-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ସୁବର୍ଣ୍ଣପୁର ଜିଲ୍ଲାରୁ ୫୨ ଜଣ ବରିଷ୍ଠ ତୀର୍ଥ ଯାତ୍ରୀ : * ସବୁଜ ପତାକା ପ୍ରଦର୍ଶନ ପୂର୍ବକ ସ୍ୱତନ୍ତ୍ର ତୀର୍ଥ ଯାତ୍ରୀ ବସ ର ଶୁଭାରମ୍ଭ କଲେ ମାନ୍ୟବର ବିଧାୟକ ବୀରମହାରାଜପୁର ଓ ଜିଲ୍ଲାପାଳ ସୁବର୍ଣ୍ଣପୁର :

06-Feb-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ପରିପ୍ରେକ୍ଷୀ ରେ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ରୁ ଜିଲ୍ଲାର ୫୨ ଜଣ ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ନେଇ ବାହାରିଥିବା ତୀର୍ଥ ଯାତ୍ରୀବସକୁ ମାନ୍ୟବର ବିଧାୟକ ବୀରମହାରାଜପୁର ଇଂ ରଘୁନାଥ ଜଗଦଲା ଓ ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାଶ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିବା ସହ  ସଫଳ ଯାତ୍ରା ନିମନ୍ତେ ଶୁଭକାମନା କରିଛନ୍ତି l ଏହି ଅବସରରେ  ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ,ମୁଖ୍ୟ ଜିଲ୍ଲା ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ କୁମାର ମେହେର , ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ , ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ରମେଶ ଚନ୍ଦ୍ର ଗୋଛି, ଆସିଷ୍ଟାଣ୍ଟ କଲେକ୍ଟର ସତ୍ୟବ୍ରତ ସାହୁ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ, ଜିଲ୍ଲା ସ୍ତରୀୟ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହି ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ସଫଳ ତୀର୍ଥ ଭ୍ରମଣ ପୂର୍ବକ ଆଧ୍ୟାତ୍ମିକ ଦିବ୍ୟ ଦର୍ଶନର ଅନୁଭବ ନିମନ୍ତେ ଶୁଭକାମନା କରି ଉତ୍ସାହିତ କରିଥିଲେ l ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ ସହଦେଵ ମେହେର ଓ ବିଶ୍ଵପ୍ରତାପ ସେଠଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲାରୁ ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ନେଇ ବାହାରିଥିବା ଏହି ବସ ଆଜି ସନ୍ଧ୍ୟାରେ ସମ୍ବଲପୁରରେ ପହଂଚି ପାନ୍ଥନିବାସରେ ରାତ୍ରୀ ରହଣି କରିବ  l ଆସନ୍ତା କାଲି ତା 0୭/୦୨/୨୫ ପୂର୍ବାହ୍ନ ୧୧ ଘଣ୍ଟାରେ  ସରକାରଙ୍କ ଦ୍ୱାରା ବ୍ୟବସ୍ଥିତ ସ୍ୱତନ୍ତ୍ର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଟ୍ରେନ  ସୁବର୍ଣ୍ଣପୁର ଜିଲ୍ଲାର ୩୨ ଜଣ ପୁରୁଷ  ଓ ୨୦ ଜଣ ମହିଳା ବରିଷ୍ଠ ତୀର୍ଥ ଯାତ୍ରୀଙ୍କ ସହ ପଡୋଶୀ ୭ଟି ଜିଲ୍ଲାର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀଙ୍କୁ ନେଇ କମାକ୍ଷ୍ୟ ଓ କଲିକତା ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like