-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନା ର ଶୁଭାରମ୍ଭ ର ଭରଚୱାଲ ମାଧ୍ୟମରେ ସିଧା ପ୍ରସାରଣ ଲୋଇସିଂହା ଓ ଆଗଲପୁର ବ୍ଲକ୍ ରେ

06-Feb-2025



ଲୋଇସିଂହା/ଆଗଲପୁର, (ପ୍ରେରଣା ଖବର) ଆଜି ଓଡିଶା ର ସମସ୍ତ ବ୍ଲକ ରେ ଆମ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ ଚାଲିଥିବା ବେଳେ ଉକ୍ତ କାର୍ଯ୍ୟକ୍ରମ ଲୋଇସିଂହା ଓ ଆଗଲପୁର ବ୍ଲକ ର କାର୍ଯ୍ୟାଳୟ ପରିସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନଚରଣ ମାଝୀ ସିଧା ପ୍ରସାରଣ ଭରଚୱାଲ ମାଧ୍ୟମରେ କରିଥିଲେ l ଆଗଲପୁର ଓ ଲୋଇସିଂହା ବିଡ଼ିଓ ମହାପାତ୍ର କୁଲଦୀପ ମହାନ୍ତି ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଲୋଇସିଂହା ବ୍ଲକ ରେ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଓ ଆଗଲପୁର ବ୍ଲକ ରେ ବ୍ଳକ୍ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ ଯୋଗ ଦେଇଥିଲେ l ଏହାସହ ଅତିଥି ଭାବରେ ବ୍ଲକ୍ ଉପାଧ୍ୟକ୍ଷା, ଜିଲ୍ଲା ପରିଷଦ ସଭ୍ୟା, ଏମଏଲଏ ପ୍ରତିନିଧି, ସାଂସଦ ପ୍ରତିନିଧି, ବ୍ଲକ ର ବିଭିନ୍ନ ବିଭାଗ ର ଅଧିକାରୀ, ଏ.ଇ. ଇ, ଯେ. ଇ, ପିଇଓ ତଥା ବିଜେପି କର୍ମକର୍ତା ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମ ରେ ମୁଖ୍ୟତଃ ମୌଳିକ ଭିତ୍ତିଭୂମି ବିକାଶ ସହ ଗ୍ରାମୀଣ ଯୋଗାଯୋଗ ବ୍ୟବସ୍ଥା ର ସୁଦୃଢ଼ୀକରଣ l

ବିଶେଷ ଭାବରେ ଅନୁନ୍ନତ ଜନଜାତି ସମୁଦ୍ଦାୟ (ପିଭିଟିଜି) ବସବାସ କରୁଥିବା ଅଂଚଳରେ ଆଭ୍ୟନ୍ତରୀଣ ଓ ଅନ୍ତଃ ଗ୍ରାମ୍ୟ ସଡ଼କ ସଂଯୋଗୀକରଣ l ଖୁଦ୍ର ପର୍ୟ୍ୟଟନୀ ସ୍ଥଳୀ ର ବିକାଶ ଓ ଉନ୍ନତିକରଣ l ଶିକ୍ଷା ଓ କ୍ରୀଡା ଭିତ୍ତିଭୂମି ର ସମ୍ପ୍ରସାରଣ ଓ ଆଧୁନିକକରଣ l ନୂତନ ଅଭିନଵ ଜନମଙ୍ଗଲକାରୀ ବହୁମୁଖୀ ପ୍ରକଳ୍ପ ର ନିର୍ମାଣ ଓ କାର୍ଯ୍ୟନ୍ଵୟନ କୁ ମୁଖ୍ୟମନ୍ତ୍ରୀ ଦୃଷ୍ଟି ଆକର୍ଷଣ କରିଥିଲେ l ତା ସହିତ ବ୍ଲକ୍ କାର୍ଯ୍ୟାଳୟ ର ସମସ୍ତ ଅଧିକାରୀ ମଧ୍ୟ ପୂର୍ଣ୍ଣ ସହଯୋଗ କରିବା ସହ ବିଭିନ୍ନ ପଞ୍ଚାୟତ ର ଜନ ପ୍ରତିନିଧି ମାନେ ମଧ୍ୟ ଉକ୍ତ କାର୍ଯକ୍ରମ ରେ ଯୋଗ ଦାନ କରିଥିଲେ। ବ୍ଲକ୍ ର ବିଭିନ୍ନ ପଞ୍ଚାୟତ ରୁ ଶତାଧିକ ସଂଖ୍ୟାରେ ସ୍ଵୟଂ ସହାୟକ ଗୋଷ୍ଠୀ ର ମହିଳା ମାନେ ଆସି ଶୁଭ ଉଦ୍ଘାଟନ କାର୍ଯକ୍ରମ ରେ ଯୋଗ ଦେଇଥିଲେ l ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯକ୍ରମ ମାଧ୍ୟମରେ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ଜନ ସାଧାରଣ ଙ୍କୁ ଅବଗତ କରିଥିଲେ l ଅତି ସୁନ୍ଦର୍ ଭାବରେ ଆଜିର ଏହି ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଉଭୟ ଦୁଇ ବ୍ଲକ୍ ରେ ଶୁଭାରମ୍ଭ ହୋଇଯାଇଛି l ସମସ୍ତ ଅତିଥି ମାନେ ସରକାରଙ୍କ ଏହି ଯୁଗାନ୍ତ କରି ପଦକ୍ଷେପ କୁ ଖୁବ ପ୍ରଶଂସା କରିଥିଲେ। ତା ସହିତ ଓଡ଼ିଶା ର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ୍ ଚରଣ ମାଝି ଙ୍କୁ ମଧ୍ୟ ଧନ୍ୟବାଦ୍ ଦେବା ସହିତ ସରକାର ଙ୍କୁ ଧନ୍ୟବାଦ ଜଣାଇ ଥିଲେ। ଏହି କାର୍ଯକ୍ରମ ମାଧ୍ୟମରେ ଓଡ଼ିଶାର ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଳୀଙ୍ଗ ମଧ୍ୟ ରାଜ୍ୟ ବାସୀଙ୍କୁ ଅଭିନନ୍ଦନ ଜ୍ଞାପନ କରିବା ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କୁ ମଧ୍ୟ ଅଶେଷ ଅଶେଷ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏହା ଦ୍ବାରା ଗ୍ରାମର ମୌଳିକ ସମସ୍ୟା ସବୁ ଦୂର ହୋଇ ପାରିବ ବୋଲି ସମସ୍ତ ଅତିଥି ସୂଚନା ଦେଇଛନ୍ତି l ଆଗଲପୁର ବ୍ଲକ ରେ କାର୍ଯକ୍ରମ କୁ ସୁନ୍ଦର ଭାବରେ ପରିଚାଳନା କରିଥିଲେ ଯନ୍ତ୍ରୀ ଶ୍ରୀ ଦୁର୍ଗାପ୍ରସାଦ ମିଶ୍ର l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like