-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ସାସାକାବା ଇଣ୍ଡିଆ ଲେପର୍ସି ଫାଉଣ୍ଡେସନ ତରଫରୁ କୁଷ୍ଠ ରୋଗ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ

08-Feb-2025



ବଲାଙ୍ଗୀର: ଆଜି ବଲାଙ୍ଗୀର ପତିତପାବନ ଏକାଡେମୀ ଠାରେ ସ୍କୁଲର ଛାତ୍ର ମାନଙ୍କୁ କୁଷ୍ଠ ରୋଗର କାରଣ ଓ ନିରାକରଣ ଏବଂ ଏହା ଉପରେ ସଚେତନତା ସୃଷ୍ଟି ପାଇଁ ଏକ  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସର୍ବଭାରତୀୟ ଅନୁଷ୍ଠାନ ସାସାକାବା ଇଣ୍ଡିଆ ଲେପର୍ସି ଫାଉଣ୍ଡେସନ ତରଫରୁ ତଥା ପି.ପି ଏକାଡେମୀ ଆଲୁମିନି ଏସୋସିଏସନର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମରେ ସାସାକାବା ଇଣ୍ଡିଆ ଲେପର୍ସି ଫାଉଣ୍ଡେସନର ପ୍ରୋଗ୍ରାମ୍ ଅଫିସର ସ୍ଵରୂପ ରଞ୍ଜନ ଛତ୍ରିଆ ଯୋଗ ଦେଇ କୁଷ୍ଠ ରୋଗ ଏକ  ଅଭିଶାପ ନୁହେଁ, ଏହା ଅନ୍ୟ ରୋଗ ମାନଙ୍କ ପରି ଏକ ସାମାନ୍ୟ ରୋଗ ଅଟେ  l ଆଗାମୀ ଦିନରେ ଭାରତକୁ ଏକ ଏକ କୁଷ୍ଠ ମୁକ୍ତ ଦେଶ ଭାବରେ ଗଢ଼ିବl ପାଇଁ ଆମକୁ  ଶିକ୍ଷିତ ଓ ସଚେତନ ହେବାକୁ ପଡିବ ବୋଲି ଶ୍ରୀ ଛତ୍ରିଆ ବୁଝାଇ ଥିଲେ l ପି.ପି ଏକାଡେମୀ ଆଲୁମିନି ଏସୋସିଏସନର  ନାସିର ଖାଁ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ l

 ଆଲୁମିନି ଏସୋସିଏସନର ସଭାପତି ଅଫତାବ୍ ହୁସେନଙ୍କ ସମେତ ସଂଜୀବ ବାବୁ,ରଞ୍ଜୟ ଦାସ ଓ ଅନ୍ୟମାନେ କାର୍ଯ୍ୟକ୍ରମ ପରିଚାଳନରେ ସହଯୋଗ କରିଥିଲେ l ପି.ପି ଏକାଡେମୀର ପ୍ରଧାନ ଶିକ୍ଷୟିତ୍ରୀ ଅଂଶୁପା ଭୋଇଙ୍କ ସମେତ  ଶିକ୍ଷୟିତ୍ରୀ ମଧୁମିତା ମିଶ୍ର, କେତକୀ ଭୋଇ,ସତ୍ୟଜିତ ବୁଡେକ, ମୁକେଶ ବନଛୋର, ସୁନୀତା ବିଶ୍ଵାଳ, କମଳିନୀ ନାଥ, ଅନାନ୍ୟl ମିଶ୍ର,ସସ୍ମିତା ମିଶ୍ର, ଖୁସବୁ ବେଗମ୍, ସୌମ୍ୟl ତେଣ୍ଡାକର, ସୁଜ୍ଞାନୀ ସବର୍,ଅନୀଲ ସରଭଙ୍ଗ,  ପ୍ରମୁଖ ଉପସ୍ଥିତ ଥିଲେ l ଶେଷରେ ଆଲୁମିନି କମିଟିର ରଘୁ ନନ୍ଦନ ସିଂହ ଧନ୍ୟବାଦ ଜ୍ଞାପନ କରିଥିଲେ l


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like