-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

କୃମି ନାଶକ ଔଷଧ ଉପରେ ତାଲିମ ଶିବିର ଅନୁଷ୍ଠିତ

06-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଚଳିତ ବର୍ଷ ଫେବୃଆରୀ ପ୍ରଥମ ପର୍ଯ୍ୟାୟରେ ଏକ କୋଟି ୪୬ ଲକ୍ଷ ୫୦ ହଜାର ପିଲାଙ୍କୁ ଏବଂ ୧୭ ଲକ୍ଷ ୭୦ ହଜାର ମହିଳାଙ୍କୁ କୃମି ନାଶକ ଔଷଧ ସେବନ ପାଇଁ ଦିଆଯିବାର କାର୍ଯ୍ୟକ୍ରମ ଥିବା ବେଳେ, ଆଜି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ସ୍ଥିତ ସଭାଗୃହ ଠାରେ ଭାରପ୍ରାପ୍ତ ଗୋଷ୍ଠୀ ଚିକିତ୍ସାଧିକାରୀ ଡ଼ା.ସୁଶାନ୍ତ ମେହେରଙ୍କ ଅଧ୍ୟକ୍ଷତାରେ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ତାଲିମ ଶିବିରରେ ସମୁଦାୟ ୧୯୮ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ତାଲିମ ପ୍ରାପ୍ତ କରିଥିଲେ।ବ୍ଲକ ସ୍ତରର ବିଭିନ୍ନ ସ୍କୁଲର ଶିକ୍ଷକ ଏହି ଶିବିରରେ ଭାଗନେଇ ଥିଲେ। ଓଡ଼ିଶା ରାଜ୍ୟକୁ କୃମି ମୁକ୍ତ କରିବା ଲକ୍ଷ୍ୟରେ ୟୁନିସେଫ ସହଯୋଗରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରିବା ସାଙ୍ଗକୁ ଏକା ସାଥିରେ ରାଜ୍ୟର ୨୪ ଟି ଜିଲ୍ଲା ଯଥା ବରଗଡ଼, ଝାରସୁଗୁଡ଼ା,ବୈାଦ୍ଧ,ଦେବଗଡ଼, ଅନୁଗୁଳ, ବାଲେଶ୍ବର, ଭଦ୍ରକ, ଗଜପତି, ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, କୋରାପୁଟ, ଖୋର୍ଦ୍ଧା ପ୍ରମୁଖ ଜିଲ୍ଲାରେ ଏହି କୃମି ନାଶକ ଔଷଧ ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି ବୋଲି ଡା.ମେହେର ସୂଚନା ପ୍ରଦାନ କରିଥିଲେ। ଏହି କୃମି ନାଶକ କାର୍ଯ୍ୟକ୍ରମ ଆସନ୍ତା ତା ୧୦.୦୨.୨୦୨୫ରିଖ ସୋମବାର ଦିନ ଅନୁଷ୍ଠିତ ହେବ। ଯେଉଁମାନେ କୃମି ନାଶକ ଔଷଧରୁ ବଞ୍ଚିତ ହୋଇ ରହିଯାଇଥିବେ ସେମାନେ ତା ୧୭.୦୨.୨୦୨୫ ରିଖ ସୋମବାର ଦିନ ଔଷଧ ପାଇପାରିବେ।ଏହି ଶିବିର ଦୁଇଟି ପର୍ଯ୍ୟାୟରେ ଆରମ୍ଭ ହୋଇଥିଲା। ପ୍ରଥମ ଅଧିବେଶନରେ ଭାରପ୍ରାପ୍ତ ଗୋଷ୍ଠୀ ଚିକିତ୍ସାଧିକାରୀ ଡ଼ା.ସୁଶାନ୍ତ ମେହେର, ଗୋଷ୍ଠୀ ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ସୁଦାମ ଚରଣ ପାଣିଗ୍ରାହୀ,ବିପିଏମ ବିଜୟ କୁମାର ସରାଫ,ଏବିଇଓ ପୂର୍ଣ୍ଣ ଚନ୍ଦ୍ର ପଧାନ, ସୁଶାନ୍ତ ପାଣ୍ଡେ,ସିଡିପିଓ ଏମରେସିଆ ଏକ୍କା ମଞ୍ଚାସୀନ ଥିବାବେଳେ ଦ୍ୱିତୀୟ ଅଧିବେଶନରେ ଡ଼ା.ସୁଶାନ୍ତ ମେହେର,ପିଏଚଇଓ ସୁଦାମ ଚରଣ ପାଣିଗ୍ରାହୀ,ବିପିଏମ ବିଜୟ କୁମାର ସରାଫ,ବିଡିଏମ ନାରାୟଣ ପାଢ଼ୀ,ଏସଟିଏସ ଦେବାଶିଷ ଦେବତା ମଞ୍ଚାସୀନ ହୋଇ କିଭଳି ଭାବେ ଲକ୍ଷ ହାସଲ ସାଧିତ ହୋଇ ପାରିବ ସେ ବିଷୟରେ ପରାମର୍ଶ ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like