-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଇଣ୍ଟରନେଟ ସୁରକ୍ଷା ଦିବସ ଅବସରରେ ନବରଙ୍ଗପୁର ମହାବିଦ୍ୟାଳୟରେ ସାଇବର ସୁରକ୍ଷା ସଚେତନତା ଉପରେ ଆଲୋଚନା ଚକ୍ର

07-Feb-2025



(ମିହିର ଶଙ୍କର ପାତ୍ର,)ଇଣ୍ଟରନେଟ ସୁରକ୍ଷା ଦିବସ ପାଳନ ଅବସରରେ ନବରଙ୍ଗପୁର ମହାବିଦ୍ୟାଳୟର ବିନୋଦ ଝା ପ୍ରେକ୍ଷାଳୟରେ ସାଇବର୍ ସୁରକ୍ଷା ସଚେତନତା ଉପରେ  ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ନବରଙ୍ଗପୁର ମହାବିଦ୍ୟାଳୟର କ୍ୟାରିଅର କାଉନସେଲିଂ ସେଲର ସହଯୋଗିତରେରେ  ଜିଲ୍ଲା ଜାତୀୟ ସୂଚନା ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଆଲୋଚନା ଚକ୍ରକୁ ଆୟୋଜନ କରିଥିଲେ । ଏହି ଅବସରରେ ମୁଖ୍ୟ ବକ୍ତା ଭାବରେ ସୂଚନା ପ୍ରଯୁକ୍ତିବିଦ୍ୟା ଓ ଜିଲ୍ଲା ସୂଚନା ବିଜ୍ଞାନ ଅଧିକାରୀ  ଶ୍ରୀ ବିଶ୍ବରଂଜନ ଭୁକ୍ତା ଯୋଗ ଦେଇଥିବା ବେଳେ ସିଏମଜିଆଇ ଜିଲ୍ଲା ସଂଯୋଜକ ଶ୍ରୀ ଅକ୍ଷୟ କୁମାର ପାଲ୍ ଓ ଯୁକ୍ତ ତିନି କ୍ୟାରିଅର କାଉନସେଲିଂ ସେଲର ସଦସ୍ୟ ଇଂରାଜୀ ବିଭାଗ ମୁଖ୍ୟ ଶ୍ରୀ ଘାସିରାମ ବେହେରା, ପଦାର୍ଥ ବିଜ୍ଞାନ ବିଭାଗ ମୁଖ୍ୟ ଶ୍ରୀ ଜିତେନ୍ଦ୍ର କୁମାର ରଥ ପ୍ରମୁଖ ମାଞ୍ଚାସୀନ ହୋଇଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ଡି. ଗୋବିନ୍ଦା ରାଓ ଅତିଥିମାନଙ୍କୁ ସ୍ବାଗତ ଜଣାଇବା ସହିତ ପିଲାମାନଙ୍କୁ ଇଣ୍ଟରନେଟ ମାଧ୍ୟମରେ ହେଉଥିବା ବିଭିନ୍ନ ପ୍ରକାର ଠକେଇରୁ ସୁରକ୍ଷିତ ରହିବା ପାଇଁ ସଚେତନ କରାଇଥିଲେ ।ଏହା ପରେ ଆଲୋଚନା ଚକ୍ରର ମୁଖ୍ୟବକ୍ତା ଶ୍ରୀ ଭୁକ୍ତା ବୃତ୍ତ ଚିତ୍ର ମାଧ୍ୟମରେ କେମିତି ସାଇବର ଅପରାଧୀମାନେ ଟଙ୍କା ଠକେଇ କରନ୍ତି, ଅନଲାଇନ୍ ୟୁପିଆଇ ପେମେଣ୍ଟ ଠକେଇ, କ୍ୟୁଆର କୋଡ୍ ସ୍କାନ୍ ଠକେଇ, ପାର୍ସଲ ନାଁରେ ଠକେଇ(ଡିଜିଟାଲ୍ ଆରେଷ୍ଟ), କୌନ ବନେଗା କରୋଡପତି ଭଳି ଅପରାଧୀଙ୍କ ଜାଲ୍ ଲଟେରି ସ୍କାମ୍ ଜରିଆରେ ଠକେଇ, ମୋବାଇଲ ଓ ଇଣ୍ଟରନେଟ୍ ରିଚାର୍ଜ ନାଁରେ ପ୍ରମୁଖ ଠକେଇ ସମ୍ପର୍କରେ ଅବଗତ କରାଇବା ସହିତ ଠକେଇରୁ ରକ୍ଷା ପାଇବା ପାଇଁ କେଉଁ ଉପାୟ ଓ କୌଶଳ ଅବଲମ୍ବନ କରିବେ ସେ ନେଇ ବିସ୍ତୃତ ଆଲୋଚନା କରି ସୁରକ୍ଷିତ ଇଣ୍ଟରନେଟ୍ ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ । ଏହି ଆଲୋଚନା ଚକ୍ରରେ ଶ୍ରୀ  ଅକ୍ଷୟ କୁମାର ପାଲ୍ ବୈଷୟିକ ସହାୟତା କରିଥିବା ବେଳେ ଦର୍ଶନ ଶାସ୍ତ୍ର ବିଭାଗ ମୁଖ୍ୟ ଶ୍ରୀ ଶମ୍ଭୁ ପ୍ରାସାଦ ହୋତା ମଞ୍ଚ ପରିଚାଳନା କରିଥିଲେ ।ମହାବିଦ୍ୟାଳୟର ବହୁ ଅଧ୍ୟାପକ-ଅଧ୍ୟାପିକା ଓ ଛାତ୍ର ଛାତ୍ରୀମାନେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ସଫଳ କରିଥିବାରୁ କ୍ୟାରିୟର କାଉନସେଲିଂ ସେଲର ସହାୟକ ଡ. ଜାହାଙ୍ଗୀର ମହମ୍ମଦ ପରିଶେଷରେ ସମସ୍ତଙ୍କୁ ଧନ୍ୟବାଦ୍ ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like