-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଖଡ଼ିଆଳ ମହୋତ୍ସବ ୨୦୨୫ ଉଦଯାପିତ

08-Feb-2025



ନୂଆପଡା ଜିଲ୍ଲା ଖଡ଼ିଆଳ ସହର ସ୍ଥିତ ରାଜା ଏ. ଟି ହାଇସ୍କୁଲ ଖେଳ ପଡିଆ ଠାରେ କଲା, ସଂସ୍କୃତି, ଐତିହ୍ୟ, ସାହିତ୍ୟ ତଥା ଲୋକ କଲା ର ବାର୍ତ୍ତା ବହ ସାଜିଥିବା ଖଡ଼ିଆଳ ମହୋତ୍ସବ ୧୯ ତମ ସଂସ୍କରଣ ଶୁକ୍ରବାର ଉଦଯାପିତ ହୋଇଯାଇଛି l ଉଦଯାପନୀ ସମାରୋହ ରେ ଖଡ଼ିଆଳ ବିଧାୟକ ଅଧୀରାଜ ମୋହନ ପାଣିଗ୍ରାହୀ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାଵ ରେ ପୂର୍ବତନ ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ, ସମ୍ମାନୀତ ଅତିଥି ଭାବେ ଧର୍ମଗଡ଼ ବିଧାୟକ ଦିବ୍ୟ ଶଙ୍କର ମିଶ୍ର, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, ବିଧାୟକ ବରି ବିଶ୍ୱ ରଞ୍ଜନ ମଲ୍ଲିକ, ଖଡ଼ିଆଳ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଉଜ୍ଜ୍ୱଳ ଗୁପ୍ତା ଯୋଗଦାନ କରି ଖଡ଼ିଆଳ ମହୋତ୍ସବ ଅଞ୍ଚଳ ର ବିଲୁପ୍ତ କଲା ଐତିହ୍ୟ, ସଂସ୍କୃତି, ସାହିତ୍ୟ ତଥା ଲୋକ କଲା ର ବାର୍ତ୍ତା ବହ ସାଜିଥିବା ରୁ ଅନେକ ଅନେକ ସାଧୁବାଦ ଅର୍ପଣ କରିଥିଲେ l ବୋଡେ଼ନ ବିଜୁ ପଟ୍ଟନାୟକ ମହାବିଦ୍ୟାଳୟ ର ପ୍ରାଧ୍ୟାପକ ସାମୁଏଲ ଦାନୀ ସ୍ୱାଗତ ସମ୍ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସମାଜ ସେବୀ ଅକ୍ଷୟ କୁମାର ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ l ପରେ ଷ୍ଟାର ନାଇଟ୍ ରେ ପ୍ରସିଦ୍ଧ ବଲିଉଡ ଗାୟକ ଜାଭେଦ ଅଳି ଙ୍କ ରଙ୍ଗା ରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇଥିଲା l ଷ୍ଟାର ନାଇଟ୍ ରେ ଲକ୍ଷାଧିକ ଜନସାଧାରଣ ଙ୍କ ସମାଗମ ହୋଇଥିବା ଦେଖିବାକୁ ମିଳିଥିଲା l ପାଞ୍ଚ ଦିନ ଧରି ଚାଲିଥିବା ଖଡ଼ିଆଳ ମହୋତ୍ସବ କାର୍ଯ୍ୟକ୍ରମ ରେ ମହୋତ୍ସବ କମିଟି ର ସଭାପତି ଜିତେନ୍ଦ୍ର ନାଥ ପଟ୍ଟନାୟକ, ସମ୍ପାଦକ ସୁନୀଲ କୁମାର ସାହୁ, ଉପ ସଭାପତି ବିଶ୍ୱଜିତ ପାଢ଼ୀ, ବରିଷ୍ଠ କର୍ମ କର୍ତ୍ତା ସୁଶାନ୍ତ କୁମାର ତାଣ୍ଡି, ଗିରିଧାରୀ ବିଭାର, ପବିତ୍ର ମୋହନ ପ୍ରଧାନ, ଗଙ୍ଗାଧର ମହାଉତି, ଅମରେଶ କୁମାର ପଟ୍ଟନାୟକ, ସୁରେନ୍ଦ୍ର କୁମାର, ଭୋଦେବ ସାହୁ ସମେତ ମହୋତ୍ସବ କମିଟି ର ସମସ୍ତ ସଦସ୍ୟ ମାନେ ସହଯୋଗ କରିଥିଲେ l

[ନୂଆପଡା ଜିଲ୍ଲା ରୁ ପରମେଶ୍ୱର ମେହେରଙ୍କ ରିପୋର୍ଟ ]


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like