-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ଇଗ୍ନାଇଟେଡ -୫୦ ପ୍ରଶିକ୍ଷଣ ଶିବିର ଉଦଯାପିତ ,,,, ନିରନ୍ତର ଅଭ୍ୟାସ ଓ କଠିନ ପରିଶ୍ରମ ହିଁ ସଫଳତା ର ମୂଳମନ୍ତ୍ର ବୋଲି ମତ ପ୍ରକାଶ

08-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ନିରନ୍ତର ଅଭ୍ୟାସ ଓ କଠିନ ପରିଶ୍ରମ ମାଧ୍ୟମ ରେ ହିଁ ସଫଳତା ମିଳେ ବୋଲି ବରଗଡ଼ ବ୍ଲକ ଆନୁକୁଲ୍ୟରେ ମ୍ୟାଟ୍ରିକ ମେଧାବୀ ଛାତ୍ର ଛାତ୍ରୀ ଙ୍କ ପାଇଁ ଉଦ୍ଦିଷ୍ଟ ଇଗ୍ନାଇଟେଡ -୫୦ ଉଦଯାପନୀ ସମାରୋହ ରେ ମତ ପ୍ରକାଶ ପାଇଛି ବରଗଡ଼ ସମଲେଶ୍ଵରୀ ଉଚ୍ଚ ବିଦ୍ୟାଳୟ ଆମ୍ବାପଳି ଠାରେ ଶନିବାର ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସର୍ବେଶ୍ଵର ରଥ ଅଧ୍ୟକ୍ଷତା କରିଥିବା ବେଳେ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତି କାନ୍ତ ସାହୁ ଯୋଗ ଦେଇ ମ୍ୟାଟ୍ରିକ ରେ ଭଲ ପରୀକ୍ଷା ଫଳ ପାଇଁ ବରଗଡ଼ ବ୍ଲକ ର ଉଦ୍ୟମ କୁ ଭୂୟସୀ ପ୍ରଶଂସା କରିଥିଲେ ।ଏହି କାର୍ଯ୍ୟକ୍ରମ ର  ମୁଖ୍ୟ ଉଦ୍ୟୋକ୍ତା ବରଗଡ଼ ବିଇଓ ଡ ସୁରେନ୍ଦ୍ର କୁମାର ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଦୀର୍ଘ ୨୦ ସପ୍ତାହ ଧରି ବରଗଡ଼ ବ୍ଲକ ର ସାଧନ କର୍ମୀ ଶିକ୍ଷକ ଶିକ୍ଷୟିତ୍ରୀ ଓ ପ୍ରଧାନ ଶିକ୍ଷକ ମାନେ ପ୍ରତି ଶନିବାର  ଛାତ୍ର ଛାତ୍ରୀ ଙ୍କ ସନ୍ଦେହ ମୋଚନ କରିବା ସହ ମାଗଣା ଶିକ୍ଷାଦାନ କରିଥିବାରୁ ସମସ୍ତ ଙ୍କୁ ଧନ୍ୟବାଦ୍ ଜଣାଇଥିଲେ । ଟାଉନ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମନମୋହନ ତ୍ରିପାଠୀ ,ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଶାନ୍ତି ସୁନା ଗାଇସିମା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶିବ ଶଙ୍କର ଦାଶ ଅଡଗାଁ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଯୁଧିଷ୍ଟିର ଦାଶ  ପ୍ରମୁଖ ମଞ୍ଚାସୀନ ରହି ଇଗ୍ନାଇଟେଡ଼ - ୫୦ ଏକ ଅଭିନବ ପ୍ରୟାସ ଏହା ଦ୍ବାରା ଆମ ବ୍ଲକ ର ଛାତ୍ର ଛାତ୍ରୀ  ଆଗାମୀ ମ୍ୟାଟ୍ରିକ ପରୀକ୍ଷା ରେ ଅଧିକ ରୁ ଅଧିକ ସଂଖ୍ୟା ରେ ଏ ୱାନ୍ ଗ୍ରେଡ ପାଇ ଜିଲ୍ଲା ର ଗୌରବ ବୃଦ୍ଧି ରେ ସହାୟକ ହେବ ବୋଲି ଉଲ୍ଲେଖ କରିଥିଲେ ।ସାଧନ କର୍ମୀ ମାନିନୀ ଦାଶ ଧନ୍ୟବାଦ୍ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like