-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||     

HOME   ଜିଲ୍ଲା

ସେବା ପାଇଁ ସମ୍ମାନିତ ଜନ କଲ୍ୟାଣ ସେବା ଟ୍ରଷ୍ଟ

08-Feb-2025



ବରଗଡ଼(ପ୍ରେରଣା ଖବର)- ବରଗଡର ଅଗ୍ରଣୀ ଶିଷ୍ୟ ଅନୁଷ୍ଠାନ ଏସ ସି ଏ ଏକାଡୋମି ର ପ୍ରଥମ ବାର୍ଷିକ ଉତ୍ସବ ବରଗଡ଼ ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅନୁଷ୍ଠାନ ସମାରୋହରେ ମହାମାରୀ କରୋନା ସମୟରେ ସେବା ତଥା କୁଷ୍ଠ ରୋଗୀ ମାନଙ୍କ ସେବା ଟ୍ରଷ୍ଟ ଜନ କଲ୍ୟାଣ ସେବା ଟ୍ରଷ୍ଟ ର ପ୍ରତିଷ୍ଠାତା ଶ୍ରୀ ଡଃ ମୁକୁନ୍ଦ ଦାଶ ଙ୍କୁ ଅନୁଷ୍ଠାନ ର ମୁଖ୍ୟ ଡଃ ଦେବାଶିଷ ବିରତିୟାଙ୍କ ସହିତ ଅତିଥି ମାନଙ୍କ ଠାରୁ ମାନପତ୍ର ଓ ମୋମେଟୋ ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ  ଏହି କାର୍ଯ୍ୟକ୍ରମ ଅନେକ ବିଶିଷ୍ଟ ସମାଜସେବୀ ତଥା ଶିକ୍ଷାବିତ୍ ତଥା ଛାତ୍ରୀ ଓ ଛାତ୍ରୀ ମାନଙ୍କୁ ମଧ୍ୟ ଅନୁଷ୍ଠାନ ତରଫରୁ ସମ୍ମାନିତ କରାଯାଇଥିଲା,ସେବା ପାଇଁ ଜନ କଲ୍ୟାଣ ସେବା ଟ୍ରଷ୍ଟ କୁ ସ୍ଵତନ୍ତ୍ର ଭାବେ ସମ୍ମାନିତ କରାଯାଇଥିଲା,ଏହି ସମ୍ମାନ ଜନ କଲ୍ୟାଣ ସେବା ଟ୍ରଷ୍ଟ ପାଇଁ ନୁହେଁ ସାରା ବରଗଡ଼ ବାସୀ ତଥା ଓଡ଼ିଶା‌ ବାସୀ ଙ୍କ ଆଶିର୍ବାଦ ଓ ଉତ୍ସାହ ପାଇଁ ଅଟେ ବୋଲି ଅନୁଷ୍ଠାନ ର ପ୍ରତିଷ୍ଠାତା ଡଃ ମୁକୁନ୍ଦ ଦାଶ ସୂଚନା ପ୍ରଦାନ କରିଛନ୍ତି, ପ୍ରକାଶ ଥାଉକି ୨୦୦୮ ମସିହା ରୁ ଅସ‌ହାୟ ଲୋକଙ୍କ ସେବା ପାଇଁ ଅନୁଷ୍ଠାନ ନିଜକୁ ସମର୍ପିତ କରିଛି ବୋଲି ଜନ କଲ୍ୟାଣ ସେବା ଟ୍ରଷ୍ଟ ର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଡ଼ଃ ଅଜିତ କୁମାର ନାଥ ସୂଚନା ପ୍ରଦାନ କରିଛନ୍ତି,


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026

You Might Also Like