-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||      ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   (21-Jun-2026)       ||      ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   (21-Jun-2026)       ||     

HOME   ଜିଲ୍ଲା

କୁଚିଣ୍ଡା ରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ନେଇ ରୋଷେଇ ପ୍ରତିଯୋଗିତା ଅନୁଷ୍ଠିତ 

07-Feb-2025



କୁଚିଣ୍ଡା,(ସିଲୁ ସୁନାନୀ):ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଠାରେ ବୃହତ୍ ଉଠା ଜଳ ସେଚନ ପ୍ରକଳ୍ପ ତଥା ଫସଲ ବିବିଧି କରଣ ଯୋଜନା ଆନୁକୁଲ୍ୟ କୁଚିଣ୍ଡା ସ୍ଥିତ ରୋପ ଅନୁଷ୍ଠାନ ପରିସରରେ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ନେଇ ରୋଷେଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ୮ ଟି ସ୍ୱୟଂ ସହାୟିକା ଗୋଷ୍ଠୀ ମହିଳା ମାନେ  ବିରି,ମୁଗ, କୋଳଥ, ଝୁଡୁଙ୍ଗ, ମସୁରି, କ୍ଷୁଦ୍ର ଶସ୍ୟ ମାଣ୍ଡିଆ, ତୈଳ ବୀଜ ଫସଲ ତଥା ଚିନାବାଦାମ, ରାଶି  ଓ ବିଭିନ୍ନ ପ୍ରକାର ପନିପରିବାକୁ ନେଇ ବିଭିନ୍ନ ପ୍ରକାର ରୋଷେଇ ପାରମ୍ପରିକ ସ୍ୱାଦିଷ୍ଟ ଖାଦ୍ୟ ତଥା ପିଠା, ମିଠା, ଖିରି, ଲଡୁ, ଘାଣ୍ଟ ତରକାରୀ, ଭଜା, ଡାଲି, ସାଲାଡ଼, ପୋଡ ପିଠା, ଶାଗ ଇତ୍ୟାଦି ପ୍ରସ୍ତୁତ କରିଥିଲେ। ଏହି ରୋଷେଇ ପ୍ରତିଯୋଗିତା ରେ ମୂଖ୍ୟ ଅତିଥି ଭାବରେ   ଶ୍ରୀଯୁକ୍ତ ପ୍ରସନ୍ନ କୁମାର ସ୍ଵାଇଁ କୃଷି ଜିଲ୍ଲା ଅଧିକାରୀ ଯୋଗଦେଇ ଉଦ୍ଘାଟନ କରିଥିଲେ।  ସମ୍ମାନିତ ଅତିଥି ଭାବରେ କୁଚିଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜୟନ୍ତ ସାହୁ ଯୋଗଦେଇଥିବାବେଳେ କୁଚିଣ୍ଡା ବ୍ଲକ କୃଷି ଅଧିକାରୀ ଦିବ୍ୟସ୍ଵରୂପ ପଣ୍ଡା, ସହକାରି କୃଷି ଅଧିକାରୀ ସସ୍ମିତା କିରୋ, ସହକାରୀ ଉଦ୍ୟାନ କୃଷି ଅଧିକାରୀ ଭିକ୍ଟୋରିଆ ପ୍ରଧାନ, ଆଇ ସି ଡ଼ି ଏସ ସୁପରଭାଇଜର , ସହକାରୀ କୃଷିଯନ୍ତ୍ରୀ ସୁଧାଂଶୁ ପ୍ରଧାନ ଓ ବ୍ଲକ ସେକ୍ସନ୍  ଅଫିସର ତରୁଣ ପ୍ରସାଦ ବିଶ୍ବାଲ ପ୍ରମୁଖ ବିଚାରକ ଭାବେ ଯୋଗଦାନ କରିଥିଲେ ଏବଂ ବିଭିନ୍ନ ଗୋଷ୍ଠି ଦ୍ଵାରା ପ୍ରସ୍ତୁତ ଖାଦ୍ୟ ସ୍ୱାଦିଷତା , ଗୁଣବତ୍ତା, ଓ ସ୍ଵାସ୍ଥ୍ୟ ଉପଯୋଗୀ ପରୀକ୍ଷା ନିରୀକ୍ଷା କରି ମୂଲ୍ୟାଙ୍କନ କରିଥିଲେ। ଅଂଶ ଗ୍ରହଣ କରିଥିବା ସ୍ବୟଂ ସହାୟକ ଗୋଷ୍ଠି ମାନଙ୍କୁ  ପ୍ରମାଣପତ୍ର ପ୍ରଦାନ କରିବା ସହ ପ୍ରତିଯୋଗିତାରେ ପ୍ରଥମ ,ଦ୍ବିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ଗ୍ରୁପ କୁ ମୂଖ୍ୟ ଅତିଥି ପୁରସ୍କାର ପ୍ରଦାନ କରିଥିଲେ। ଏହାକୁ ରୋପ୍ କାର୍ଯ୍ୟକ୍ରମ ସଂଯୋଜିକା ତୃପ୍ତି ମୟୀ ଦାସ  ପରିଚଳନା କରିଥିବା ବେଳେ ରୋପ୍ ସ୍ଵେଚ୍ଛାସେବୀ ମିଲି ବାଦୀ, ଜୁଲି ମହନ୍ତ, ରଚନା ନାୟକ, ସରୋଜ ପୃଷେଠ୍ ସହଯୋଗ କରିଥିଲେ।
ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀ ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   21-Jun-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   21-Jun-2026
  ଜିଲ୍ଲା  
ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   21-Jun-2026
  ଜିଲ୍ଲା  
ପ୍ରଶାସନ ର ଦୃଷ୍ଟି ପଡ଼ୁ   21-Jun-2026

You Might Also Like