-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଆନ୍ଧ୍ରପ୍ରଦେଶରେ ରାଷ୍ଟ୍ରୀୟ ଏକତା ଶିବିର, କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣଙ୍କ ଯୋଗଦାନ

08-Feb-2025



ନୂଆପଡ଼ା (ଡୋଲେଶ୍ୱର  ବାଗ )
 କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଭାରତ ସରକାର ଓ ଜାତୀୟ ସେବା ଯୋଜନା ଆଞ୍ଚଳିକ ନିର୍ଦ୍ଦେଶାଳୟ ହାଇଦ୍ରାବାଦର ସହଭାଗିତାରେ ୱାଇ ଏନ୍ କଲେଜ ନରସାପୁର ଆନ୍ଧ୍ରପ୍ରଦେଶ ଦ୍ଵାରା ଆୟୋଜିତ ସାତ ଦିନିଆ ରାଷ୍ଟ୍ରୀୟ ଏକତା ଶିବିର ଉଦଘାଟିତ ହୋଇଯାଇଛି।ଆଦି କବି ନନନ୍ୟା ବିଶ୍ଵବିଦ୍ୟାଳୟ ରାଜମଣ୍ଡିର କୁଳପତି ପ୍ରଫେସର ୱାଇ ଶ୍ରୀନିବାସ ରାଓ ଶିବିରକୁ ଉଦଘାଟନ କରିଥିବାବେଳେ ଅଧ୍ୟକ୍ଷ ଡଃ ସି ଏଚ୍ କନକ ରାଓ ସଭାପତିତ୍ବ କରିଥିଲେ।ମୁଖ୍ୟ ଅତିଥି ଭାବେ ଆଞ୍ଚଳିକ ନିର୍ଦ୍ଦେଶାଳୟ ଏନ୍ ଏସ ଏସ ହାଇଦ୍ରାବାଦର ଡ ୟମ ରାମ କ୍ରୀଷ୍ଣା ଓ କାର୍ଯ୍ୟକ୍ରମ ସଂଯୋଜକ ପି ଭେଙ୍କଟେଶ୍ୱର୍ ରାଓ ଯୋଗଦାନ କରିଥିଲେ ।ଆଞ୍ଚଳିକ ନିର୍ଦ୍ଦେଶାଳୟ ଏନ୍ ଏସ ଏସ ଭୁବନେଶ୍ୱରର
ନିର୍ଦ୍ଦେଶିକା ସୁଶ୍ରୀ ସରିତା ପଟେଲଙ୍କ ଦ୍ଵାରା ମନୋନୀତ ନୂଆପଡ଼ା ଜିଲ୍ଲା ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟ ବୋଡ଼େନର ଅଧ୍ୟାପକ ଡଃ କିଶୋର କୁମାର କର୍ଣ୍ଣ ଙ୍କ ସହ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ କଳାହାଣ୍ଡିରୁ ୧୦ ଜଣ ସ୍ୱେଚ୍ଛା ସେବୀ ଓଡ଼ିଶା ରାଜ୍ୟରୁ ପ୍ରତିନିଧିତ୍ଵ କରୁଛନ୍ତି ଶିବିରରେ ।ସମଗ୍ର ଭାରତ ବର୍ଷରୁ ୧୪ ଗୋଟି ରାଜ୍ୟ ଏଥିରେ ଅଂଶ ଗ୍ରହଣ କରିଥିବା ବେଳେ ବିଭିନ୍ନ ବିଷୟରେ ବିଭିନ୍ନ ଦିବସରେ ତର୍କ ମୂଳକ ଆଲୋଚନା ସମେତ ପ୍ରତ୍ୟେକ ସନ୍ଧ୍ୟାରେ ସାଂସ୍କୃତିକ ଭାବ ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ।କାର୍ଯ୍ୟକ୍ରମରେ  ନୃତ୍ୟ ପ୍ରତିଯୋଗିତାରେ ଭାରତ ସ୍ତରରେ ଓଡ଼ିଆ ତୃତୀୟ ସ୍ଥାନ ଅଧିକାର କରିଛି ।ବିଭିନ୍ନ ରାଜ୍ୟରୁ ମୋଟ ୨୦୦ ଜଣ ମନୋନୀତ ସ୍ବେଚ୍ଛାସେବୀ ଏବଂ ବିଭିନ୍ନ ରାଜ୍ୟର କାର୍ଯ୍ୟକ୍ରମ ଅଧିକାରୀମାନେ ଏହି ଏକତା ଶିବିରରେ ଯୋଗଦାନ କରିଛନ୍ତି ।ନୂଆପଡ଼ା ଜିଲ୍ଲା ପାହାଡ ଜଙ୍ଗଲଘେରା ଉପାନ୍ତ ଅଞ୍ଚଳ,ବହୁ ଚର୍ଚ୍ଚିତ ମାଓ ପ୍ରବଣ ଅଞ୍ଚଳ ତଥା ପବିତ୍ର ତୀର୍ଥ ପୀଠ ପାତାଲଗଙ୍ଗା ଅଞ୍ଚଳର ବୋଡ଼େନ ବ୍ଲକର ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟର ଛାତ୍ରୀ ସୁଶ୍ରୀ ବେବି ପାଣ୍ଡେ ମଧ୍ୟ ଏଇଥିରେ ଯୋଗଦାନ କରି ତାଙ୍କର ବିଭିନ୍ନ କଳା ଉଦାହରଣ ସ୍ୱରୂପ ସମ୍ବଲପୁରୀ ନୃତ୍ୟ  ପ୍ରଦର୍ଶନ କରି ସମସ୍ତଙ୍କ ମନମୁଗ୍ଧ କରି ପାରିଛନ୍ତି ଏବଂ ତାଙ୍କର ଏହି ପ୍ରଦର୍ଶନ ପ୍ରତି ବୋଡ଼େନ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମାଁ ଦ୍ଵାରଶନିଙ୍କ କୃପା ବୋଲି ମଧ୍ୟ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like