-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ନବୀନ ଚନ୍ଦ୍ର ବିଦ୍ୟାପୀଠର ବାର୍ଷିକ ଉତ୍ସବ

08-Feb-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି): ନବୀନ ଚନ୍ଦ୍ର ସରକାରୀ ବିଦ୍ୟାପୀଠର ବାର୍ଷିକ କ୍ରୀଡା ଓ ପୁରସ୍କାର ବିତରଣ ଉତ୍ସବ ମହେନ୍ଦ୍ର କୁମାର ଜେନାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଛି l ଉକ୍ତ ଉତ୍ସବରେ ପୂର୍ବତନ ସିଆରସିସି ମକରଧ୍ଵଜ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ କୁମାର ବେହେରା  ସ୍ୱାଗତ୍ ଅଭିଭାଷଣ ଓ ଶିକ୍ଷୟିତ୍ରୀ ସ୍ନିଗ୍ଧାରାଣୀ ଜେନା ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ l  କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ଯ ଅଶୋକ କୁମାର ସାମଲ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ପ୍ୟାରୀମୋହନ ଏକାଡେମୀର ପୂର୍ବତନ ପ୍ରଧାନ ଶିକ୍ଷକ ମକର ଚରଣ ଘଡାଇ, ସମ୍ମାନିତ ଅତିଥି ଭାବେ ବରୀ ମଣ୍ଡଳ ଶିକ୍ଷା ଅଧିକାରୀ ଭିକାରୀ ଚରଣ କବି, ପୂର୍ବତନ ପ୍ରଧାନ ଶିକ୍ଷକ ବଳରାମ ପଣ୍ଡା, ଧାରପୁର ସରପଞ୍ଚ କୁନା ମଲ୍ଲିକ, କୋରେଇ ମଣ୍ଡଳ ସହ ଶିକ୍ଷାଧିକାରୀ ବିଜୟ କୁମାର ମଲିକ, ପୁଷ୍ପଗିରି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୁଭେନ୍ଦୁ କୁମାର ସାମଲ, ଶିଶୁ ସାହିତ୍ୟିକ ଡକ୍ଟର ଅଜୟ କୁମାର ଜେନା, ପୂର୍ବତନ ସରପଞ୍ଚ ବିଜୟାନନ୍ଦ ଜେନା, ପୂର୍ବତନ ସମିତି ସଭ୍ୟ ବିପିନ ବିହାରୀ ଦାସ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଜିତେନ୍ଦ୍ର କୁମାର ସାହୁ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କ ଉତ୍ତମ ଚରିତ୍ର ଗଠନ କିପରି ହୋଇପାରିବ ସେ ସମ୍ପକରେ ବକ୍ତବ୍ୟ ପ୍ରଧାନ କରିଥିଲେ I କାଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ସୁଦୀପ୍ତ କୁମାର ଜେନା, ବାବନ ଚନ୍ଦ୍ର ଜେନା, ଶରତ ଚନ୍ଦ୍ର ଘଡ଼ାଇ, ଶିକ୍ଷୟତ୍ରୀ  କବିତା ସେଠି ପ୍ରମୁଖ ପରିଚାଳନା କରିଥିଲେ I ଶେଷରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଅନୁଷ୍ଠିତ ସଂକୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ଡକ୍ଟର ପ୍ରମୋଦ କୁମାର ଦାସଙ୍କ ନିର୍ଦେଶିତ ସମୟ ସୁଅରେ ମଣିଷ ନାଟକ ପରିବେଷଣ ବେଶ ଚିତାକର୍ଷକ ହୋଇଥିଲା I ବିଦ୍ୟାଳୟ ତରଫରୁ ଏହାର ପ୍ରତିଷ୍ଠାତା ସ୍ବର୍ଗତ ନବୀନ ଚନ୍ଦ୍ର ଦାସଙ୍କ ନାତି ଆଶିଷ କୁମାର ଦାସଙ୍କୁ ସମ୍ୱର୍ଦ୍ଧିତ କରାଯାଇଥିବା ବେଳେ ବାର୍ଷିକ କ୍ରୀଡାର ପୁରସ୍କାର ମଧ୍ୟ ଅତିଥି ମାନେ ପ୍ରଦାନ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like