-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଶୁଭାରମ୍ଭ : ମତ୍ସ୍ୟ ପ୍ରାଣୀସମ୍ପଦର ଅଭିବୃଦ୍ଧି, ରାଜ୍ୟର ଚାଷୀଙ୍କ ସମୃଦ୍ଧି :-

05-Feb-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ତଥା ଜିଲ୍ଲାପ୍ରଶାସନ ସୁବର୍ଣପୁର ତରଫରୁ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ଦ୍ବାରା ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପାଣିସମ୍ପଦ ମେଳା ସ୍ଥାନୀୟ ରୋୟାଲ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ଙ୍କ ଅଧ୍ୟକ୍ଷତରେ ଅନୁଷ୍ଠିତ ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥିଭାବେ ବିଧାୟକ ବୀରମହାରାଜପୁର ଶ୍ରୀ ରଘୁନାଥ ଜଗଦଳା ଯୋଗଦାନ କରି ଥିବା ବେଳେ ସମ୍ମାନିତ ଅତିଥିଭାବେ ଉପ ଜିଲ୍ଲାପାଳ ଡ଼ଃ ସୌମ୍ୟାରୂପା ରଥ,ସି ଡି ଭି ଓ ପରମେଶ୍ୱର ସେଠୀ,ନିର୍ଦେଶକ ଗୋ ପ୍ରାଣୀ ସମ୍ପଦ ପ୍ରଜନନ କେନ୍ଦ୍ର ଚିପିଳିମା ସାରଦା ପ୍ରସନ୍ନ ସାହୁ ପ୍ରମୁଖ ଯୋଗଦାନ କରି ମତ୍ସ୍ୟ ପ୍ରାଣୀସମ୍ପଦର ଅଭିବୃଦ୍ଧିରେ ଜିଲ୍ଲାର ଚାଷୀ ସମୃଦ୍ଧି ଓ ସ୍ୱାବଲମ୍ବୀ ହୋଇପାରିବ ବୋଲି ମତବ୍ୟକ୍ତ କରିଛନ୍ତି l ଚାଷୀ ଭାଇ ମାନେ ପାରମ୍ପରିକ ଚାଷ ତୁଳନାରେ ପ୍ରାଣୀ ସମ୍ପଦ ଓ ମତ୍ସ୍ୟ ଚାଷ ଅଧିକ ଅର୍ଥ ଲାଭକାରୀ ହେତୁ ଜିଲ୍ଲାର ଚାଷୀମାନେ ସରକାରଙ୍କ ବିଭିନ୍ନ ଯୋଜନାରେ ଏହାର ଲାଭ ଉଠାଇବାକୁ ପରାମର୍ଶ ଦେଇଛନ୍ତିl ମେଳାରେ ମତ୍ସ୍ୟ, ପାଣିସମ୍ପଦ ବିଭାଗ ସହ ଅନ୍ୟାନ୍ୟ ବିଭାଗୀୟ କାର୍ଯ୍ୟକ୍ରମର ପ୍ରଦର୍ଶନୀ ଆୟୋଜିତ ହେବା ସାଙ୍ଗକୁ ଜୀବନ୍ତ ପ୍ରାଣୀ ଓ ମତ୍ସ୍ୟ ସମ୍ପଦର ପ୍ରଦର୍ଶନ କରାଯାଇଛି । କାର୍ଯ୍ୟକ୍ରମ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ମତ୍ସ୍ୟ ଓ ପାଣିସମ୍ପଦ ବିକାଶରେ  ସଫଳ ଚାଷୀ , ଉଦ୍ୟୋଗୀଙ୍କୁ ସେମାନଙ୍କ ସଫଳତା  ନିମନ୍ତେ ଅତିଥି ବୃନ୍ଦ ସମ୍ବର୍ଦ୍ଧିତ କରିଥିଲେ l ପୁନଶ୍ଚ ପ୍ରାଣୀ ପାଳନ ଓ ମତ୍ସ୍ୟଚାଷୀଙ୍କ ସଫଳ କାହାଣୀ ସହିତ ମତ୍ସ୍ୟ ଓ ପ୍ରାଣୀ ପାଳନ ବିକାଶ ବିଭାଗର ବିଭିନ୍ନ ଯୋଜନା, ନୂତନ ଜ୍ଞାନ କୌଶଳ ର ବ୍ୟବହାର ର ସଫଳ କାର୍ଯ୍ୟକାରିତା ନିମନ୍ତେ ବିଶେଷଜ୍ଞମାନେ  ଉପସ୍ଥିତ ଚାଷୀଙ୍କୁ ଉପଯୋଗୀ ପରାମର୍ଶ ପ୍ରଦାନ କରି  ଚାଷୀଙ୍କ ସହ ଭାବବିନିମୟ କରିଥିଲେ l ଆଜିର ଏହି କାର୍ଯ୍ୟକ୍ରମ ରେ ବିଭାଗ ର ମମତା ପଣ୍ଡା ସଂଯୋଜନା କରିଥିବା ବେଳେ, ଜିଲ୍ଲା ମତ୍ସ୍ୟ ଅଧିକାରୀ ବିଜୟ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାର କୋଣ ଅନୁକୋଣରୁ ସଫଳ ଚାଷୀ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ l କାର୍ଯ୍ୟକ୍ରମ ଆରମ୍ଭରେ ଭୀମଭୋଇ କଲାପରିଷଦର କଳାକାର ମାନଙ୍କ ଦ୍ୱାରା ଆବାହନୀ ସଙ୍ଗୀତ ଗାନ କରାଯାଇଥିବା ବେଳେ କାର୍ଯ୍ୟକ୍ରମ ପରିଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like