-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବରୀ ବ୍ଲକରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ 

06-Feb-2025



ବରୀ(ରଞ୍ଜିତ ମହାନ୍ତି): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମାନ୍ୟବର ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲା ଠାରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ ଶୁଭରାମ୍ଭ କରିଛନ୍ତି। ଏହି ମର୍ମରେ  ଆଜି ବରୀ ବ୍ଲକ କାର୍ଯ୍ୟଳୟ ପରିସରରେ ମଧ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ ମଣ୍ଡଳ ଉନ୍ନୟନ ଅଧିକାରୀ ଅସିଦ କୁମାର ମହାନ୍ତି ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି  ଭାବେ ବରୀ ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ ଯୋଗ ଦେଇ ଗାଁ ର ବିକାଶ ହେଲେ ଏହି ସୁବିଧା ସୁଯୋଗ ସାଧାରଣ ଲୋକଙ୍କ ନିକଟରେ ପହଂଚି ପାରିବ। ଦଳୀୟ ଚିନ୍ତା ଧାରାରୁ ଉର୍ଦ୍ଧରେ ରହି ଲୋକ ପ୍ରତିନିଧି ମାନେ ସେମାନଙ୍କ ର  ସମସ୍ୟା ସମାଧାନ କଲେ ତାହା ଲୋକ ମାନଙ୍କ ପାଇଁ ଆଦୃତ ହେବ ବୋଲି  ମତ ରଖିଥିଲେ। ସମ୍ମାନିତ ଅତିଥି ଭାବେ ବରୀବ୍ଲକ ଅଧକ୍ଷ ଅଶୋକ କୁମାର ଗେଡି, ଉପାଧକ୍ଷା ଅର୍ଚନା ମଲ୍ଲିକ, ଯାଜପୁର ସାଂସଦ ପ୍ରତିନିଧି ଅଭୟ ପଲେଇ ଯୋଗଦେଇ ଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ମଣ୍ଡଳ ଉନ୍ନୟନ ଅଧିକାରୀ ମହେଶ୍ୱର ସେଠି,ଗ୍ରାମ ପଂଚାୟତ ସମ୍ପ୍ରସାରଣ ଅଧିକାରୀ ଲକ୍ଷ୍ମୀକାନ୍ତ ମହାରଣା, ମହିଳା ଶିଶୁ ବିକାଶ ଅଧିକାରିଣୀ ସଂଗୀତା ଏଡ୍ଡା, ସାମାଜିକ ସୁରକ୍ଷା ଅଧିକାରୀ ରଞ୍ଜିତ ଜେନା,ଜିଲ୍ଲା ପରିଷଦ ସଭ୍ୟ ସଭ୍ୟା,ବରୀ ବ୍ଲକର ସରପଂଚ, ସମିତି ସଭ୍ୟ/ ସଭ୍ୟା,ମିଶନ ଶକ୍ତି ମହିଳା, ଏସଏସ ଜି ର ମହିଳା ମାନେ ଯୋଗ ଦେଇଥିଲେ। ଉକ୍ତ କାର୍ଯ୍ୟକମକୁ ସଫଳ କରିବା କ୍ଷେତ୍ରରେ ବରୀ ବ୍ଲକର କନିଷ୍ଠ ଯନ୍ତ୍ରୀ ରାକେଶ ମଲ୍ଲିକ,ବିଭୁତି ଭୂଷଣ ପଣ୍ଡା, ଦୁର୍ଗା ସାହୁ, ସରୋଜ ପଣ୍ଡା, ପୂର୍ଣ୍ଣ ଚନ୍ଦ୍ର ନାୟକ,ବ୍ଲକର ଅନ୍ୟାନ୍ୟ କର୍ମଚାରୀ ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like