-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ

06-Feb-2025



ନବରଙ୍ଗପୁର( ମିହିର ଶଙ୍କର ପାତ୍ର) ଅତିରିକ୍ତ ଜିଲ୍ଲାପାଳ, ନବରଙ୍ଗପୁର ଭାବେ ବିଶ୍ଵଜିତ ବର୍ମନ  ଦାୟିତ୍ୱ  ଗ୍ରହଣ କରିଛନ୍ତି। ପ୍ରକାଶ ଥାଉକି, ଶ୍ରୀ ବର୍ମନ  ଏହା ପୂର୍ବରୁ  ଓଡିଶା ମାନବାଧିକାର ଆୟୋଗଙ୍କ ଯୁଗ୍ମ ସଚିବ ଭାବେ କାର୍ଯ୍ୟରତ ଥିଲେ l  ନୂତନ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବର୍ମନ କାର୍ଯ୍ୟରେ ଯୋଗଦେବା ପରେ ଜିଲ୍ଲା କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ଅଧିକାରୀ ଙ୍କ ସହଯୋଗ କାମନା କରିବା ସହ ସରକାରଙ୍କ ବିଭିନ୍ନ ଉନ୍ନତି ମୂଳକ ଯୋଜନା କୁ ଜନସାଧାରଣ ପାଖକୁ ପହଁଞ୍ଚିବା ପାଇଁ ଅନୁରୋଧ କରିଥିଲେ l ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର ସମସ୍ତ ପଦାଧିକାରୀ କର୍ମଚାରୀ ଶ୍ରୀ ବର୍ମନ  ଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ସ୍ୱାଗତ ସମ୍ବର୍ଦ୍ଧନା ସମୟରେ  ଡେପୁଟି କଲେକ୍ଟର  ପି  ମନସ୍ମିତା, ଗୀତାଞ୍ଜଳି ବେହେରା , ସହକାରୀ କଲେକ୍ଟର ଆଶୁତୋଷ ପାତ୍ର, ବିନାୟକ ଖାଡଙ୍ଗା, ଶିବ ପ୍ରସାଦ ପାଢି,ଅଶ୍ୱିନ କୁମାର ମାଝୀ, ହେମନ୍ତ ଶୌରା, ଜିଲ୍ଲା ସାମାଜିକ ମଙ୍ଗଳ ଅଧିକାରୀ ଦ୍ରୌପଦୀ କହଁର, ସେକସନ ଅଫିସର, ତ୍ରିପତି ବାଲାଜୀ ସାହୁ,  ରାମଚନ୍ଦ୍ର ରଘୁ ମଣ୍ଡଳ, ସତ୍ୟନାରାୟଣ ସାହୁ, ଉଲମ୍ଫା ଭତ୍ରା, ଜଗନ୍ନାଥ ମହାପାତ୍ର, ଶିବ କେଶବ ବ୍ରହ୍ମା, ମୀରା ପଣ୍ଡା, ନୀଳକଣ୍ଠ ରାଜୁ,  ୟାସର ଅଲ୍ଲୀ, ମୋବିନା ସୁଲତାନା, ଜୋଛନା ଚୌଧୁରୀ, ବିଜୟ ସାହୁ, ସୁରେଶ ପଟ୍ଟନାୟକ, ତୃପ୍ତି ପଟ୍ଟନାୟକ, ଅଜୟ ନାୟକ, ଶୌରଭ ଦାସ,  ଗଗନ ବିଶୋଇ  ପ୍ରିୟଙ୍କା ପାତ୍ର, ପି ପଦ୍ମା, ପ୍ରଣତି ମାଝୀ, କବିତା ବ୍ରହ୍ମା, ସଂଯୁକ୍ତା ସାହୁ, ହର୍ଷl ଜୈନ, ଅଭିନାଶ ପାତ୍ର, ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like