-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ହାତୀମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଦ୍ୱିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ

07-Feb-2025



ଦାରିଙ୍ଗବାଡି(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) ଓଡ଼ିଶାର ଭୂସ୍ବର୍ଗ କାଶ୍ମୀରର ମାନ୍ୟତା ପାଇଥିବା କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ  ହାତୀମୁଣ୍ଡା ପଂଚାୟତ ସ୍ଥିତ ଆଶ୍ରମ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଜୟକୃଷ୍ଣ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି | ଉକ୍ତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥିଭାବେ  ଖଜୁରୀପଡା ବ୍ଲକ ସ୍ଥିତ ଦୁତିପଡା ଆଶ୍ରମ ଉଚ୍ଚ ବିଦ୍ୟାଳୟ  ଅବସର ପ୍ରାପ୍ତ ବରିଷ୍ଠ ପ୍ରଧାନ ଶିକ୍ଷକ ତଥା ଡି ଆଇ ଶ୍ରୀ ଶୁକଦେବ ପ୍ରଧାନ ଯୋଗଦାନ କରିଥିବା ବେଳେ ମୁଖ୍ୟବକ୍ତା ଭାବେ ଶ୍ରୀ ତୀର୍ଥ ବାସି ଘଡେଇ ସାଧାରଣ ସମ୍ପାଦକ କଲ୍ୟାଣ ବିଭାଗ ଶିକ୍ଷକ ସଙ୍ଘ କନ୍ଧମାଳ, ଏବଂ ସନମାନୀତ ଅତିଥିଭାବେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀ ତାରେଶ୍ୱର ଲେଖାମାଝୀ, ଏବଂ ଅନ୍ୟ ସମସ୍ତ ସନମାନୀତ ଅତିଥି ମାନଙ୍କ ମଧ୍ୟରେ କସାବସା ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ, ହାତୀ ମୁଣ୍ଡା କ୍ଲଷ୍ଟର ସି ଆର ସି, ହାତୀମୁଣ୍ଡା ସମିତି ସଭ୍ୟ, ଶ୍ରୀମତୀ ଯଂଜ୍ଞସେନୀ ପରିଡା  ଦଣ୍ଡପଦର ସେବାଶ୍ରମ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ, ଶ୍ରୀ ଯଶୋବନ୍ତ ପ୍ରଧାନ ପୂର୍ବତନ ପ୍ରଧାନ ଶିକ୍ଷକ ହାତୀମୁଣ୍ଡା ଏବଂ ଶ୍ରୀମତୀ ସସ୍ମିତା ମଳିକ ଯୋଗଦାନ କରିଥିଲେ | କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ ବରେଣ୍ୟ ମୁଖ୍ୟ ଅତିଥି ଶ୍ରୀ ପ୍ରଦୀପ ପ୍ରଜ୍ବଳନ କରି କରିଥିଲେ, ଏହାପରେ ଅତିଥି ମାନଙ୍କୁ ବିଦ୍ୟାଳୟ ଛାତ୍ର ଛାତ୍ରୀମାନେ ଉତ୍ତରୀୟ ଓ ପୁଷ୍ପମାଲ୍ୟ ଦେଇ ସ୍ୱାଗତ କରିବା ସହିତ ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ |  ଏହାପରେ ବାର୍ଷିକ ଉତ୍ସବ ଉପଲକ୍ଷେ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା ବିଭିର୍ଣ୍ଣ ପ୍ରତିଯୋଗିତା ରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ  ଯଥା ;- ବାଳକ ବିଭାଗରେ ଚମ୍ପିୟାନ ହୋଇଥିବା ସାଲଭେସନ ମୁଠା ମାଝୀ ଓ ବାଳିକା ବିଭାଗରେ ଚମ୍ପିୟାନ ହୋଇଥିବା ମଧୁସ୍ମିତା ବଳିୟାରସିଂ କୁ ବରେଣ୍ୟ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କାର ଓ ମାନ ପତ୍ର ପ୍ରଦାନ କରାଯାଇଥିଲା | 
       ହାତୀମୁଣ୍ଡା ସେବାଶ୍ରମ ବିଦ୍ୟାଳୟର ଦ୍ୱିତୀୟ ଥର ପାଇଁ ଏଭଳି ଏକ ବାର୍ଷିକ ଉତ୍ସବ ଭଳି ସୁନ୍ଦର କାର୍ଯ୍ୟକ୍ରମ କରାଯାଇଥିବାରୁ ଅଞ୍ଚଳ ବାସି ପ୍ରଧାନ ଶିକ୍ଷକ ଶ୍ରୀ ଜୟକୃଷ୍ଣ ସାହୁଙ୍କୁ ଭୁୟସୀ ପ୍ରଶଂସା କରିଥିଲେ | ଆଜିର ବାର୍ଷିକ ଉତ୍ସବକୁ ଆହୁରି ସରଷ ସୁନ୍ଦର କରିବା ପାଇଁ ନିଷ୍ଠାର ସହିତ ସମସ୍ତ କାର୍ଯ୍ୟକୁ ବିଦ୍ୟାଳୟ ର ସହକାରୀ ଶିକ୍ଷକ ଶ୍ରୀ ଅଂଶୁମାନ ଭୋଇ,ରବୀନ୍ଦ୍ର ଦେଶ ମାଝୀ,  ବିଭୁ ବଳିୟାରସିଂ, ପ୍ରମୁଖ ସକ୍ରିୟ ଅଂଶ ଗ୍ରହଣ କରି ସମସ୍ତ କାର୍ଯ୍ୟକ୍ରମ କୁ ସଫଳତାର ଶୀର୍ଷରେ ପହଞ୍ଚାଇଥିବା ଦେଖିବାକୁ ମିଳିଥିଲା | ଚଳିତ ବର୍ଷ ହାତୀମୁଣ୍ଡା ସେବାଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅଭିଭାବକ ଓ ଦର୍ଶକ ମାନଙ୍କ ମଧ୍ୟରେ ଏକ ଅଦ୍ଭୁତପୂର୍ବ ଆନନ୍ଦ ଆଣିଦେଇଥିବା ସହିତ ହାତୀମୁଣ୍ଡା ଅଂଚଳବାସୀ ପ୍ରଧାନ ଶିକ୍ଷକ ଶ୍ରୀ ଜୟକୃଷ୍ଣ ସାହୁଙ୍କୁ ଭୁୟସୀ ପ୍ରଶଂସା କରିବା ଦେଖିବାକୁ ମିଳିଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like