-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||     

HOME   ଜିଲ୍ଲା

ବରପାଲି ବ୍ଲକ୍ ସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ

06-Feb-2025



ବରପାଲି (ସୁଦାମ ଦୀପ)  ବରପାଲି ବ୍ଲକ୍ ସ୍ତରୁୟ ନିପୁଣ ମେଳା କୁଶନପୁରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୁକୁନ୍ଦ ମାହାରାଙ୍କ ସଭାପତିତ୍ବରେ କାର୍ଯ୍ଯକ୍ରମ ପରିଚାଳିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ଯକ୍ଷା ରୀନା ଥଇତ ଯୋଗଦେଇ ମେଳାକୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବରେ ସୁରେଶ୍ୱରୀ ପଧାନ ଓ ମୁଖ୍ୟବକ୍ତା ଭାବେ ଜିଲ୍ଲା ପ୍ରଶିକ୍ଷଣ କେନ୍ଦ୍ର ପ୍ରଶିକ୍ଷକ ଗଗନ ବେହେରା ,  ଜିଲ୍ଲା ପରିଷଦ ସଭ୍ୟ ଗୋବିନ୍ଦ ସାହୁ , ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦୁର୍ଯୋଧନ ସିଂହ ଏବଂ ରତ୍ନକୁମାର ଭୋଇ, ଏନ୍.ଏ.ସି ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମନୋଜ କୁମାର ବାରିକ ପ୍ରମୁଖ ମଞ୍ଚାସିନ ହୋଇଥିଲେ ।  ନିପୁଣ ମେଳା ର ପ୍ରାରମ୍ଭିକ ପର୍ଯ୍ୟାୟରେ ଏକ ଶୋଭାଯାତ୍ରା ବାହାରି ନିପୁଣ ଓଡିଶା ନିପୁଣ ଭାରତ ସ୍ଳୋଗାନ ସହ ଛାତ୍ରଛାତ୍ରୀ ମାନେ ଗ୍ରାମ ପରିକ୍ରମା କରିଥିଲେ। ଏହି ଅବସରରେ ଅତିଥିମାନେ ଏଫ୍.ଏଲ୍.ଏନ୍. ର ଗୁରୁତ୍ଵ ତଥା ଶିକ୍ଷାର ମୌଳିକତା ଉପରେ ଆଲୋକପାତ କରିଥିଲେ। ପ୍ରଥମ , ଦ୍ଵିତୀୟ ଓ ତୃତୀୟ ଶ୍ରେଣୀ ପାଇଁ ସାକ୍ଷରତା ଓ ସଂଖ୍ୟାଜ୍ଞାନ ର ଦକ୍ଷତା ହାସଲ କରିବା ପାଇଁ ଗୁରୁତ୍ଵ ଦେଇଥିଲେ । ସେହିପରି ପିତାମାତାଙ୍କ ଭୂମିକା ଓ ଶିକ୍ଷକଙ୍କ ଭୂମିକାର ବିଶେଷତ୍ତ୍ୱ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ନିପୁଣ ମେଳାରେ ନିପୁଣ ଓଡ଼ିଶା ଷ୍ଟଲ୍, ଗଳ୍ପକଥନ ଓ ଅଭିନୟ ଷ୍ଟଲ୍ , ଲାଇଭ୍ କ୍ଲାସ୍ ଷ୍ଟଲ୍ , ଅଭିନବ ଶିକ୍ଷଣ ସାମଗ୍ରୀ ଓ ଅଭ୍ୟାସ ଷ୍ଟଲ୍ , ସ୍ଵତନ୍ତ୍ର ଆଲୋଚନା ଷ୍ଟଲ୍ ପ୍ରଦର୍ଶିତ ହୋଇଥିଲା । ବ୍ଲକ୍‌ର ୧୪ ଟି କ୍ଲଷ୍ଟର ରୁ ଜଣେ ଲେଖାଏଁ ଏଫ୍.ଏଲ୍.ଏନ୍ ଶିକ୍ଷକ ଓ ହୋଷ୍ଟ ବିଦ୍ୟାଳୟର ସମସ୍ତ ଶିକ୍ଷାର୍ଥୀ ଏବଂ ଫିଡର ବିଦ୍ୟାଳୟ ର ୬୦ ଜଣ ଶିକ୍ଷାର୍ଥୀ ଓ ୧୦ ଜଣ ଅଭିଭାବକ ତଥା କଦଳୀପାଲି କ୍ଳଷ୍ଟର୍‌ର ପ୍ରତ୍ୟେକ ବିଦ୍ୟାଳୟ ରୁ ଜଣେ ଲେଖାଏଁ ଏଫ୍.ଏଲ୍.ଏନ୍ ଶିକ୍ଷକ ଓ ୧୦ ଜଣ ଲେଖାଏଁ ଶିକ୍ଷାର୍ଥୀ ଓ ଅଭିଭାବକ ଏଥିରେ ଯୋଗଦାନ କରିଥିଲେ । ଏହି କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟ ରେ ସମସ୍ତ ଅଂଶଗ୍ରହକାରୀ ଓ ଏଫ୍.ଏଲ୍.ଏନ୍ ଶିକ୍ଷକଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା। ସମଲେଶ୍ବରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରପାଲି , ସରକାରୀ ପ୍ରାଥମିକ ବିଦ୍ୟାଳୟ ସିକିର୍ଡି, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାଗବାଡି ଏବଂ ସରକାରୀ ପ୍ରାଥମିକ ବିଦ୍ୟାଳୟ ତୁଲଣ୍ଡି ର  ଅଭିନବ ଶିକ୍ଷଣ ସାମଗ୍ରୀ ଜିଲ୍ଲାସ୍ତରୀୟ ନିପୁଣ ମେଳା ପାଇଁ ମନୋନୀତ ହୋଇଛି। ଏହି କାର୍ଯ୍ୟକ୍ରମରେ କଦଳୀପାଲି ସି.ଆର୍.ସି.ସି. କ୍ଷେତ୍ର ମେହେର ଓ ବି. ଆର୍.ଟି.ମୁକୁନ୍ଦ ମେହେର ମଞ୍ଚ ପରିଚାଳନା କରିଥିଲେ। ଅନ୍ୟାନ୍ୟ କାର୍ଯ୍ୟରେ ଶ୍ରୀନିବାସ ପଧାନ, ବିନୟ କୁମାର ଭୋଇ, ଅନିଲ କୁମାର ଦାଶ,, ଲୁପାଞ୍ଚନ ବାରିକ , ସୁଦାମ ମେହେର , ନିମାଇଁ ଚରଣ ଦାଶ, ରାଜେନ୍ଦ୍ର କୁମାର ମେହେର , ସଞ୍ଜୟ କୁମାର ସାହୁ ଓ ସରୋଜ କୁମାର ଦାସ  ପ୍ରମୁଖ ସହଯୋଗ କରିଥିଲେ । ପରିଶେଷରେ କୁଶନପୁରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ରଘୁବୀର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like