-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||     

HOME   ଜିଲ୍ଲା

ସହରରେ ଭିକମାଗୁଥିବା ୫ ଶିଶୁ ଙ୍କୁ ଉଦ୍ଧାର କଲା ଚାଇଲ୍ଡ ହେଲ୍ପ ଲାଇନର

06-Feb-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସହରର ବିଭିନ୍ନ ସ୍ଥାନରୁ ଭିକ ମାଗୁଥିବା ୫ ଜଣ ଶିଶୁଂକୁ ଶ୍ରୀ ସୁଜିତ କୁମାର ମିଶ୍ର, ଜିଲ୍ଲା ପ୍ରକଳ୍ପ ସଂଜୋଜକ , ଚାଇଲ୍ଡ ହେଲ୍ପ ଲାଇନ, ସୁବର୍ଣ୍ଣପୁର ଙ୍କ ନେତୃତ୍ୱରେ ଏବଂ ସୋନପୁର ପୋଲିସ ସହାୟତାରେ ଶିଶୁ ମାନଙ୍କୁ ଉଦ୍ଧାର କରି ଶିଶୁ ମଙ୍ଗଳ ସମିତି ରେ ଉପସ୍ଥାପନ କରିଥିଲେ , ସମିତି ଶିଶୁ ମାନଙ୍କ ପିତା ମାତା ଙ୍କୁ ଡକାଇ ଉପ୍ଲଯୁକ୍ତ ପରାମର୍ଶ କ୍ରମେ ପିତା ମାତା ମାନେ ତାଙ୍କ କୋମଳ ମତି ଶିଶୁଂକୁ ଭିକ୍ଷା ବୃତ୍ତିରୁ ନିବୃତ କରିବା ସହ ଉପଯୁକ୍ତ ଯତ୍ନ ନେବା ପାଇଁ ପ୍ରତିଶ୍ରୁତି ଦେଇ , କାଗଜାତ ରେ ଦସ୍ତଖତ କଲାପରେ ତାଙ୍କୁ ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ଶଙ୍କର୍ଷଣ ପଣ୍ଡା, ସଭ୍ୟ ଶାନ୍ତନୁ କୁମାର କର୍ଣ୍ଣ ଓ ସଭ୍ୟ ହେମନ୍ତ କୁମାର ସା  ଙ୍କ ସହିତ ଶିଶୁ ସୁରକ୍ଷା ୟୁନିଟ୍ ର ବିଜୟ କୁମାର ବିଶ୍ବାଳ, ପ୍ରଶାନ୍ତ କୁମାର ମହାକୁର, ଚାଇଲ୍ଡ ହେଲ୍ପ ଲାଇନ ର ସୁଧୀର କୁମାର ଦାସ, ରୋଜି ସା ପ୍ରମୁଖ ଙ୍କ ଉପସ୍ଥିତି ରେ ଶିଶୁ ମାନଙ୍କୁ ତାଙ୍କ ପରିବାରକୁ  ହସ୍ତାନ୍ତର କରିଥିଲେ। ପ୍ରକାଶ ଥାଉକି  ଉକ୍ତ ପରିବାର ବେପାର କରିବା ପାଇଁ ବିଭିନ୍ନ ଜିଲ୍ଲା ତଥା ବିଭିନ୍ନ ରାଜ୍ୟରୁ ଆସି କୋମଳ ମତି ଶିଶୁ ମାନଙ୍କ ଭବିଷ୍ୟତ କୁ ଅନ୍ଧାରକୁ ଠେଲି ଦେଉଛନ୍ତି । ଏଥି ପ୍ରତି ପ୍ରଶାସନ ଦୃଷ୍ଟି ଦେଇ ଉକ୍ତ ପରିବାରକୁ ଥଇଥାନର ବ୍ୟବସ୍ଥା ପାଇଁ ସର୍ବ ସାଧାରଣ ରେ ଦାବି କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026

You Might Also Like