-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଭୀମ ଭୋଇ ସମାଧୀପୀଠ ଖଲିଆପାଲି ଠାରେ ଆୟୋଜିତ ହେବାକୁ ଥିବା ମାଘ ମେଳା ୨୦୨୫ ନିମନ୍ତେ ପ୍ରସ୍ତୁତି ବୈଠକ -,,,,,,,, ତା୦୯/୦୨/୨୫ରୁ ତା୧୩/୦୨/୨୫ ପର୍ଯ୍ୟନ୍ତ ପାଞ୍ଚ ଦିନ ହେବ ମେଳା :

08-Feb-2025



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ )
ଭୀମ ଭୋଇ ସମାଧୀପୀଠ ଖଲିଆପାଲି ଠାରେ ତା୦୯/୦୨/୨୫ରୁ ତା୧୩/୦୨/୨୫ ପର୍ଯ୍ୟନ୍ତ ପାଞ୍ଚ ଦିନ ପର୍ଯ୍ୟନ୍ତ ମାଘ ମେଳା ୨୦୨୫ ଅନୁଷ୍ଠିତ ହେବ। ଚଳିତ ମାଘ ମେଳାକୁ ଶାନ୍ତି  ଶୃଙ୍ଖଳା ତଥା ସମସ୍ତଙ୍କ ସହଯୋଗ ରେ ବ୍ୟବସ୍ଥିତ ଭାବେ ଆୟୋଜନ କରିବା ନିମନ୍ତେ ଉପଜିଲ୍ଲାପାଳ ସୋନପୁର ଡ଼ଃ ସୌମ୍ୟା ରୁପା ରଥଙ୍କ ଅଧ୍ୟକ୍ଷତାରେ  ଉପ- ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।  ବୈଠକରେ ଭୀମ ଭୋଇ ସମାଧୀପୀଠ ଖଲିଆପାଲି ଠାରେ ଆୟୋଜିତ ହେବାକୁ ଥିବା ମାଘ ମେଳା ୨୦୨୫ କାର୍ଯ୍ୟସୂଚୀର ବିସ୍ତୃତ ଆଲୋଚନା କରାଯାଇଥିବା ବେଳେ ଉପସ୍ଥିତି ସମ୍ପୃକ୍ତ ସରକାରୀ ଅଧିକାରୀ ଓ ଭୀମ ଭୋଇ ସମାଧି ପୀଠ ଟ୍ରଷ୍ଟର ସଦସ୍ୟ ପ୍ରମୁଖ ନିଜ ନିଜର ସୁଚିନ୍ତିତ ମନ୍ତବ୍ୟ ଦେଇଥିଲେ। ଚଳିତ ଫେବୃଆରୀ ୦୯ତାରିଖ ରୁ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ମାଘ ମେଳା କୁ ଶାନ୍ତି  ଶୃଙ୍ଖଳା ତଥା ସମସ୍ତଙ୍କ ସହଯୋଗ ରେ ବ୍ୟବସ୍ଥିତ ଭାବେ ଆୟୋଜନ କରାଯିବା ଉପରେ ଉପ - ଜିଲ୍ଲାପାଳ ଡ଼ଃ ରଥ ଉପସ୍ଥିତ ସମସ୍ତ ପଦାଧିକାରୀ ତଥା ଟ୍ରଷ୍ଟ ର ସମସ୍ତ ସଦସ୍ୟ ସଦସ୍ୟା ଙ୍କୁ ଆନ୍ତରିକ ସହଯୋଗ କରିବାକୁ ପରାମର୍ଶ ଦେଇଛନ୍ତି l ସେଥିପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ନିଜ ନିଜର ଦାୟିତ୍ୱ କୁ ମେଳା ପୂର୍ବରୁ ସୁନିଶ୍ଚିତ କରିବାକୁ ନିର୍ଦେଶ ଦେଇଛନ୍ତି l ବିଶେଷ ଭାବେ ମେଳା ପରିସରର ସଫାସୁତରା ସହ ଆବଶ୍ୟକ ମୁତାବକ ଅସ୍ଥାୟୀ ଟୟଲେଟ, ନିୟମିତ ବିଦ୍ୟୁତ ସରବରାହସହ ଆବଶ୍ୟକ ବିଶେଷ ଆଲୋକୀକରଣ, ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ, ସମ୍ବର୍ଦ୍ଧନା ସଭା ଆୟୋଜନ, ପାନୀୟ ଜଳର ସୁବ୍ୟବସ୍ଥା,   ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପ୍ରଭୁତି ଉପରେ ଆଲୋଚନା କରାଯାଇଥିଲା । ଶ୍ରୀ ଜନ୍ମେଜୟ ସ୍ୱାଇଁ ସମ୍ପାଦକ , ଭୀମ ଭୋଇ ସମାଧି ପୀଠ ଟ୍ରଷ୍ଟ, ଖଲିଆପାଲି ମେଳାର ବିଭିନ୍ନ କାର୍ଯ୍ୟଖସଡ଼ାର ଆଲୋକପାତ କରିଥିଲେ। ବୈଠକରେ ରେ ଛତ୍ରଧାରୀ ଅଗ୍ରୱାଲ ମେନେଜିଂ ଟ୍ରଷ୍ଟି, ଭୀମ ଭୋଇ ସମାଧି ପୀଠ ଟ୍ରଷ୍ଟ ସମସ୍ତ ଙ୍କୁ ସ୍ୱାଗତ କରିବା ସହ ସମସ୍ତଙ୍କ ସହଯୋଗ କାମନା କରିଥିଲେ l ବୈଠକରେ ଉପ ଆରକ୍ଷୀ ଅଧିକାରୀ ପ୍ରତାପ ଚନ୍ଦ୍ର ରଣା, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ. ରମେଶ ଚନ୍ଦ୍ର ସ୍ୱାଇଁ ସମେତ ପୀଠଧୀସ ବାବା ସନ୍ୟାସୀ ଦାସ, ଅବକାରୀ ଅଧିକ୍ଷକ ସୁବର୍ଣ୍ଣପୁର, ନିର୍ବାହୀ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ , ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ , ଜିଲ୍ଲା ସଂସ୍କୃତି ଅଧିକାରୀ, ଆଇ ଆଇ ସି ଲଛିପୁର, ଆସିଷ୍ଟାଣ୍ଟ ଫାୟାର ଅଫିସର,ବିଡିଓ ସୋନପୁର ବ୍ଲକ, ତହସିଲଦାର ସୋନପୁର , ନିର୍ବାହୀ ଅଧିକାରୀ ଟି ପି ଡବ୍ଲୁ ଓ ଡି ଏଲ , ସହ ଖଲିଆପାଲି ଭୀମ ଭୋଇ ସମାଧି ପୀଠ ଟ୍ରଷ୍ଟ ତଥା ମେଳା କମିଟି ସଦସ୍ୟ ସଦସ୍ୟା ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like