-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

କୁଚିଣ୍ଡା ମହାବିଦ୍ୟାଳୟ ର ୫୮ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ 

06-Feb-2025



ସମ୍ବଲପୁର ଜିଲ୍ଲା କୁଚିଣ୍ଡା ମହାବିଦ୍ୟାଳୟ ର ଖେଳ ପଡିଆ ରେ ୫୮ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଗୁରୁବାର ଦିନ ଉଦଯାପିତ ହୋଇଯାଇଛି। ଫେବୃଆରୀ ୫ ତାରିଖ ଆରମ୍ଭ ହୋଇଥିବା ବାର୍ଷିକ କ୍ରୀଡା ପ୍ରତିଯୋଗିତା ୬ ତାରିଖ ରେ ଏହାର ଉଦଯାପନୀ ସମାରୋହ ପାଳିତ ହୋଇଥିଲା।କୁଚିଣ୍ଡା ମହାବିଦ୍ୟାଳୟ ର ଅଧ୍ୟକ୍ଷା ସୁଚିତ୍ରା ମିଶ୍ର ଙ୍କ ତତ୍ବାବଧାନରେ ହୋଇଥିବା ବାର୍ଷିକ କ୍ରୀଡା ଉତ୍ସବ ରେ ଉପ ସଭାପତି ଅଧ୍ୟାପକ ପ୍ରମୋଦ ସ୍ବାଇଁ ଏବଂ ଅଧ୍ୟାପକ କାହ୍ନୁଚରଣ ମୁନ୍ନା ଉକ୍ତ  କ୍ରୀଡା ଉତ୍ସବ ର ପରିଚାଳନା କରିଥିବାବେଳେ, ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ପରମାଣପୁର କଲେଜ ର ଅବସର ପ୍ରାପ୍ତ ଅଧ୍ୟକ୍ଷ ବିପିନ ନନ୍ଦ ଯୋଗଦେଇଥିଲେ । ମୁଖ୍ୟ ବକ୍ତା ଭାବେ ଓଡ଼ିଶା ଅଲମ୍ପିକ୍ସ ଆସୋସିଏସନ୍ ଉପ ସଭାପତି ଦୁଲାଲ ପ୍ରଧାନ ଏବଂ କଲେଜ ର ସମସ୍ତ ଅଧ୍ୟାପକ ଅଧ୍ୟାପିକା ପ୍ରମୁଖ ଉପସ୍ଥିତ ରହିଥିଲେ। ପ୍ରଥମେ ଅଧ୍ୟାପକ ନିର୍ମଲ ଉର୍ମା ଅତିଥି ମାନଙ୍କ ପରିଚୟ ପ୍ରଦାନ କରିବା ସହିତ ଅତିଥି ସମ୍ବର୍ଦ୍ଧନା ଦିଆଯାଇଥିଲା। ଉକ୍ତ ଉତ୍ସବରେ ସମୁଦାୟ ୭୨ ଟି ବିଭିନ୍ନ ପ୍ରକାର କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପିଇଟି ବିଜୟ କଉଡ଼ି ଏବଂ କୁଚିଣ୍ଡା ବ୍ଳକ ର ବିଭିନ୍ନ ଶିକ୍ଷାନୁଷ୍ଠାନ ରୁ ଆସିଥିବା ୧୦ ଜଣ ଖେଳ ଶିକ୍ଷକ ସମସ୍ତ କ୍ରୀଡା ର ପରିଚାଳନା କରିଥିଲେ। କ୍ରୀଡା ରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ଟ୍ରଫି ସହ ମାନପତ୍ର ପ୍ରଦାନ କରାଯାଇଥିଲା। କ୍ରୀଡା ପ୍ରତିଯୋଗିତା ରେ ଉଭୟ ଯୁକ୍ତ ଦୁଇ ଏବଂ ଯୁକ୍ତ ତିନି ର ସମୁଦାୟ ୪ ଜଣ ଚମ୍ପିୟାନ ହୋଇଥିଲେ।ଅଧ୍ୟାପକ ଭିକାରୀ ଓରାମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ର ବିବରଣୀ ପାଠ କରିଥିବାବେଳେ, ଶେଷରେ ଅଧ୍ୟାପକ ମହାଦେବ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like