-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||      କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ   (14-Jun-2026)       ||     

HOME   ଜିଲ୍ଲା

ବିକଶିତ ଗାଁ ବିକଶିତ ଓଡ଼ିଶା ସମୃଦ୍ଧ ଓଡିଶାର ନୂତନ ପରିଭାଷା କାର୍ଯ୍ୟକ୍ରମ ଅନୁଷ୍ଠିତ

05-Feb-2025



ତୁରେକେଲା (କୈଳାସ ସଗ୍ରିଆ) ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆ ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଙ୍କ ଦ୍ଵାରା ଉଦ୍ଘାଟିତ ବିକଶିତ ଗାଁ ବିକଶିତ ସମୃଦ୍ଧ ଓଡିଶାର ନୂତନ ପରିଭାଷା କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି।ଏହି ଅବସରରେ ମୂଖ୍ୟ ଅତିଥି କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ର ବିଧାୟକ ଲକ୍ଷ୍ମଣ ବାଗ ଯୋଗ ଦେଇଥିଲେ।ଏହି ଅବସରରେ ସମ୍ମାନୀତ ଅତିଥି ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୂର୍ଣ୍ଣାନନ୍ଦ ପଟେଲ, ୧୧ନମ୍ବର୍ ଜୋନ୍ ଜିଲ୍ଲା ପରିଷଦ କୋଶିକ ମେହେର, ବିଜେପି ସାଂସଦ ସଦସ୍ୟ ସୁଦର୍ଶନ କଟା,ତୁରେକେଲା ସମିତି

ସଭ୍ୟ ପ୍ରମୋଦ କୁମାର ମହାପାତ୍ର,ବ୍ଲକ ସରପଞ୍ଚ ସ°ଘ ସଭାପତି ଜଳନ୍ଧର ମହାକୁଡ ମଞ୍ଚାସିତ ହୋଇଥିଲେ।ଏଥିସହ ବ୍ଳକ କାର୍ଯ୍ୟାଳୟ ର କର୍ମ ଚାରୀ ବୃନ୍ଦ,ତୁରେକେଲା ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ ସରପଞ୍ଚ ସଦସ୍ୟ ସଦସ୍ୟା, ସମିତି ସଭ୍ୟ ସଦସ୍ୟ ସଦସ୍ୟା,ସମସ୍ତ ମିଶନ ଶକ୍ତି ସଭାପତି,ସ°ପାଦକ ସଦସ୍ୟ ବୃନ୍ଦ,ଜିଏଲ୍ ଏଫ୍ ଇ ସିସି ସଦସ୍ୟ ବୃନ୍ଦ, ବିଭିନ୍ନ ଗ୍ରାମର ସମସ୍ତ ଏସ୍ ଜି ମହିଳା ବୃନ୍ଦ, ବିଭିନ୍ନ ଗାଁ ର ସମସ୍ତ ଜିଏଲ୍ ଏଫ୍ ଇସି ସଦସ୍ୟା ବୃନ୍ଦ, ବିଭିନ୍ନ ଗ୍ରାମ ର ସମସ୍ତ ସିଆର୍ ପି ସଦସ୍ୟା ବୃନ୍ଦ ଉପସ୍ଥିତ ଓ ଏହି କାର୍ଯ୍ୟକ୍ରମ ରେ ପ୍ରାୟଦୁଇ ହଜାରରୁ ଊର୍ଦ୍ଧ୍ଵ ପ୍ରମୂଖ ଉପସ୍ଥିତ ହୋଇଥିଲେ।ଏହା ସହିତ ତୁରେକେଲା ପୋଲିସ୍ ମଧ୍ୟ ମୁତାୟନ ଥିଲେ।ଏହି କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୂର୍ଣ୍ଣାନନ୍ଦ ପଟେଲ ଅନେକ ଯୋଜନା ମାଧ୍ୟମରେ ବୁଝାଇ କହିଥିଲେ ଏବଂ ମୂଖ୍ୟ ଅତିଥି କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ର ବିଧାୟକ ମଧ୍ୟ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶିତ କ୍ରମେ ଯାହା ଯୋଜନା ସବୁ  ଆମ ବିକଶିତ ଓଡ଼ିଶା ର ଯୋଜନା ବିଷୟରେ  କିଛି ବକ୍ତବ୍ୟ ଦେଇ ସଭା ସାଙ୍ଗ କରାଲ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026
  ଜିଲ୍ଲା  
ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   14-Jun-2026

You Might Also Like