-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ଦମାମୁଣ୍ଡା ହାଇସ୍କୁଲର ନବ ନିର୍ମୀତ ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟିତ, ଯୋଗଦେଲେ ବିଧାୟକ ଓ ଜିଲ୍ଲାପାଳ 

07-Feb-2025



କଣ୍ଟାମାଳ(ଜୟ କୁମାର ମହାରଣା):  କଣ୍ଟାମାଳ ବ୍ଲକ୍ ଦମାମୁଣ୍ଡା ହାଇସ୍କୁଲର ନବ ନିର୍ମିତ ଅତିରିକ୍ତ ଶ୍ରେଣୀ ଗୃହ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ ଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି l ଏହି ଅବସରରେ ପ୍ରଧାନଶିକ୍ଷକ ଙ୍କ ଅଧ୍ୟକ୍ଷତାରେ ଏକ ଉଦ୍ଘାଟନୀ ସଭା ଅନୁଷ୍ଠିତ ହୋଇଯାଇଛି l   ଉକ୍ତ ସଭାରେ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ ମୁଖ୍ୟଅତିଥି ଭାବେ ଯୋଗଦେଇ ଯେଉଁ ଅଂଚଳର ଶିକ୍ଷା ଯେତେ ଉନ୍ନତ ସେ ଅଞ୍ଚଳ ସେତିକି ବିକଶିତ ବୋଲି କହିଥିଲେ   l  ସମ୍ମାନିତ ଅତିଥି ଭାବେ ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେ,କଣ୍ଟାମାଲ ବିଡ଼ିଓ ସାମ୍ମି ଜୟଶ୍ରୀ ରେଡ଼ି ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ମାର୍ଗଦର୍ଶନ କରିଥିଲେ  l ପରେ ଅତିଥି ମାନଙ୍କ ଦ୍ୱାରା ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରାଯାଇଥିଲା  l  ଉତ୍ସବରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମ ଆୟୋଜନରେ ହାଇସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀ ମାନେ ସକ୍ରିୟ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like