-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

06-Feb-2025



(ମିହିର ଶଙ୍କର ପାତ୍ର)
 ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକର ଡାବୁଗାଁ ଏକ୍ସ ବୋର୍ଡ ୟୁଜି ୟୁପି ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା– ୨୦୨୫ ଅନୁଷ୍ଠିତ ହୋଇଯାଇଛି | ଆଜିର କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ଡାବୁଗାଁ କ୍ଲଷ୍ଟର ର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରସନ୍ନ କୁମାର ଦଣ୍ଡସେନା।ଏଥିରେ ପ୍ରଥମେ ସାକ୍ଷରତା, ସଂଖ୍ୟା ଜ୍ଞାନ, ସକ୍ରିୟାତ୍ମକ ଓ ମତାମତ ଭଳି ୫ ଟି ଷ୍ଟଲ କୁ ଉଦଘାଟନ କରାଯାଇଥିଲା | ପରେ ଡାବୁଗାଁ ଗୋଷ୍ଠୀ ଶିକ୍ଷା ଅଧିକାର ଙ୍କ ସଭାପତିତ୍ଵରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବ୍ଲକ ଅଧକ୍ଷା ବୀଣା ମାଝୀ, ସନ୍ନମାନ ଅତିଥିଭାବେ ଜିଲ୍ଲାପରିଷଦ ସଭ୍ୟ ଗୁପ୍ତ ବିଷୟୀ, ବ୍ଲକ ଉପାଧ୍ୟାକ୍ଷା ସଦାନନ୍ଦ ନାୟକ ଏବଂ ମୁଖ୍ୟ ବକ୍ତା ଭାବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭଗବାନ ମାଝୀ ଓ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସନ୍ତସ ସାହୁ ଏବଂ ପ୍ରଧାନ ଶିକ୍ଷୟିତ୍ରୀ ବନାଲତା ମହାନ୍ତି ପ୍ରମ୍ମୁକ ମଞ୍ଚାସିନ ଥିଲେ।ଏହି ମେଳାର ମୁଖ୍ୟ ଉଦ୍ଦେଶ୍ୟ ହେଲା ୨୦୨୬-୨୭ ସୁଦ୍ଧା ପ୍ରଥମରୁ ତୃତୀୟ ଶ୍ରେଣୀ ଛାତ୍ରଛାତ୍ରୀ ମାନେ ମୌଳିକ ଭାଷା ଓ ସଂଖ୍ୟାଜ୍ଞାନ ଦକ୍ଷତା ବୃଦ୍ଧି କରି ସେମାନଙ୍କର ସର୍ବାଙ୍ଗୀନ ବିକାଶ କରିବା | ଏହି ମେଳାରେ ଉପସ୍ଥିତ ଅତିଥି ମାନେ ନିଜ ନିଜ ବକ୍ତବ୍ୟରେ ଛାତ୍ରଛାତ୍ରୀ ମାନଙ୍କ ଦକ୍ଷତା ହାସଲ କରିବାକୁ ହେଲେ ପିତାମାତା ଙ୍କ ଭୂମିକା, ଶିକ୍ଷକ ମାନଙ୍କ ଭୂମିକା, ଗୋଷ୍ଠୀ ର ଭୂମିକା ଓ ପଞ୍ଚାୟତ ପ୍ରତିନିଧି ଙ୍କ ଭୂମିକା ଗୁରୁତ୍ଵପୂର୍ଣ୍ଣ ବୋଲି କହିଥିଲେ |ଏଥିରେ ଡାବୁଗାଁ ଆଞ୍ଚଳିକ ସାଧନ କେନ୍ଦ୍ର ଅଧୀନ ୧୧ଟି  ବିଦ୍ୟାଳୟର ଏଫଏଲଏନ ଶିକ୍ଷକ ୩୦ ଜଣ , ୧୧୦ ଜଣ ଅବିଭାବକ,ଏବଂ ୧୬୦  ଜଣ ଛାତ୍ର ଛାତ୍ରି ଏବଂ ସତ ଗୋଟି କ୍ଲଷ୍ଟରର ଆଞ୍ଚଳିକ ସାଧନ କେନ୍ଦ୍ର ସଞ୍ଜଜୋକ ମାନେ ଉପସ୍ଥିତ ଥିଲେ। ଆଜିର କାର୍ଯ୍ୟକ୍ରମ ରେ ମଞ୍ଚ ପରିଚାଳନା କରିଥିଲେ ଚାଚାରଗୁଡା କ୍ଲଷ୍ଟର ର ଆଞ୍ଚଳିକ ସଞ୍ଜଜକ ଗୁପ୍ତେ ପ୍ରସାଦ ନାଗ ଏବଂ ଡାବୁଗାଁ ଆଞ୍ଚଳିକ ସାଧନ କେନ୍ଦ୍ର ଅଧୀନର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like