିଆଯାଇଥିଲା  । ଏଥିରେ ଅଙ୍ଗନବାଡ଼ି କର୍ମୀ, କିଶୋରୀ ବାଳିକା ଓ କାର୍ଯ୍ୟାଳୟ କର୍ମଚାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ । ଶେଷରେ ସଦର ପରିଦର୍ଶିକା ସଜିତା ସାହୁ  ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like