-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

୧୩ ତମ ମା ଲଙ୍କେଶ୍ଵରୀ କ୍ରିକେଟ କପ ମହାସମାରୋହ ରେ ଉଦଘାଟିତ

05-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ପଦ୍ମପୁର ନିକଟସ୍ଥ ସିଂହନପୁର ସ୍ଥିତ ମା ଲଙ୍କେଶ୍ଵରୀ କ୍ରିକେଟ କ୍ଳବ ଦ୍ୱାରା ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ଖେଳ ପଡିଆ ଠାରେ ଗ୍ରାମର ସ୍ୱର୍ଗତ ଦଇତାରୀ ସାହୁ ଏବଂ ଗୀତାଞ୍ଜଳି ମେହେର ଙ୍କ ସ୍ମୃତି ରେ 13ତମ କ୍ରିକେଟ କପ ଆୟୋଜିତ ହୋଇଯାଇଛି। ତେବେ ଗ୍ରାମ ଦେବି ଲଙ୍କେଶ୍ୱରୀ ଙ୍କ ପୂଜାର୍ଚନା ସହ ଖେଳାଳି ମାନେ ପଡିଆ କୁ ଆସି ପ୍ରଥମ ମ୍ୟାଚ ଆରମ୍ଭ କରିଥିଲେ। ମୁଖ୍ୟ ଅତିଥି ଭାବରେ ଝସକେତନ ସାହୁ, ଧନେଶ୍ୱର ମେହେର ଯୋଗ ଦେଇ କପ ର ଉଦଘାଟନ କରିଥିବା ବେଳେ ଆଗାମି 5 ଦିନ ଧରି ମୋଟ 24ଟି ଦଳ ଏହି କପ ରେ ଅଂଶ ଗ୍ରହଣ କରିଥିବା ବେଳେ ପ୍ରତ୍ୟେକ ଦିନ ଛଅ ଟି ଦଳ ମଧ୍ୟରେ 5ଟି ଲେଖାଏଁ ମ୍ୟାଚ ହେବାକୁ ଥିବା ବେଳେ ପ୍ରତ୍ୟେକ ମ୍ୟାଚ ନାକଆଉଟ ମ୍ୟାଚ ହେବ। ତେବେ ଯେଉଁ ଦଳ ଅନ୍ୟ 5ଟି ଦଳ କୁ ପରାସ୍ତ କାରି 4ଟି ନକଆଉଟ ମ୍ୟାଚ ରେ ବିଜୟି ହେବେ ସେ ସିଧା ସଳଖ ସେମି ଫାଇନାଲ ରେ ପ୍ରବେଶ କରିବେ ବୋଲି ଆୟୋଜକ କମିଟି ତରଫରୁ ସୂଚନା ଦିଆଯାଇଛି। ତେବେ ଆଜି ପ୍ରଥମ ଦିନ ମ୍ୟାଚରେ ଖଇରା ଦଳ, ପଦ୍ମପୁର ନିଞ୍ଜା ସ୍ପୋର୍ଟିଂ, ସାନ ସାହାଜ ବାହାଲ ଦଳ, ଝାଙ୍କରପାଲି ଦଳ, କଂଶାପଲା ଦଳ ଖଇରପାଲି ଦଳ ନାକଆଉଟ ମ୍ୟାଚ ଖେଳିଥିଲେ। ତେବେ ଫାଇନାଲ ରେ ବିଜୟି ଦଳ କୁ କପ ସହ ଟଙ୍କା 21000/- ଏବଂ ରାନର୍ସଅଫ ଦଳ କୁ କପ ସହ ଟଙ୍କା 15000/- ରାଶି ସହ ମ୍ୟାନ ଅଫ ଦି ସିରିଜ ହୋଇଥିବା ଖେଳାଳି ଙ୍କୁ ଏକ ବାଇସକେଲ ସହ ପୁରସ୍କୃତ କରାଜିବା କମିଟି ର ସଭାପତି ମଣ୍ଟୁ ପାଣ୍ଡେ ସୂଚନା ଦେଇଛନ୍ତି। ତେବେ ଏହି କପ ର ଆୟୋଜନ ପାଇଁ କ୍ଳବ ର ଉପଦେଷ୍ଟା ତଥା ଜୁବ କାଉନ୍ସିଲର ଇଂ. କୁନାଲ ପାଣିଗ୍ରାହୀ, ସତ୍ୟବାନ ସାହା, ଡୁଲାଦେବ ସାହା, ମନୋଜ ସାହା, ସୁମିତ ସାହୁ, ପିଣ୍ଟୁ ସାହା, ସୋମନାଥ ବରିହା, ମନୋରଞ୍ଜନ ସାହା, ମାନସ ସାହୁ, ରୋଶନ ସାହା, ରିତୁରାଜ ସାହୁ, ରିପୁ ମେହେର, ଅମନ ପୁରୋହିତ, ଅର୍ଜୁନ ସାହା, ସୁରେଶ ଖରସେଲ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like