-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନା ଶୁଭାରମ୍ଭ

05-Feb-2025



ଡେଲାଙ୍ଗ(ଦିଲୀପ କୁମାର ଧାଉଡିଆ):  “ବିକଶିତ ଗାଁ, ବିକଶିତ ଓଡିଶା” ସମୃଦ୍ଧ ଓଡ଼ିଶାର ନୂତନ ପରିଭାଷା I ଆଜି ପୂର୍ବାହ୍ଣ ୧୧ ଘଟିକା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ମିନି ଷ୍ଟାଡିୟମଠାରେ "ବିକଶିତ ଗାଁ, ବିକଶିତ ଓଡିଶା" ଯୋଜନାର ଶୁଭାରମ୍ଭ କରିଛନ୍ତି I ରାଜ୍ୟର ସମସ୍ତ ଜିଲ୍ଲା ଓ ବ୍ଲକସ୍ତରରେ ଏହି କାର୍ଯ୍ୟକ୍ରମକୁ ଅଭାଷୀ ମାଧ୍ୟମରେ ସିଧାପ୍ରସାରଣର ବ୍ୟବସ୍ଥା କରାଯାଇଥିଲା  I ଭାରତର ଆତ୍ମା ଗାଁରେ ରହିଛି ବୋଲି ମହାତ୍ମା ଗାନ୍ଧୀଙ୍କ ଉକ୍ତିକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ସ୍ମରଣ କରାଇଥିଲେ I ଗାଁର ବିକାଶ ବିନା ରାଜ୍ୟର ବିକାଶ ପରିକଳ୍ପନା ଅସମ୍ଭବ ବୋଲି ସେ ମତ ବ୍ୟକ୍ତ କରିଥିଲେ I ଗାଁରେ ସହରର ସୁଖ ଓ ସ୍ଵାଚ୍ଛନ୍ଦ୍ୟ ଉପଲବ୍ଧ କରାଇବା ସହ ଗାଁର ଅର୍ଥନୈତିକ, ସାମାଜିକ ଓ ସାଂସ୍କୃତିକ ବ୍ୟବସ୍ଥା କ୍ଷେତ୍ରରେ ବିକାଶ ଆଣିବା ରାଜ୍ୟ ସରକାରଙ୍କର ମୂଳ ଉଦ୍ଦେଶ୍ୟ I ଏହି ଯୋଜନା ମାଧ୍ୟମରେ ପ୍ରତି ଗାଁ ସ୍ମାର୍ଟ ଗାଁରେ ପରିଣତ ହେବ I ଗାଁ ହସିଲେ ରାଜ୍ୟ ହସିବ I ୨୦୪୭ ମସିହା ସୁଦ୍ଧା ଭାରତବର୍ଷକୁ ସାରା ବିଶ୍ୱରେ ପ୍ରଥମ କରିବା ପାଇଁ ଯଶସ୍ଵୀ ପ୍ରଧାନମନ୍ତ୍ରୀଙ୍କ ଯେଉଁ ସ୍ୱପ୍ନ ରହିଛି ତାକୁ ସାକାର କରିବାକୁ ଖୋର୍ଦ୍ଧାର ପାଇକ ମାଟିରେ ରାଜ୍ୟବାସୀଙ୍କୁ ସେ ଆହ୍ୱାନ ଦେଇଥିଲେ I ଗାଁର ଭାଗବତ ଟୁଙ୍ଗି, ଭୋଗ ମଣ୍ଡପ, କମ୍ୟୁନିଟି ହଲ, ମନ୍ଦିର ଉନ୍ନତି, ପ୍ରାଥମିକ ବିଦ୍ୟାଳୟ ଗୃହର ସମ୍ପ୍ରସାରଣ, ଗାଁ ଖେଳପଡିଆ ଆଦି ଉନ୍ନତିକର କାର୍ଯ୍ୟ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ I ମୌଳିକ ଭିତ୍ତିଭୂମି ବିକାଶ ସହ ଗ୍ରାମୀଣ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢୀକରଣ, ଅନୁନ୍ନତ ଜନଜାତି ସମୁଦାୟ ବସବାସ କରୁଥିବା ଅଞ୍ଚଳରେ ଆଭ୍ୟନ୍ତରୀଣ ଓ ଆନ୍ତଃ ଗ୍ରାମ୍ୟ ସଡ଼କ ସଂଯୋଗୀକରଣ, କ୍ଷୁଦ୍ର ପର୍ଯ୍ୟଟନସ୍ଥଳୀର ବିକାଶ ଓ ଉନ୍ନତିକରଣ, ଶିକ୍ଷା ଓ କ୍ରୀଡା ଭିତ୍ତିଭୂମିର ସମ୍ପ୍ରସାରଣ ଓ ଆଧୁନିକୀକରଣ ଭଲି ଜନମଙ୍ଗଳକାରୀ ବହୁମୁଖୀ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟାନ୍ଵୟନ ପାଇଁ ୫ ବର୍ଷ ମଧ୍ୟରେ ୫ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ମତ ପ୍ରକାଶ କରିଥିଲେ I     
ଏହି ଉପଲକ୍ଷେ ଆୟୋଜିତ ଡେଲାଙ୍ଗ ବ୍ଲକସ୍ତରୀୟ କାର୍ଯ୍ୟକ୍ରମ ରେ ପିପିଲି ମାନ୍ୟବର ବିଧାୟକ ଆଶ୍ରିତ ପଟ୍ଟନାୟକ, ଡେଲାଙ୍ଗ ବ୍ଲକ ସହାୟକ ନିର୍ବାହୀ ଯନ୍ତ୍ରୀ ସୁବ୍ରତ କୁମାର ବାରିକ, ଡେଲାଙ୍ଗ ପଞ୍ଚାୟତ ସମିତି ଅଧ୍ୟକ୍ଷା ବାସନ୍ତୀ ସାହୁ , ଉପାଧ୍ୟକ୍ଷ ଦୁର୍ବାସା ନିଶଙ୍କ , ସିଡିପିଓ ଜାପାନୀ ମିତ୍ର,ବ୍ଲକ ପ୍ରଶାସନ ଅଧିକାରୀ /କର୍ମକର୍ତ୍ତା,ସରପଞ୍ଚ, ସମିତି ସଭ୍ୟ /ସଭ୍ୟା , ୱାର୍ଡ ମେମ୍ବର, ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like