-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||     

HOME   ରାଜନୀତି

ଭୀମ ଭୋଇ ମେଡିକାଲ କଲେଜ ପରିଚାଳନା କମିଟି ବୈଠକ- ସୁପର ସ୍ପେସାଲିଷ୍ଟ ବିଭାଗ ଶିଘ୍ର ଖୋଲାଯିବ - ନରସିଂହ, କଲେଜ ପରିସରକୁ ୱାଇଫାଇ କରିବା ପାଇଁ ନିଜ ବିଧାୟକ ପାଣ୍ଠିରୁ ଦେଲେ ଅନୁଦାନ

13-Jan-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର)- ଆଜି ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ପରିସରରେ ଏହାର ପ୍ରଥମ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉତ୍ତରାଞ୍ଚଳ ରାଜସ୍ୱ କମିଶନରଙ୍କ ଅନୁପସ୍ଥିତିରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରଣା ଏ ପରିଚାଳନା କମିଟି ବୈଠକର ସଭାପତିତ୍ୱ କରିଥିଲେ । ମେଡିକାଲ କଲେଜର ଡିନ୍ ଏବଂ ପ୍ରିନ୍‌ସିପାଲର ସ୍ୱାଗତ ଭାଷଣରୁ ଆରମ୍ଭ ହୋଇଥିବା ଏହି ବୈଠକରେ ମେଡିକାଲ କଲେଜ ତଥା ଡାକ୍ତରଖାନାର ଭିତ୍ତିଭୂମି, ମାନବ ସଂସାଧନ, ରୋଗୀସେବା, ଶିକ୍ଷା ଓ ଉପକରଣ ତଥା ଏହାର ଭବିଷ୍ୟତ କାର୍ଯ୍ୟପନ୍ଥା ନେଇ ବିଭିନ୍ନ ପ୍ରକାର ପ୍ରସ୍ତାବ ପାରିତ ହୋଇଥିଲା । ବୈଠକରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଭୀମଭୋଇ ମେଡିକାଲ କଲେଜର ବିଭିନ୍ନ ସମସ୍ୟା ଉପରେ ଗଭୀର ଆଲୋଚନା କରିଥିଲେ । କଲେଜ ଖୋଲିବା ଦିର୍ଘ ୩ ବର୍ଷ ବିତି ଯାଇଥିଲେ ହେଁ ଆଜି ପର୍ଯ୍ୟନ୍ତ ହୃଦ ରୋଗ, କିଡନି ଜନିତ ରୋଗ, ମୁତ୍ର ରୋଗ ତଥା ସ୍ନାୟୁ ରୋଗ ବିଭାଗ ଖୋଳାଯାଇ ନ ଥିବାରୁ ସେ କ୍ଷୋଭ ପ୍ରକାଶ କରିବା ସହ ଏହି ୪ଟି ବିଭାଗ ଖୋଳିବା ପାଇଁ ସରକାରଙ୍କ ପାଖକୁ ପ୍ରସ୍ତାବ ପଠାଇବାକୁ କହିଥିଲେ । ଯେତେ ଶିଘ୍ର ହେବ ଏହି ବିଭାଗ ଗୁଡିକ ଖୋଳିଲେ ହିଁ ଆମ ଅଂଚଳର ଲୋକେ ମେଡିକାଲ କଲେଜ ଓ ହସ୍‌ପିଟାଲର ପ୍ରକୃତ ଉପାଦେୟତା ପାଇବେ ବୋଲି ଶ୍ରୀ ମିଶ୍ର ନିଜ ବକ୍ତବ୍ୟରେ କହିଥିଲେ । କଲେଜର ଶ୍ରେଣୀ କକ୍ଷ ଗୁଡିକରେ ଏସି ନ ଥିବାରୁ ତାର ବ୍ୟବସ୍ଥା କରିବାକୁ ପ୍ରସ୍ତାବ ପାରିତ ହୋଇଥିଲା । ତା ସହିତ ମେଡିକାଲ କଲେଜ ଭିତରେ ଏକ ସ୍ୱରେଜ ଟ୍ରିଟମେଣ୍ଟ ପ୍ଲାନ୍ଟ ଏବଂ ପାଣି ପାଇଁ ଏକ ଅଭରହେଡ୍ ଟେଙ୍କ ନିର୍ମାଣ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ପ୍ରସ୍ତାବ ପଠାଇବାକୁ ପ୍ରସ୍ତାବ ପାରିତ ହୋଇଥିଲା । କଲେଜ ପରିସରରେ ୩୦ କୋଠରୀ ବିଶିଷ୍ଟ ଏକ ଅତିଥିଶାଳା ନିର୍ମାଣ ଯାହାରକି ବ୍ୟୟ ଅଟକଳ ୫ରୁ ୬କୋଟି ଟଙ୍କା ହେବ ତାହା ପାଇଁ ମଧ୍ୟ ଚିଠି ଲେଖିôବାକୁ ଶ୍ରୀ ମିଶ୍ର ପ୍ରସ୍ତାବ ଦେଇଥିଲେ । ଡାକ୍ତରୀ ଛାତ୍ର ଛାତ୍ରୀମାନଙ୍କ ସୁରକ୍ଷା ତଥା କେମ୍ପସ ମଧ୍ୟରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ଆଉଟପୋଷ୍ଟ ନିର୍ମାଣ ପାଇଁ ପ୍ରସ୍ତାବ ପାରିତ ହୋଇଥିଲା । ଭୀମଭୋଇ ମେଡିକାଲ କଲେଜ ଡାକ୍ତରଖାନାରେ ଅଚଳ ଥିବା ତିନୋଟି ଲିଫ୍ଟ ଶିଘ୍ର ମରାମତି କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ଏବଂ ବର୍ତ୍ତମାନ ଡାକ୍ତରଖାନାରେ ରୋଗୀ ସଂଖ୍ୟା ଦୃଷ୍ଟିର ବେଡର ଅଭାବ ଥିବାରୁ ତୁରନ୍ତ ୬୦ଟି ବ୍ୟାଡ୍ ପ୍ରସ୍ତୁତ କରିବାକୁ ବୈଠକରେ ନିଷ୍ପତ୍ତି ହେବା ସହ ପରେ ପରେ ଡାକ୍ତରଖାନରେ ଆଉ ୨୦୦ଟି ରୋଗୀ ସଜ୍ୟା ପ୍ରସ୍ତୁତ କରିବାକୁ ଦରକାର ହେଉଥିବା ଜମି ଚିହ୍ନଟ ଶିଘ୍ର କରାଯିବ ବୋଲି ଶ୍ରୀ ମିଶ୍ର କହିଥିଲେ ।  ଏହା ସହ ମେଡିକାଲ କଲେଜ ପରିସରରେ ୫୦ କୋଟି ଟଙ୍କାର ଏକ ସ୍ପୋଷ୍ଟର୍ସ କମ୍ପେ୍ଲସର ନିର୍ମାଣ ପାଇଁ ପ୍ରସ୍ତାବ ସରକାରଙ୍କ ପାଖକୁ ପଠାଇବାକୁ କହିବା ସହ ନିଜ ବିଧାୟକ ପାଣ୍ଠିରୁ ଭୀମ ଭୋଇ ମେଡିକାଲ କଲେଜ ପରିସରକୁ ସମ୍ପୁର୍ଣ୍ଣ ୱାଇ ଫାଇ ଯୁକ୍ତ କରିବା ପାଇଁ ନିଜ ବିଧାୟକ ପାଣ୍ଠିରୁ ଅନୁଦାନ ପ୍ରଦାନ କରିବେ ବୋଲି ବିଧାୟକ ଶ୍ରୀ ମିଶ୍ର ପ୍ରତିଶୃତି ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026

You Might Also Like