-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ସ୍ୱାସ୍ଥ୍ୟ କେନ୍ଦ୍ର କର୍ମଚାରୀଙ୍କ କ୍ୱାଟରରୁ ତାଲାଭାଙ୍ଗି ସୁନା ଓ ରୁପା ଅଳଙ୍କାର ଚୋରି

14-Jan-2021



 ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) : ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ ଦିନକୁ ଦିନ ଚୋରି ବଢ଼ିବାରେ ଲାଗିଛି । ଚଳିତମାସରେ ତିନି ତିନୋଟି ଚୋରି ହୋଇ ସାରିଲାଣି ।  ଜାନୁଆରୀ ୨ତାରିଖରେ ବେଲପଡା ଗ୍ରାମର ସୁଯ୍ୟକାନ୍ତ ବାରିକଙ୍କ ଘରୁ ବିଳମ୍ବିତ ରାତିରେ ଘରେକେହି ନଥିବାର ସୁଯୋଗ ନେଇ ଗ୍ରୀଲ ତାଲା ଭାଙ୍ଗି ୫୦ହଜାରରୁ ଅଧିକ ଟଙ୍କାର ସୁନା  ଓ ରୁପା ଅଳଙ୍କାର ଲୁଟିନେଇଥିଲେ ।ଗତ ଦୁଇଦିନ ପୂର୍ବରୁ ଆଡକଟା ପଞ୍ଚାୟତ ହଦପସି ଗ୍ରାମର ଲଷ୍ମୀଧର ବେହେରାଙ୍କ ଘରୁ ବିଳମ୍ବିତ ରାତିରେ ଘରେ ପଶି ସୁନା ଓ ରୁପା ଅଳଙ୍କାର ସହିତ ନଗଦ ୫୦ହଜାରରୁ ଅଧିକ ଟଙ୍କା ଓ ଚାଉଳ ୨ ବସ୍ତା ନେଇଥିବା ଥାନାରେ ଅଭିଯୋଗ ହୋଇଥିଲା।ହେଲେ  ଗଣିଆ ଗୋଷ୍ଠି ସ୍ୱାଥ୍ୟକେନ୍ଦ୍ର ପରିସରରେ କ୍ୱାଟରରେ ରହୁଥିବା ଜୁନିୟର କିରାଣୀ ବୃନ୍ଦାବନ ନାୟକ କ୍ୱାଟରରେ ନଥିଲାବେଳେ ଗତକାଲି ରାତିରେକେହି ଦୁର୍ବୁତ୍ତ ଘରର ତାଲାଭାଙ୍ଗିଘରେପଶି ଆଲମାରୀ ଭାଙ୍ଗି ସୁନା ହାର ୨ଟା ,ସୁନା କାନଫୁଲ୨ହଳ ,ସୁନା ମୁଦି ୨ଟା, ରୁପା ପାଉଜି୧ହଳ, ଗୋଡ଼ ମୁଦି୨ହଳ ସହିତ ଶାଠିପିକେଟ ଓ ଘରର ଜମିଜମା ପଟା ଚୋରି କରିନେଇଛନ୍ତି।ସୂଚନାଥାଉକି ବୃନ୍ଦାବନ ନାୟକ ଗଣିଆ ଗୋଷ୍ଠି ସ୍ୱାଥ୍ୟକେନ୍ଦ୍ରରେ ଦୀର୍ଘ ୯ବର୍ଷ ହେଲା କଯ୍ୟକାରୀ ଆସୁଥଲେ  ।ମୋତେ ଡେପୁଟେସନ ରେ ମଧ୍ୟଖଣ୍ଡ ଗୋଷ୍ଠୀ ସ୍ୱାଥ୍ୟକେନ୍ଦ୍ରକୁ ୧୨/୦୧/୨୧ ରିଖ ରବିବାର ଦିନ ଡ୍ୟୁଟି କରିବା ପାଇଁ ନିର୍ଦେଶ ଥିଲେ ।ଡ୍ୟୁଟି ସାରି ମୁ ମୋ ନିଜ ଘର ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଘସାଦେଇପୁରକୁ ଯାଇଥିଲି । ଘରୁ ଆଜି ଗଣିଆ ଗୋଷ୍ଠି ସ୍ୱାଥ୍ୟକେନ୍ଦ୍ର କଲୋନୀ କୁ ଆସି ଦେଖିଲା ବେଳକୁ ସାମ୍ନା ପଟ ଗ୍ରୀଲର ତାଲା ଭାଙ୍ଗି ଭିତରେ ଥିବା ଆଲମାରୀ ଭାଙ୍ଗି ସୁନା ଓ ରୂପ ଅଳଙ୍କାର ସହିତ ଜରୁରୀ କାଗଜ ପତ୍ର ଚୋରି କରିନେଇ ଥିବା ସେ ଦେଖିବାକୁ ପାଇଥିଲେ ।  ଗଣିଆ ଥାନାରେ ଏକ ଲିଖିତ ଅଭିଯୋଗ କରିଛି ବୋଲି କୋହଭରା କଣ୍ଠରେ କହିଥିଲେ ବୃନ୍ଦାବାନ ନାୟକ । ପୋଲିସ ଏନେଇ ଏକ ମାମଲା (ନଂ.୦୨/୨୧) ରୁଜୁକରି ତଦନ୍ତ ଆରମ୍ଭ କରିବା ସହିତ ଚୋରକୁ ଖୁବ ଶ୍ରୀଘ୍ର ଧରାଯିବା ବୋଲି ଗଣିଆ ଥାନା ଅଧିକାରୀ ଜୟପ୍ରକାଶ ପରିଡା ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like