-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଝାରବନ୍ଧ ଠାରେ ଜିଲ୍ଲାସ୍ତରୀୟ ଖେଳ ପ୍ରତିଯୋଗିତା ଅନୁଷ୍ଠିତ

06-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ନେହେରୁ ଯୁବ କେନ୍ଦ୍ର ବରଗଡ଼( ଯୁବ ବ୍ୟାପର ଏବଂ ଖେଳ ମନ୍ତ୍ରଣାଳୟ ଭାରତ ସରକାରଙ୍କ) ଅନୁକୁଲ୍ୟରେ ବରଗଡ଼ ଜିଲ୍ଲା ଝାରବନ୍ଧ ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟ ଖେଳ ପଡ଼ିଆ ଠାରେ ଜିଲ୍ଲା ସ୍ତରୀୟ ଖେଳ ର ମହିଳା କବାଡି, ସାଇକେଲ ସ୍ଲୋ , ବେଡମିଣ୍ଟନ୍, ବାଳକ  ବାଳିକା ଶହ ମିଟର ଦୌଡ଼ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ତିନିଶହ ରୁ ଉର୍ଦ୍ଧ ଖେଳାଳି ଯୋଗଦାନ କରିଥିଲେ।ଏହି କ୍ରୀଡ଼ା ଉତ୍ସବରେ ମୁଖ୍ୟ ଅତିଥି ଭାବରେ ରାଜନୀତି ବିଜ୍ଞାନ ବିଭାଗୀୟ ମୁଖ୍ୟ ସାର୍ଥିକ ସାହୁ, ଗ୍ରନ୍ଥାଗାରିକ ଅଶୋକ କୁମାର୍ ହାତୀ, ଖ୍ୟାତିମୟ ତ୍ରୀପାଠୀ, ମୁକେଶ ବାଗ, ରଶ୍ମୀ ମହାଲିଙ୍ଗ, ତାପସ ରଂଜନ ସାହୁ,ମିନପ୍ରଭା ପ୍ରଧାନ, ଅଞ୍ଜନ କୁମାର୍ ବରିହା , ବଲ୍ଲଭ କୁମାର୍ ମିର୍ଦ୍ଧା ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସଙ୍ଗେ ସଙ୍ଗେ ଟ୍ରଫି ପ୍ରଦାନ କରିଥିଲେ , ଛତ୍ରପାଲ ଗିରି ସୁମନ୍ତ କୁମାର ସାହୁ ଖେଳ ପରିଚାଳନା କରିଥିଲେ।ମହିଳା କବାଡିରେ ଝାରବନ୍ଧ ଡିଗ୍ରୀ କଲେଜର ମହିଳା କବାଡି ଦଳ ବିଜେତା ଏବଂ ଡଭା ଜୁନିଅର୍ ଦଳ ଉପବିଜେତା , ବେଟମିଣ୍ଟନ ବିଜେତାରେ ସରିନ ସେଠ, ଅନିତା ସାହୁ, ଉପବିଜେତା ସସ୍ମିତା ପଟେଲ, ପ୍ରତିମା ପ୍ରଧାନ,। ସାଇକେଲ ସ୍ଲୋ ରେ ନାମିତ ବନଛୋର କବିତା ସାହୁ, ଦିବ୍ୟ ପଟେଲ ସେହିପରି ଏକ ଶହ ଦୌଡ ରେ ବାଳିକା ବିଭାଗ ରେ ସୁମନ ବରିହା,କବିତା ସାହୁ,ଶ୍ରାବଣୀ ବରିହା ଏବଂ ବାଳକ ବିଭାଗ ରେ ରାଜୁ ପଟେଲ୍ କରନ୍ ପାଇକ, ନିର୍ମଳ ଭୋଇ ପ୍ରଥମ ଦ୍ଵିତୀୟ ତୃତୀୟ ସ୍ଥାନ ଅଧିକର କରିଥିଲେ , ସ୍ଵେଚ୍ଛାସେବୀ ଅନିଲ କୁମାର ସାହୁ ,ଦୁର୍ଯ୍ୟୋଧନ ପାଣ୍ଡେ ପ୍ରକାଶ ପ୍ରଧାନ,ତୁଳସୀରାମ ବରିହା, ସୌରଭ ବାରିକ୍ , ରିଙ୍କୁ ପ୍ରଧାନ , ତୁଲାରମ୍ ପାଣ୍ଡେ ସାହାଯ୍ୟ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like