-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   (21-Jun-2026)       ||      ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   (21-Jun-2026)       ||      ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ    (20-Jun-2026)       ||      ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ    (20-Jun-2026)       ||      ବରିଷ୍ଠ ମୋହରି ଙ୍କ ପରଲୋକ   (20-Jun-2026)       ||      ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   (20-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   (20-Jun-2026)       ||      ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   (20-Jun-2026)       ||      *ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   (20-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (20-Jun-2026)       ||      ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ    (20-Jun-2026)       ||      ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ    (20-Jun-2026)       ||      ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ   (20-Jun-2026)       ||      *ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା   (20-Jun-2026)       ||      ବିଜେଡି ନେତାଙ୍କ ଘରେ ଫୁଟିଲା ଗୁଳି, ଦୁବୃର୍ତ୍ତ ଫେରାର।   (20-Jun-2026)       ||      ଗାଧୋଇବାକୁ ଯାଇ ବୁଡ଼ି ଗଲେ ଯୁବକ ।   (20-Jun-2026)       ||      ରାଜ୍ୟ ସରକାର ଙ୍କ ୨ବର୍ଷ ପୂର୍ତ୍ତି ଉପଲକ୍ଷେ ସଫଳତା ର ବିବରଣୀ ଦେଲେ ମୁଖ୍ୟ ସଚେତକ   (20-Jun-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ*   (20-Jun-2026)       ||      Km   (20-Jun-2026)       ||     

HOME   ଜିଲ୍ଲା

ଗୋଳକୁଣ୍ଡ ଠାରେ ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତସିଂହାରଙ୍କ ୨୬୭ ତମ ଜୟନ୍ତୀ ପାଳିତ

07-Feb-2025



ବରୀ(ରଞ୍ଜିତ ମହାନ୍ତି): ଯାଜପୁର ଜିଲ୍ଲାର ବରୀ ବ୍ଲକ ଅନ୍ତର୍ଗତ ଗୋଳକୁଣ୍ଡ ଠାରେ ପବିତ୍ର ମାଘ ସପ୍ତମୀ ଅବସରରେ ଅଭିମନ୍ୟୁ ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତସିଂହାରଙ୍କ ୨୬୭ ତମ ଜନ୍ମ ଜୟନ୍ତୀ ଓ ପୂଜ୍ୟପୂଜା ସମାରେlହ ଅଭିମନ୍ୟୁ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୂଚନା ଲୋକସମ୍ପର୍କ ବିଭାଗର ନିର୍ଦେଶକ ସରୋଜ କୁମାର ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଶାସକ ରଞ୍ଜନ କୁମାର ଦାସ, ମୁଖ୍ୟଵକ୍ତା ଡ଼ କୃଷ୍ଣ କେଶବ ଷଡଙ୍ଗୀ, ସମ୍ମାନିତଵକ୍ତା ଚିରଶ୍ରୀ ଇନ୍ଦ୍ର ସିଂ, ଗୋକର୍ଣ୍ଣିକାର ସମ୍ପାଦକ ରମାକାନ୍ତ ଜେନା ପ୍ରମୁଖ ଯୋଗଦେଇ ଅଭିମନ୍ୟୁ ସାମନ୍ତସିଂହାରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରି ରୀତିଯୁଗୀୟ କବିମାନଙ୍କ ମଧ୍ୟରେ ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତସିଂହାର ଥିଲେ ଅନ୍ୟତମ l ତାଙ୍କ ରଚିତ ସାହିତ୍ୟ କୃତିର ଗଭୀରତାକୁ ସହଜରେ ମାପିବା କଷ୍ଟସାଧ୍ୟ  l ସେ ଥିଲେ ଓଡିଶାର ତଥା ଓଡ଼ିଆ ଜାତିର ଅମୂଲ୍ୟ ସମ୍ପଦ l ଅଭିମନ୍ୟୁଙ୍କ କାବ୍ୟିକ ରଚନା ସମସ୍ତଙ୍କ ହୃଦୟସ୍ପର୍ଶି ହେବା  ସହ ଓଡ଼ିଆ ସାହିତ୍ୟକୁ ରୁଦ୍ଧିମନ୍ତ କରି ଯୁଗେ ଯୁଗେ ମନେ ପକାଇବ। ତାଙ୍କ ଦ୍ଵାରା ରଚିତ ବାଘ ଗୀତ, ଚଢ଼େଇ ଗୀତ ବେଶ୍ ହୃଦୟ ଛୁଆଁ l ଏହି ଅବସରରେ ସଭାପତି ସରୋଜ କୁମାର ସାମଲ ଅତିଥି ପରିଚୟ ପ୍ରଦାନ କରିବା ସହ ଅତିଥିମାନଙ୍କୁ ନାଗରିକ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ l ବିଜୟ କୁମାର ମଲ୍ଲ ମଞ୍ଚ ପରିଚାଳନା କରିଥିବା ବେଳେ  ଅନୁଷ୍ଠାନର ସମ୍ପାଦକ ଦିଲ୍ଲୀପ କୁମାର ଜେନା ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି ଅବସରରେ ପରିଷଦ ଦ୍ୱାରା  ପ୍ରକାଶିତ ସାହିତ୍ୟ ପତ୍ରିକା "ବ୍ରାହ୍ମୀ" ର ଉନ୍ମୋଚନ ଅତିଥି ମାନଙ୍କ ଦ୍ଵାରା କରାଯାଇଥିଲା l ବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା l ବିଜୟ କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ l ବରଗଡ଼ରୁ ଆସିଥିବା କଳାକାରମାନଙ୍କ ଦ୍ୱରା ସମ୍ବଳପୁରୀ ନୃତ୍ୟ ଓ ସଂଗୀତ ପରିବେଷଣ କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମକୁ  ଶ୍ରୀନିବାସ ଜେନା, ରଞ୍ଜନ କୁମାର ଜେନା, ଶରତ ଜେନା, ଦୀପକ ଜେନା, ଅଞ୍ଜନ କୁମାର ଜେନା, ପ୍ରଶାନ୍ତ ଜେନା, ସତ୍ୟ ରଞ୍ଜନ ଜେନା, ସୁଶାନ୍ତ ଧୀର ପ୍ରମୁଖ ପରିଚାଳନା କରିଥିବା ବେଳେ କାର୍ଯ୍ୟକ୍ରମରେ ବିଜୟ କୁମାର ନାୟକ, ଉତ୍କଳ ସାହିତ୍ୟ ସାମାଜିକ ଅନୁଷ୍ଠାନର ସଭାପତି ମନୋଜ ନାୟକ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   21-Jun-2026
  ରାଜ୍ୟ  
ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   21-Jun-2026
  ଜିଲ୍ଲା  
ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ   20-Jun-2026
  ଜିଲ୍ଲା  
ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ   20-Jun-2026
  ଜିଲ୍ଲା  
ବରିଷ୍ଠ ମୋହରି ଙ୍କ ପରଲୋକ   20-Jun-2026
  ଜିଲ୍ଲା  
ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   20-Jun-2026
  ଖେଳ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   20-Jun-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   20-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   20-Jun-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   20-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ   20-Jun-2026

You Might Also Like