-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ରାଜ୍ୟ

ଓମ୍ ଶୁଭମ୍ ଙ୍କୁ ବାଲିପଦର କଲେଜ ପକ୍ଷରୁ ଶୁଭେଚ୍ଛା

13-Jan-2021



ଗଞ୍ଜାମ, ବୁଗୁଡା:: (ଡ଼ଃ.କୁମୁଦ ଚନ୍ଦ୍ର ବେହେରା) ବୈଜ୍ଞାନିକ ପ୍ରଶିକ୍ଷଣ ପାଇଁ ମନୋନୀତ ହୋଇଛନ୍ତି ଆସିକା ବ୍ଲକ୍ ଅନ୍ତର୍ଗତ କାଳଷଣ୍ଢପୁର ଗ୍ରାମର ସୁନାପୁଅ ଓମ୍ ଶୁଭମ୍ ବେବର୍ତ୍ତା । ଭାରତୀୟ ବୈଷୟିକ ସଂସ୍ଥା (ଆଇଆଇଟି) ରେ ପାଠ ପଢୁଥିବା ବେଳେ ବର୍ତ୍ତମାନ ମୁମ୍ବାଇର ଭାବା ଅଟୋମିକ୍ ରିସର୍ଚ୍ଚ ସେଣ୍ଟରରେ ବୈଜ୍ଞାନିକ ପାଠ ପଢିବା ସକାଶେ ପ୍ରଶିକ୍ଷଣ ନେବା ପାଇଁ ମନୋନୀତ ହୋଇଥିବା ଜଣାପଡିଛି । ପିଲାବେଳୁ ବୈଜ୍ଞାନିକ ହେବା ପାଇଁ ସେ କଠିନ ପରିଶ୍ରମ କରୁଥିଲେ । ତାଙ୍କର ମାଆ ସଞ୍ଜୁକ୍ତା ବେବର୍ତ୍ତା ଜଣେ ଆଇନଜୀବୀ ଥିବାବେଳେ ବାପା ବିଭୁତି ଭୂଷଣ ବେବର୍ତ୍ତା ବାଲିପଦର କଲେଜରେ ଅର୍ଥନୀତି ବିଭାଗ ଅଧ୍ୟାପକ ଭାବେ କାର୍ଯ୍ୟରତ । ବାଲିପଦର କଲେଜକୁ ସରସ ସୁନ୍ଦର କରିବାରେ ଶ୍ରୀ ବେବର୍ତ୍ତା  ସହଯୋଗ ଅତୁଳନୀୟ , ଈଶ୍ୱର ଶ୍ରୀ ବେବର୍ତ୍ତା ପରିବାରର ପାରମ୍ପରିକ ମର୍ଯ୍ୟାଦା ପ୍ରଦାନ କରି ଛନ୍ତି ବୋଲି  କଲେଜ ଅଧ୍ୟକ୍ଷ ଡଃ. ବି.ପ୍ରକାଶ ଚନ୍ଦ୍ର ପାତ୍ର  ସନ୍ତୋଷ ପ୍ରକାଶ କରିବା ସହ ଉତ୍ତମ କର୍ମଫଳ ସ୍ୱରୁପ ଆଜି ଓମ୍ ଶୁଭମ୍ ସୁନାମ ସାଉଁଟିବା କଥା କହିଛନ୍ତି । ଏହି ଖୁସିରେ କୈଳାସ ଚନ୍ଦ୍ର ସେନାପତି, କାମେଶ୍ୱର ବେହେରା, ସରୋଜକାନ୍ତ ଦାସ, ଶିଶିର ନାୟକ, ଡଃ.ଦୀଲିପ କୁମାର ପଟ୍ଟନାୟକ, ଦାମୋଦର ଦାସ, ସୁଶାନ୍ତ କୁମାର ପଣ୍ଡା ,ସିମାଞ୍ଚଳଦାସ,ସନ୍ତୋଷ ପରିଡା, ପ୍ରଦ୍ୟୁମ୍ନ ପାଢ଼ୀ, ଭାବଗ୍ରାହୀ ମହାପାତ୍ର, ଅଧ୍ୟାପିକା ସୁଜାତା ପଟ୍ଟନାୟକ,ସ୍ମିତାରାଣିସାହୁ,
 ଏବଂ ସମାଜସେବୀ ଜି.ରାଜେଶ୍ୱର ପାତ୍ର, କୈଳାସ ଚନ୍ଦ୍ର ପ୍ରଧାନ, ସନ୍ତୋଷ କୁମାର ସେଠୀ, ଜୟନ୍ତ କୁମାର ହୋତା, ଡଃ.ବିବେକାନନ୍ଦ ପଟ୍ଟନାୟକ, ଡଃ.ଏ.ଜିତେଶରାଓ ଦୋରା, ଗୋପିନାଥ ମହାନ୍ତି ଓ ଜ୍ଞାନଚାନ୍ଦ ଗୌଡ ପ୍ରମୁଖ ମହାବିଦ୍ୟାଳୟ ର ସମସ୍ତ କର୍ମଚାରୀ ଅଭିନନ୍ଦନ ଜଣାଇବା ସହ ଉତ୍ତରୋତର ଉନ୍ନତି କାମନା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like