-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||     

HOME   ଜିଲ୍ଲା

ଜାରିଂ କ୍ଲଷ୍ଟରସ୍ତରୀୟ ନିପୁଣ ମେଳା,,,,,,, ସମ୍ବର୍ଦ୍ଧିତ ହେଲେ ୧୭ ଏଫ୍ ଏଲ ଏନ୍ ଶିକ୍ଷକ

06-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଜାରିଂ କ୍ଲଷ୍ଟରସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ ହୋଇଯାଇଛି। ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏମ.ଗଣ୍ଡପାଲିରେ ଆୟୋଜିତ ଏହି ମେଳାକୁ ସ୍ଥାନୀୟ କାଉନସିଲର ରେଣୁକା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଶିକ୍ଷାବିତ ନବ କିଶୋର ସାହୁଙ୍କ ଅଧ୍ୟକ୍ଷତାରେ ଉଦଘାଟନ ସମାରୋହ ଅନୁଷ୍ଠିତ ହୋଇଥିଲା। ମିଳିତ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ବାସୁଦେବ ପଧାନ ସମ୍ମାନୀୟ ଅତିଥି ଭାବେ ଯୋଗଦେଇ ଥିଲେ। ଶିକ୍ଷା ଦାନ ସମୟରେ ପର୍ଯ୍ୟାପ୍ତ ପରିମାଣର ଶିକ୍ଷଣ ସାମଗ୍ରୀ ବ୍ୟବହାର ହିଁ ଶିକ୍ଷାର୍ଥୀ ମାନଙ୍କୁ ଚାପମୁକ୍ତ କରି ପାରିବ ବୋଲି ଅତିଥିଗଣ ମତପ୍ରକାଶ କରିଥିଲେ।ଏହି ଅବସରରେ କ୍ଲଷ୍ଟରର ୧୭ଜଣ ଏଫ୍ ଏଲ ଏନ୍ ଶିକ୍ଷୟିତ୍ରୀ ଶିକ୍ଷକ ମାନଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଶିକ୍ଷୟିତ୍ରୀ ଲିଳିମା ମେହେର ମାନପତ୍ର ପଠନ କରିଥିଲେ।ଶ୍ରୀୟା ସାହୁ,ଦୀପାଳି ସାହୁ, ଅର୍ପିତା ବିଶ୍ଵାଳ, ଇତିଶ୍ରୀ ପଧାନ, ଆକାଂକ୍ଷା ପଧାନ,ଆୟୂଷୀ ସୁନା, ଆରାଧ୍ୟା ପଧାନ ପ୍ରମୁଖ ଛାତ୍ରୀଗଣ ନିପୁଣ ଓଡିଶା ସଙ୍ଗୀତକୁ ନୃତ୍ୟ ପରିବେଷଣ କରି ଅଭିଭାବକମାନଙ୍କୁ ବିମୋହିତ କରି ଦେଇଥିଲେ। ଶିକ୍ଷୟିତ୍ରୀ ରୀତା କ୍ଷେତି ସମସ୍ତଙ୍କୁ ଶପଥ ପାଠ କରାଇଥିଲେ। ବାନ୍ଦୁପାଲିର ସୀତାରାମ ଦୀପ, ବଡବାଉଁଶେନର ଦୁର୍ବାଦଳ ବଡଗୋଛିଆ, ଟିଗଣ୍ଡପାଲିର ପ୍ରଭାତ ରଞ୍ଜନ ସାହୁ, ବିଜେପୁରର ସୁଧାଂଶୁ ଶେଖର ଜାଲ,ଲାଉମୁଣ୍ଡାର ପ୍ରକାଶ ମହାନନ୍ଦ,ପଥର୍ଲାର ହେମନ୍ତ କୁମାର ଆରୁକ,ଯୋଖିପାଲିର ତ୍ରିନାଥ ସେଠ ପ୍ରମୁଖ ସିଆରସିସିଙ୍କୁ କ୍ଲଷ୍ଟର ସୌରଭ ସମ୍ମାନରେ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଛାତ୍ରୀ ସରିତା ନାଏକ ସର୍ଜନାତ୍ମକ କଵିତା ପାଠ କରିଥିଲେ। ଶିକ୍ଷକ ଟିଟୋରାମ ଲୁହା ନିପୁଣ ମେଳା ଗୀତ ପରିବେଷଣ କରିଥିଲେ। ଶିକ୍ଷକ ଦିଲ୍ଲୀପ କୁମାର ପୁରୀ, ଭାଦ୍ରବ ପାଣ୍ଡେ,ଗହକିଲାଲ ନାଏକ, ସ୍କୁଲ ଚେୟାରମେନ ସନ୍ତୋଷ ଲୁହାଙ୍କୁ ସ୍ଵତନ୍ତ୍ର ଭାବରେ ସମ୍ମାନୀତ କରାଯାଇଥିଲା।ଜାରିଂ ସିଆରସିସି ରାଜେଶ୍ଵର ବେହେରା ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଶିକ୍ଷୟିତ୍ରୀ ଚନ୍ଦକଳା ଦାଶ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ। ଶିକ୍ଷକ ବିକାଶ ଚନ୍ଦ୍ର ଗଡତିଆ ସଭାକୁ ପରିଚାଳନା କରିଥିଲେ।ଜାରିଂ ସ୍କୁଲର ପ୍ରଧାନଶିକ୍ଷକ ଭାଦ୍ରବ ପାଣ୍ଡେ ଧନ୍ୟବାଦ ଅର୍ପଣ କରିଥିଲେ।ପରେ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ୫୨ଟି ସାକ୍ଷରତା ଓ ସଂଖ୍ୟା ଜ୍ଞାନ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026

You Might Also Like