-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||     

HOME   ଜିଲ୍ଲା

ପ୍ଳେ ଜୋନ୍ ଉଦଘାଟିତ

06-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଗାଇସିଲେଟ ବ୍ଳକ ପିପିପି ହାଇସ୍କୁଲ ବରିହାପୁଖାପାଣି ଠାରେ ନୂତନ ଭାବେ ନିର୍ମିତ ପ୍ଳେଜୋନ୍ ଆଜି ବିଜେପୁର ବିଧାୟକ ଶ୍ରୀ ସନତ କୁମାର ଗଡତିଆ ଙ୍କ କରକମଳରେ ଶୁଭ ଉଦ୍ଘାଟନ ହୋଇ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ସମର୍ପିତ ହୋଇଛି। ବିଦ୍ୟାଳୟର ୩୫ ତମ ବାର୍ଷିକ ଉତ୍ସବ ରେ ଆଜି ବିଧାୟକ ମହୋଦୟ ମୁଖ୍ୟ ଅତିଥି ରୂପେ ଯୋଗଦେବା ସହ ଛାତ୍ରଛାତ୍ରୀ, ଶିକ୍ଷକ କର୍ମଚାରୀ, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟଙ୍କୁ ସମ୍ବୋଧିତ କରିଥିଲେ। ସଭାକାର୍ଯ୍ୟକୁ ଗାଇସିଲେଟ ବ୍ଲକ ଅଧ୍ୟକ୍ଷ ଶ୍ରୀ ପ୍ରଣୟ କୁମାର ସାହୁ ପରିଚାଳନା କରିଥିଲାବେଳେ ବିଇଓ ରାମଲାଲ ବରିହା,ଏବିଇଓ ଜୟ କୁମାର ସାହୁ, ଧବଳେଶ୍ଵର ବରିହା, ନେହେରୁ ଦାଶ, ମୋ ସ୍କୁଲ ଅଭିଯାନ କମିଟି ସଭାପତି ଦ୍ରୋଣ ସାହୁ, ପରିଚାଳନା କମିଟି ସଭାପତି ଗୋବିନ୍ଦ ସାହୁ, ସମିତି ସଭ୍ୟା ସରୋଜିନୀ ପ୍ରଧାନ , ବିଦ୍ୟାଳୟ ପ୍ରତିଷ୍ଠାତା ସଦସ୍ୟ କଂଗ୍ରେସ ସାହୁ, ସିଆରସିସି କିଶୋର ଯୋଷୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ। ପ୍ରଧାନ ଶିକ୍ଷକ ମୋହନ ରଣା ସ୍ଵାଗତ ଭାଷଣ ଦେବା ସହ ବାର୍ଷିକ ବିବରଣୀ ପଠନ କରିଥିଲେ। ଏହି ଅବସରରେ ପ୍ରଶାନ୍ତ ବାଗ, ସଞ୍ଜନା କନ୍ଧେର୍, ମିଲି ପାତ୍ର, ଆଦର୍ଶ ସାହୁ,ସୃତିମୟୀ ସାହୁ, ସର୍ବେଶ୍ଵର ସାହୁ ପ୍ରମୁଖ ଛାତ୍ରଛାତ୍ରୀ, ପୂର୍ବତନ ଛାତ୍ର ରେଶମ ପୋଡ଼, ବେଦବ୍ୟାସ ସାହୁ ଏବଂ ଶିକ୍ଷକ ଅଶ୍ଵିନୀ କୁମାର ଦାଶ,ସୁରଥ ଭୋଇ, ଗଙ୍ଗାଧର କୁମ୍ଭାର ପ୍ରଭୃତି ଅତିଥିମାନଙ୍କ ଦ୍ଵାରା ସମ୍ବର୍ଦ୍ଧିତ ହୋଇଥିଲେ। ବରିଷ୍ଠ ଶିକ୍ଷକ ଅରକ୍ଷିତ ବାରିକ ସଭାକାର୍ଯ୍ୟକୁ ସଂଯୋଜନା କରିଥିବା ବେଳେ ଅନ୍ୟାନ୍ୟ ଶିକ୍ଷକ କର୍ମଚାରୀ ରାଧେଶ୍ୟାମ ପଧାନ, ରବିନାରାୟଣ ବେହେରା, ମୂରଲୀଧର ସାହୁ, ସୋମନାଥ ବଗର୍ତ୍ତି ଓ ପୁରନ୍ଦର ସାହୁ ପ୍ରମୁଖ ବିଶେଷ ସହଯୋଗ କରିଥିଲେ। ଦ୍ଵିତୀୟ ପର୍ଯ୍ୟାୟରେ ଶିକ୍ଷକ ନବୀନ ଚନ୍ଦ୍ର ସାହୁଙ୍କ ସଂଯୋଜନାରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଓ ଶେଷରେ ଅନ୍ୟତମ ବରିଷ୍ଠ ଶିକ୍ଷକ ବଳରାମ ବଗର୍ତ୍ତି ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026

You Might Also Like