-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର: ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଶୁଭାରମ୍ଭ

06-Feb-2025



ବଲାଙ୍ଗିର(ପ୍ରେରଣା ଖବର): ଆଜି ଜିଲ୍ଲାରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ବରିଷ୍ଠ ନାଗରିକ ମାନେ ତୀର୍ଥ ଯାତ୍ରାରେ ବାହାରିଛନ୍ତି | ସ୍ଥାନୀୟ ପର୍ଯ୍ୟଟନ ଅଫିସରେ ମଧ୍ୟାହ୍ନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ୱର୍ଦ୍ଧନ ଦେବାସହ ସମସ୍ତ ଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲ । ଏହାପରେ ସେମାନେ ବସ ଯୋଗେ ସମ୍ବଲପୁର ଅଭିମୁଖେ ବାହାରିଛନ୍ତି |  ଜିଲ୍ଲାପାଳ ଶ୍ରୀ ଗୌରୱ ଶୀୱାଜୀ ଇସଲୱାର, ଅତିରିକ୍ତ ଜିଲ୍ଲାପାଳ ଡ. ବିଜୟା ନନ୍ଦ ସେଠୀ ସବୁଜ ପତାକା ଦେଖେଇ ଏହି ଯାତ୍ରାର ଆରମ୍ଭ କରେଇଥିଲେ l

ସେମାନେ ସ୍ଵତନ୍ତ୍ର ଟ୍ରେନରେ ସମ୍ବଲପୁରରୁ ଯାତ୍ରା ଆରମ୍ଭ କରିବେ । ପ୍ରଥମ ପର୍ଯ୍ୟାୟରେ ଫେବୃଆରୀ  ୦୬ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ଏହି ଯାତ୍ରୀ ମାନେ ତୀର୍ଥ ଭ୍ରମଣ କରିବେ । ୫ ଦିନର ଏହି ଯାତ୍ରାରେ ଏହି ଯାତ୍ରୀ ମାନେ କୋଲକାତା ଏବଂ କାମାକ୍ଷା ଦେବୀ ମନ୍ଦିର ବୁଲିବେ । ଉଭୟ ଅନଲାଇନ ଓ ଅଫଲାଇନରେ ବରିଷ୍ଠ ନାଗରିକ ମାନେ ନିଜକୁ ପଞ୍ଜୀକୃତ କରାଇଥିଲେ। ଭାରପ୍ରାପ୍ତ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ରଙ୍କ ଦ୍ୱାରା

ସଂପୂର୍ଣ୍ଣ କାର୍ଯ୍ୟକ୍ରମ ପରିଚାଳନା ହୋଇଛି । ଏଥିରେ ବ୍ୟକ୍ତିଗତ ଏବଂ ଦମ୍ପତି ରୂପେ ସମୁଦାୟ ୧୩୫  ଜଣ ଗ୍ରସ୍ତ କରିଛନ୍ତି । ଏହି ଯୋଜନା ମାଧ୍ୟମରେ ଜିଲ୍ଲାର ୬୦ ରୁ ୭୫ ବର୍ଷ ପର୍ଯ୍ୟନ୍ତ ନାଗରିକ ମାନଙ୍କୁ ଦୁଇଟି ପର୍ଯ୍ୟାୟରେ ତୀର୍ଥ କରିବାର ସୁଯୋଗ ମିଳିବ । ପ୍ରଥମ ପର୍ଯ୍ୟାୟରେ ଡିସେମ୍ବର ୦୬ ତାରିଖ ରୁ ୧୧ତାରିଖ ଏବଂ ଦ୍ଵିତୀୟ ପର୍ଯ୍ୟାୟରେ ଆଗାମୀ  ମାସ ଏହି ତୀର୍ଥ ଯାତ୍ରା ହେବ । ୨୦୧୬ ରୁ ଆରମ୍ଭ ହେଇଥିବା ଏହି ଯୋଜନାରେ ରାଜ୍ୟରୁ କୋଡିଏ ହଜାରରୁ ଉର୍ଦ୍ଧ ବରିଷ୍ଠ ନାଗରିକ ଉପକୃତ ହେଇଛନ୍ତି । ଯାତ୍ରାରେ ବାହାରିଥିବା ନାଗରିକଙ୍କ ସୁବିଧା ଅସୁବିଧା ବୁଝିବା ପାଇଁ ଡାକ୍ତରୀ ଦଳ, ଏସ୍କର୍ଟ ଅଫିସର ମାନେ ନିଯୋଜିତ ହେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like