-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ମହାତ୍ମା ଗାନ୍ଧୀ ସ୍ନାତକ ମହାବିଦ୍ୟାଳୟ ଭୁକ୍ତା କୁ ଏନ.ଏ. ଏ.ସି ଦ୍ୱାରା ବି ଗ୍ରେଡ଼ ମାନ୍ୟତା

08-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅଧିନସ୍ଥ ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟ କୁ ଜାତୀୟ ମାନ ନିର୍ଦ୍ଧାରଣ ଓ ସମ୍ମାନୀ କରଣ ପରିଷଦ (ଏନ. ଏ. ଏ. ସି ) ନାକ ର ବି ଗ୍ରେଡ଼ ମାନ୍ୟତା ପ୍ରାପ୍ତ ହୋଇଛି। ଗତ ଜାନୁୟାରୀ ୨୮ ଓ ୨୯ ତାରିଖ ରେ ନାକ ପିଅର ଟିମ ର ଚେୟାରମ୍ୟାନ ରାଇଚୁ ୟୁନିଭରସିଟି ର ପ୍ରଫେସର ଡ:ହରିଶ ରାମା ସ୍ୱାମୀ, ଟିମ କୋଡିନେଟର ସେଣ୍ଟ୍ରାଲ ୟୁନିଭରସିଟି ତାମିଲନାଡୁ ର ପ୍ରଫେସର ଡ: ଏସ ଭି ଏସ ଏସ ନାରାୟଣ ରାଜୁ ଓ ଟିମ ମେମ୍ବର ରାଜର୍ଷି ସାହୁ ମହାବିଦ୍ୟାଳୟ ଲାଟୁର ମହାରାଷ୍ଟ୍ର ର ଅଧ୍ୟକ୍ଷ ଡ:ମହାଦେବ ଗାଭାନେ ମହାତ୍ମାଗାନ୍ଧୀ ସ୍ନାତକ ମହାବିଦ୍ୟାଳୟ କୁ ପରିଦର୍ଶନ କରି ମୂଲ୍ୟାଙ୍କନ କରିଥିଲେ। ମୂଲ୍ୟାଙ୍କନ ସମୟରେ ଭୁକ୍ତା ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀ ଅନ୍ତର୍ଯ୍ୟାମୀ ସାହୁ, ନାକ କୋଡିନେଟର ଡ:ଦୟାନିଧି ସା, ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ କଳ୍ପନା ମିଶ୍ର, ଶିକ୍ଷାବିତ ଡ:ଚିନ୍ତାମଣି ପଟେଲ, ଶିକ୍ଷାବିତ ଡ: ନେପାଳ ପ୍ରଧାନ, ପୂର୍ବତନ ଛାତ୍ର ସାଂସଦ ର ସଦସ୍ୟ ମାନେ, ବର୍ତ୍ତମାନ ର ଛାତ୍ର ଛାତ୍ରୀ, ପୂର୍ବତନ ପରିଚାଳନା ସମିତି ର ସଦସ୍ୟ ବୃନ୍ଦ,ବର୍ତ୍ତମାନ ପରିଚାଳନା ସମିତି ର ଅଧ୍ୟକ୍ଷ ବରଗଡ ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ ଏବଂ ମହାବିଦ୍ୟାଳୟ ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ଏନ. ଏ. ଏ. ସି. (ନାକ ) ଦ୍ୱାରା ମହାବିଦ୍ୟାଳୟ କୁ ଦ୍ଵିତୀୟ ଥର ପାଇଁ ବି ଗ୍ରେଡ଼ ମାନ୍ୟତା ପ୍ରାପ୍ତ ହୋଇଥିବା ଯୋଗୁଁ ଅଞ୍ଚଳବାସୀ ତଥା ସମସ୍ତ କର୍ମଚାରୀ ଙ୍କ ମନ ରେ ଖୁସି ର ଲହରୀ ଖେଳିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like