-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ଜିଲ୍ଲା

ସୋନପୁର ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

06-Feb-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
 ଆଦର୍ଶ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବ୍ରତାନନ୍ଦ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ସୋନପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଲକ୍ଷ୍ମଣ ମିଶ୍ର, ସମ୍ମାନିତ ଅତିଥି ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଫକୀର ଚରଣ ଭୋଇ, ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନର ଶିକ୍ଷୟିତ୍ରୀ ରୀତା ଗ୍ଲୋରିଆ ଏକ୍କା, ଗଡଭିତର ସିଆରସିସି ଶ୍ରୀଯୁକ୍ତ ବୁଦ୍ଧଦେବ ସା ଯୋଗ ଦେଇଥିବା ବେଳେ ଶିକ୍ଷକ ଶ୍ରୀଯୁକ୍ତ ଅମ୍ବୁଜ ବିହାରୀ ଶତପଥି ମଞ୍ଚ ପରିଚାଳନା କରିଥିଲେ। ସିଆରସିସି ହରିହର ସା ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରାରମ୍ଭରେ ଆଦର୍ଶ ସରକାରୀ ଉ. ପ୍ରା. ବିଦ୍ୟାଳୟର ଛାତ୍ରୀ ମାନେ ସ୍ୱାଗତ ସଂଗୀତ ପରିବେଷଣ କରିଥିଲା ବେଳେ ପରେ ନିପୁଣ ଓଡିଶାର ଗୀତ ଓ ଲୋଗୋ ଉନ୍ମୋଚିତ ହୋଇଥିଲା। ସମସ୍ତ ଏଫଏଲଏନ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା। ମେଳାରେ ବହୁ ଭାଷା ଓ ଗଣିତ ଉପକରଣ ପ୍ରଦର୍ଶିତ ହୋଇଥିବା ବେଳେ ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶିତ ହୋଇଥିଲା। ଏଥିରେ ସମସ୍ତ ସିଆରସିସି, ଶିକ୍ଷକ ଓ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026

You Might Also Like