-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      Hj   (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||     

HOME   ଜିଲ୍ଲା

ସିନାପାଲି ନେହେରୁ ମଣ୍ଡପ ଛକ ଠାରେ ସିନାପାଲି ବିଜେପି ପକ୍ଷରୁ ବିଜୟ ଦିବସ ପାଳିତ 

08-Feb-2025



ନୂଆପଡ଼ା(ପରମେଶ୍ୱର ମେହେର): ଦିଲ୍ଲୀ ନିର୍ବାଚନ ରେ ବିଜେପି ର ବାଜିମାତ ରେ ସିନାପାଲି ବିଜେପି କର୍ମୀ ମହଲ ରେ ଉତ୍ସାହ ଦେଖିବାକୁ ମିଳିଛି l ଓଡ଼ିଶାରେ ଅଞ୍ଚଳିକ ଦଳକୁ ପରାଜିତ କରିବା ପରେ ଦିଲ୍ଲୀ ରେ ଆପ କୁ ହରାଇ ଦମ ଦେଖାଇଲେ ବିଜେପି l ବିଜେପି ର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବ ପ୍ରସାଦ ମୁଣ୍ଡ ଙ୍କ ନେତୃତ୍ୱରେ ବିଜୟ ଦିବସ ପାଳିତ ହୋଇଛି l ବିଜୟ ଉତ୍ସବ ନେଇ ମିଠା ବଣ୍ଟନ କରିବା ସହ ଫଟକା ଫୁଟାଇ ଖୁସି ଜାହିର କରିଛନ୍ତି l ମୋଦିଜୀ ଙ୍କ ଲୋକପ୍ରିୟତା ଏବଂ ବିଜେପି ର ଦବଦବା ନେଇ ବିଜେପି କର୍ମୀ ଭାଷଣ ଦେଇ ଅବଗତ କରିଛନ୍ତି l ଏହି ବିଜୟ ଉତ୍ସବ ରେ ପ୍ରିୟରଞ୍ଜନ ମେହେର, ନନ୍ଦଲାଲ ପାତ୍ର, ସତୀଶ ଯୋଷୀ, ନରହରୀ ହଂସ, କୁର୍ତ୍ତିବାସ ତେଜି, ପ୍ରତାବ ମେହେର, ପ୍ରତାବ ଗୁଆଳ, ଅମିତ ଜୈନ କୁମ୍ଭ ବାଗ, ଜିତେନ୍ଦ୍ର କୁମାର ବେହେରା, ବିକାଶ ମେହେର, ଦୀପକ ମେହେର, ପ୍ରେମଲାଲ ନାଏକ,ଗୋବର୍ଦ୍ଧନ ଜଗତ, ତରୁଣ ମାଝୀ ସମସ୍ତେ ବିଜେପି କର୍ମୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026
  ଜିଲ୍ଲା  
ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   30-Apr-2026
  ଜିଲ୍ଲା  
*ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   30-Apr-2026
  ଜିଲ୍ଲା  
ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   30-Apr-2026
  ଜିଲ୍ଲା  
Hj   30-Apr-2026
  ରାଜ୍ୟ  
ଗଞେଇ ଜବତ, ଚାଲାଣକାରୀ ଗିରଫ   30-Apr-2026
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026
  ଜିଲ୍ଲା  
ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   30-Apr-2026
  ଜିଲ୍ଲା  
ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   30-Apr-2026
  ଜିଲ୍ଲା  
ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା   30-Apr-2026

You Might Also Like

                   
  ଜିଲ୍ଲା  

Hj