-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ-ଧୋଡ଼ରା ରାଜ୍ୟ ରାଜପଥ ହେବ ପ୍ରଶସ୍ତ,ଦୁଇ ବର୍ଷ ମଧ୍ୟରେ ଶେଷ ହେବ ରାସ୍ତା କାମ

07-Feb-2025



ନବରଙ୍ଗପୁର(ମିହିର ଶଙ୍କର ପାତ୍ର) ଡାବୁଗାଁ ଥାନା ଅନ୍ତର୍ଗତ ବିରିଶୋଲାଠାରୁ ଧୋଡ଼ରା ପର୍ଯ୍ୟନ୍ତ ରାଜ୍ୟ ରାଜପଥ ରାସ୍ତା ପ୍ରଶସ୍ତୀକରଣ ହେବା ପ୍ରାୟ ୩୯ କୋଟି ବ୍ୟୟରେ ନିର୍ମାଣ ହେବାକୁ ଥିବା ଏହି ରାସ୍ତା କାର୍ଯ୍ୟ ପାଇଁ ଟେଣ୍ଡର ପ୍ରକ୍ରିୟା ପରେ ଦୁଇଟି ଠିକା ସଂସ୍ଥା ଚୁକ୍ତି କରିବାକୁ ଥିବା ବେଳେ ଆଗାମୀ ୧୫ ଦିନ ମଧ୍ୟରେ ରାସ୍ତା ଆରମ୍ଭ ହେବ ବୋଲି ଜଣାପଡ଼ିଛିପୂର୍ତ୍ତ ବିଭାଗ ଅଧିନରେ ଥିବା ଡାବୁଗାଁ ବିରିଶୋଲା ରାଜ୍ୟ ରାଜପଥ-୩୯ରୁ ଝରିଗାଁ ବ୍ଲକ ଅନ୍ତର୍ଗତ ଧୋଡ଼ରା ପର୍ଯ୍ୟନ୍ତ ରାସ୍ତା ପ୍ରଶସ୍ତୀକରଣ କାର୍ଯ୍ୟ ଆରମ୍ଭ ହେବା ଏଥି ନିମନ୍ତେ ଦୁଇଟି ଠିକା ସଂସ୍ଥା ଚୁକ୍ତି କରିବାକୁ ଥିବା ବେଳେ ଆଗାମୀ ୨ ବର୍ଷ ମଧ୍ୟରେ ଏହି ରାସ୍ତା କାର୍ଯ୍ୟ ସଂପୂର୍ଣ୍ଣ ହେବାକୁ ବିଭାଗ ପକ୍ଷରୁ ଧାର୍ଯ୍ୟ କରାଯାଇଥିବା ଜଣାପଡ଼ିଛି। ବିରିଶୋଲାଠାରୁ ଡାବୁଗାଁ ଅଗ୍ନିଶମ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଗୋଟିଏ ଠିକା ସଂସ୍ଥା ଏବଂ ଅଗ୍ନିଶମ କାର୍ଯ୍ୟାଳୟଠାରୁ ଝରିଗାଁ ବ୍ଲକ ଅନ୍ତର୍ଗତ ଧୋଡ଼ରା ପର୍ଯ୍ୟନ୍ତ ଅନ୍ୟ ଏକ ଠିକା ସଂସ୍ଥା କାର୍ଯ୍ୟ କରିବା ପ୍ରାୟ ୩୦ କିମି ଲମ୍ବା ଏହି ରାସ୍ତା ପ୍ରଶସ୍ତୀକରଣ ପରେ ବହୁ ମାତ୍ରାରେ ଟ୍ରାଫିକ୍ ସମସ୍ୟା ଦୂରୀଭୂତ ହେବ। ତେବେ ଡାବୁଗାଁ କନ୍ୟାଶ୍ରମଠାରୁ ଅଗ୍ନିଶମ କାର୍ଯ୍ୟାଳୟ ପର୍ଯ୍ୟନ୍ତ୪ ଲେନ୍ ବିଶିଷ୍ଟ ରାସ୍ତା ହେବା ଯଦ୍ବାରା କନ୍ୟାଶ୍ରମଠାରୁ ଅଗ୍ନିଶମ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଦୀର୍ଘ ବର୍ଷ ଧରି ବସବାସ କରୁଥିବା ଏବଂ ରାସ୍ତା ପାର୍ଶ୍ଵରେ ବ୍ୟବସାୟ କରୁଥିବା କିଛି ଅଧିବାସୀ ବିସ୍ଥାପିତ ହେବାର ସମ୍ଭାବନା ଦେଖାଦେଇଛି। ४ଲାଇନ ରାସ୍ତା ହେବା ଦ୍ବାରା ବର୍ତମାନ ରାଜ୍ୟ ରାଜପଥ-୩୯ ଦୁଇଗୁଣ ଓସାର ହେବା ଧୀରେ ଧୀରେ ଡାବୁଗାଁର ଜନସଂଖ୍ୟା ବୃଦ୍ଧି ସହ ଯାନବାହନ ଚଳାଚଳରେ ଅହେତୁକ ବୃଦ୍ଧି ଯୋଗୁଁ ସବୁଦିନ ଟ୍ରାଫିକ୍ ସମସ୍ୟା ଲାଗି ରହୁଥିଲା | ବିଶେଷ କରି ତାରିଣୀ ମନ୍ଦିର ଛକ, ଦୈନିକ ବଜାର, ବ୍ଳକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଟ୍ରାଫିକ୍ ସମସ୍ୟା ରହୁଥିଲା । ତେଣୁ ୪ ଲେନ୍ ରାସ୍ତା ହେଲେ ଆଉ ଟ୍ରାଫିକ୍ ସମସ୍ୟା ଦେଖା ଦେବ ନାହିଁ। ଡାବୁଗାଁ କୃଷି କାର୍ଯ୍ୟାଳୟଠାରୁ ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଅଣ ଓସାରିଆ ସହ ଜନଗହଳି ରହୁଥିବା ବେଳେ ରାସ୍ତା ପ୍ରଶସ୍ତୀକରଣ ପରେ ଲୋକେ ଆଶ୍ବସ୍ତ ହେବେ | ପୂର୍ଷ ବିଭାଗ ଦ୍ବାରା ଡାବୁଗାଁ ମୁଖ୍ୟ ତାରିଣୀ ମନ୍ଦିର ଛକରୁ ମାନିଗାଁ ଓ ବୋରିଗାଁ ପର୍ଯ୍ୟନ୍ତ ବର୍ଷମାନ ରାସ୍ତା ପ୍ରଶସ୍ତୀକରଣ କାର୍ଯ୍ୟ ଜାରି ରହିଥିବା ବେଳେ ରାସ୍ତା ପାର୍ଶ୍ଵରେ ବହୁ ଦୋକାନ ଘର ଭଙ୍ଗା ଅବସ୍ଥାରେ ରହିଛି। ବର୍ତ୍ତମାନ ନୂଆ ରାସ୍ତା ପ୍ରଶସ୍ତୀକରଣ କାର୍ଯ୍ୟ ଆରମ୍ଭ ହେଲେ ରାସ୍ତା ପାର୍ଶ୍ବରେ ଥିବା ବହୁ ପୁରୁଣା ଦୋକାନ ଗୃହ ନିଶ୍ଚିହ୍ନ ହୋଇଯିବ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like